-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନl

25-Jul-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ)- ରାୟଗଡ  ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପାଟାୱରୀଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା  ଅନୁଷ୍ଠିତ ହୋଇଯାଇଛି l ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଚିନ୍ତନ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କାହଁରଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଅନୁବିଭାଗୀୟ ଅଧିକାରୀ ସମ୍ବର୍ଦ୍ଧନା ଦେଇଥିଲେ l ସେହିପରି ସ୍ଥାନୀୟ ପ୍ରଦକ୍ଷିଣ ଗୃହ ସମିଳନୀ କକ୍ଷରେ ରାଜସ୍ବ ଅଧିକାରୀ ମାନଙ୍କ ତରଫରୁ  ଅତିରକ୍ତ

ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁର ଅଧ୍ୟକ୍ଷତlରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  l ଏଥିରେ ଶ୍ରୀ ରମେଶ କୁମାର ଜେନା,ଉପଜିଲ୍ଲାପାଳ  ରାୟଗଡ,ଶ୍ରୀ ଚନ୍ଦ୍ର କାନ୍ତ ମାଝୀ,ପିଏ ଆଇଟିଡ଼ିଏ ରାୟଗଡ଼, ଜିଲ୍ଲାର ସମସ୍ତ ତହସିଲଦାର ଏବଂ ଅତିରକ୍ତ ତହସିଲଦାର, ଅନ୍ୟାନ୍ୟ ରାଜସ୍ୱ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ l ଜିଲ୍ଲାପାଳଙ୍କ ରାୟଗଡ ଜିଲାରୁ ବଦଳି ହୋଇ  ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନକ୍ଷମ ଶଶକ୍ତି କରଣ ବିଭାଗର ନିର୍ଦେଶକ ହୋଇ ଯାଉଛନ୍ତି ଏବଂ  ଶ୍ରୀମତୀ ପଟାୱରୀଙ୍କ  ଜିଲ୍ଲାରେ ସ୍ୱଳ୍ପକାଳୀନ ସମୟ ଭିତରେ 

ଜିଲ୍ଲାକୁ ପ୍ରଗତି ପଥରେ ଆଗେଇନେଉଥିଲେ  l ତାଙ୍କ କାର୍ଯ୍ୟକାଲ ସମୟରେ ଜିଲ୍ଲା ମଣ୍ଡଳ ଶୁଭlରମ୍ବ, ସ୍ୱାମୀତ୍ୱ ଯୋଜନାରେ ସହାୟତା ବଣ୍ଟନ କାର୍ଯ୍ୟକ୍ରମ କୁ ସୁପରିଚାଳନା, ଆକାଂକ୍ଷା ଜିଲ୍ଲା ସର୍ବକୃଷ୍ଟ ସ୍ଥାନ ପାଇଁ ପୁରସ୍କୃତ ହେଇପାରିଥିଲl, ଆଦିମ ଜନଜାତି ଅଧ୍ୟୁଷିତ ସକଟା ଗ୍ରାମକୁ ଆଦର୍ଶ ଗ୍ରାମ ଭାବେ   ମାନ୍ୟତା ମିଳିପାରିଛି l ଜିଲ୍ଲାପାଳ ଜିଲ୍ଲାରେ କମ ସମୟ କାର୍ଯ୍ୟ କାଳରେ ତାଙ୍କ କାର୍ଯ୍ୟ ଶୈଳୀ,କାର୍ଯ୍ୟ ପରିଚାଳନା ଓ ଦିଗଦର୍ଶନ ଉପରେ ସମସ୍ତ କର୍ମଚାରୀ ଆଲୋକପlତ କରିଥିଲେ l ଜିଲ୍ଲାପାଳଙ୍କ ପରବର୍ତ୍ତୀ ଜୀବନ ଉତ୍ତରତ୍ତର ଉନ୍ନତି କାମନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like