-+91-9937148622 |
prerana_bgr@rediffmail.com |
Friday 19th June 2026 |
R.N.I. Regd No. ODIODI/2010/46693
Breaking News
25-Jan-2021
ରାଉରକେଲା, (ପ୍ରେରଣା ଖବର) : ଆସନ୍ତା ଫେବୃଆରୀ ତୃତୀୟ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ୪ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ପଦଷେପ ନେଉଥିବାରୁ ମୁଖ୍ୟମନ୍ତ୍ରୀ ଙ୍କୁ ଜିଲ୍ଲାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଇଲେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ।