-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ଅଂଚଳରେ ସାରର ଅଭାବୀ ବିକ୍ରୀ; ଚିନ୍ତାରେ ଚାଷୀ, ଅସହାୟ ସାର ବ୍ୟବାସାୟୀ

25-Jul-2025



ପାଟଣାଗଡ଼(ପ୍ରେରଣା ଖବର):  ବର୍ତ୍ତମାନର ଚାଷୀର ଫସଲ ଅମଳର ଋତୁ । ଭଲ ଫସଲ ଅମଳ ପାଇଁ ଗାଁଗଣ୍ଡାରେ ଚାଷୀ ନିଜ ଜମିରେ ସାର ପ୍ରୟୋଗ କରିଥାଏ । ତେବେ ବର୍ଷା ଆସି ଥିଲେ ସୁଦ୍ଧା ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡରେ ବର୍ତମାନ ସାରର କୃତ୍ରିମ ଅଭାବ ଦେଖାଯାଇଛି । ସାର ବଜାରରେ ଏବେ ୟୁରୁିଆ ସାରର ଅଭାବ ରହିଥିବାରୁ ଚାଷ ଆଗେ ପାରୁ ନାହିଁ ଓ ଚାଷୀକୁଳ ବଡ ହଇରାଣ ହେଉଛନ୍ତି । ଚାଷୀ ନିଜ କ୍ଷେତରେ ସାର ପ୍ରୟୋଗ 

କରିବା ପାଇଁ ଚାହିଁଲେ ମଧ୍ୟ ବଜାରରେ ସାର ର କୃତ୍ରିମ ଅଭାବ ଯୋଗୁଁ ଶେଷରେ କ୍ଷତି ସହିବା ହିଁ ସାର ହେଉଛି । 
ଏପଟେ ପାଟଣାଗଡ଼ ଉପଖଣ୍ଡର ବିଭିନ୍ନ ଅଂଚଳର କିଛି ପଂଜିକୃତ ସାର ବ୍ୟବସାୟୀ ମାନଙ୍କୁ ଆଇଡି ମିିଳିନାହିଁ କି ମେସିନ୍ ମଧ୍ୟ ମିଳି ନାହିଁ, ଯାହା ଦ୍ୱାରା ସେମାନେ ସରକାରୀ ଧାଯ୍ୟ ମୂଲ୍ୟରେ ସାର କିଣିପାରୁ ନାହାନ୍ତିା । ସେମାନେ କିଛି ଖୁଚୁରା ଦୋକାନରୁ ସାର କିଣି ତାହାକୁ ଚାଷୀ ମାନଙ୍କୁ ବିକୁଛନ୍ତି । ଗୋଟିଏ ପଟେ ପାଟଣାଗଡ଼ ଅଂଚଳରେ ଏକାଧିକ ଅଣପଂଜିକୃତ ସାର ବ୍ୟବସାୟୀଙ୍କ ଯୋଗୁଁ ପଂଜିକୃତ ସାର ବ୍ୟବସାୟୀ କ୍ଷତିଗ୍ରସ୍ତ ହେଉଥିବା ବେଳେ ଚାଷୀ ମଧ୍ୟ ଶୋଷଣର ଶିକାର ହେଉଛି । ପାଟଣାଗଡ଼ ଉପଖଣ୍ଡ କୃଷି ଅଧିକାରୀ ମଧ୍ୟ ଏ ସଂପର୍କରେ କୌଣସି ସନ୍ତୋଷଜନକ ଉତର ଦେଇପାରି ନାହାନ୍ତି । ଆହୁରି ମଧ୍ୟ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ସାର ବ୍ୟବସାୟୀ ମାନଙ୍କୁ ୟୁରିଆ ସାଙ୍ଗରେ ଟେଗ୍ କରି ନାନୋ ଡିଏପି ଦିଆଯାଉଛି । ବ୍ୟବସାୟୀ ମାନେ ଅଧିକ ମୂଲ୍ୟ ଦେଇ ଅନିଛା ସତ୍ୱେ ଏହା ନେବାକୁ ବାଧ୍ୟ ହେଉଛନ୍ତି । ‘ୟୁରିଆ ସାରବାସ୍ତା ନେଲେ ନାନୋ ଡିଏପି ଫ୍ରି ‘ କୁ ସାରବ୍ୟବସାୟୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାଦ୍ୱାରା ଉଭୟ ଖୁଚୁରା ବ୍ୟବସାୟୀ ଓ ହୋଲ୍‌ସେଲର୍ କ୍ଷତିଗ୍ରସ୍ତ ହେଉଛନ୍ତି । ଏଠାରେ ପ୍ରଶ୍ନ ଉଠେ, ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ମାନ୍ୟବର କୃଷିମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂଦେଓଙ୍କ ନିର୍ବାଚନମଣ୍ଡଳୀରେ ଯଦି ଅମଳ ସମୟରେ ଚାଷୀ ଓ ଚାଷର

ଏପରି ସଙ୍ଗୀନ ଅବସ୍ଥା, ତେବେ ଅନ୍ୟ ଜିଲ୍ଲା ମାନଙ୍କର ପରିସ୍ଥିତି କଣ ଥିବ, ତାହା ସହଜରେ ଅନୁମେୟ । ପାଟଣାଗଡ଼ ଉପଖଣ୍ଡରେ ସାରର ଅଭାବକୁ ରୋକିବା ଦିଗରେ ସଂପୃକ୍ତ ଅଧିକାରୀ ଦୃଷ୍ଟି ଦେଇ ଚାଷୀକୁ କିପରି ପର୍ଯ୍ୟାପ୍ତ ସାର ମିଳିପାରିବ ସେ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like