-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଅଗ୍ରେସନ ଭବନ ଠାରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଅଭିଯୋଗ ଶୁଣାଣୀ ପୋର୍ଟାଲ ର ଶୁଭାରମ୍ଭ

25-Jul-2025



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ବ୍ଲକ ଅଗ୍ରେସନ ଭବନ ଠାରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଅଭିଯୋଗ ଶୁଣାଣୀ ପୋର୍ଟାଲ ର ଶୁଭାରମ୍ଭ ହୋଇଯାଇଛି l ଉକ୍ତ ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଓଡିଶା ଡ଼. ମୁକେଶ ମହାଳିଙ୍ଗ ଯୋଗ ଦେଇଥିବା ବେଳେ ମଂଚାସୀନ ଅତିଥି ଭାବେ ଲୋଇସିଂହା ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ, ଅଗଲପୁର ପ୍ରତିନିଧି ପିତାମ୍ବର କଣ୍ଟା, ଲୋଇସିଂହା ସରପଞ୍ଚ ନବକିଶୋର ନାଏକ, ବୁର୍ଡ଼l ସରପଞ୍ଚ ସୁଦିପ ସା, ରିନବଚନ ସରପଞ୍ଚ ପ୍ରମିଳା ଦୋରା, ବକଟି ର ବରିଷ୍ଠ ବିଜେପି କର୍ମୀ ତଥା ସମାଜସେବୀ ଶ୍ରୀ ସୀତାରାମ ପୁରୋହିତ ପ୍ରମୁଖ ଯୋଗ ଦେଇଥିଲେ l ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ କହିବାନୁଯାୟୀ ଓଡିଶା ରେ ଡବଲ ଇଂଜିନ ର ସରକାର ଚାଲିଛି ଯାହାକି ବର୍ଷେ ମଧ୍ୟରେ 4 ହଜାର ଅଭିଯୋଗ ଆସିଛି

ଯାହାର କିଛି ସମାଧାନ ହେଉଛି ଓ କିଛି ରହିଯାଉଛି l କିନ୍ତୁ ବର୍ତ୍ତମାନ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଲୋଇସିଂହା ପୁଇଁତଲା ଓ ଆଗଲପୁର ରେ ଅଭିଯୋଗ ପାଇଁ ମୋବାଇଲ ଆପ ରେ ଅଭିଯୋଗ ପୋର୍ଟାଲ ର ୱେବ୍ସାଇଟ କୁ ଯାଇ ଅଭିଯୋଗ କରିବା ଯାହାକି 15 ଦିନ ମଧ୍ୟରେ ଏହାର ହାରାହାରି 80% ସମାଧାନ ହୋଇପାରିବ ବୋଲି ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଭିଡିଓ ଗ୍ରାଫି ମାଧ୍ୟମରେ ଲୋକଙ୍କୁ ଜାଗୃତ କରାଇଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଲୋଇସିଂହା ନିର୍ବାଚନ ମଣ୍ଡଳୀର ଅନେକ ବିଜେପି କାର୍ଯ୍ୟକର୍ତ୍ତା ଓ ଜନସାଧାରଣ ଯୋଗଦେଇ ନୂତନ ଅଭିଯୋଗ ପୋର୍ଟାଲ କୁ ସ୍ୱାଗତ କରିବା ସହ ସମର୍ଥନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like