-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ:ଆନ୍ତଃଜିଲ୍ଲା ସାହାଣୀକପ୍‌ ଫୁଟ୍‌ବଲ୍‌ ଚାମ୍ପିଆନସିପ :ବରଗଡକୁ ହରାଇ ସମ୍ବଲପୁର ବୌଦ୍ଧ ଜୋନ୍‌ ଚମ୍ପିଆନ

25-Jul-2025



କଣ୍ଟାମାଳ(ଜୟ କୁମାର ମହାରଣା):ବୌଦ୍ଧ ଜିଲ୍ଲା ଷ୍ଟାଡିୟମ ଠାରେ ଗତ ୧୬ ତାରିଖରୁ ଆରମ୍ଭ ହୋଇଥିବା ମର୍ଯ୍ୟାଦାଜନକ ସାହାଣୀ କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି କ୍ୱାଟର ଫାଇନାଲ ମ୍ୟାଚ ସମ୍ବଲପୁର ଓ ବରଗଡ଼ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି  । ଏଥିରେ ସମ୍ବଲପୁର ଦଳ ୪-୦ ଗୋଲ୍‌ରେ ବିଜୟୀ ହୋଇ ବୌଦ୍ଧ ଜୋନରେ ଚମ୍ପିଆନ ହୋଇଛି  । ଆଜିର କ୍ୱାଟର ଫାଇନାଲ ମ୍ୟାଚରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ

ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲାପରିଷଦ ପୂର୍ବତନ ଭାଇସ ଚେୟାରମ୍ୟାନ ସୁଶାନ୍ତ କୁମାର ପ୍ରଧାନ, କନ୍ଧମାଳ ସାଂସଦ ପ୍ରତିନିଧି ଦୁର୍ଗା ମାଧବ ଆଚାର୍ଯ୍ୟ, କୃଷକନେତା ସୂର୍ଯ୍ୟ ନାରାୟଣ ମହାପାତ୍ର, ଜିଲ୍ଲା ଚେସ ଆସୋସିଏସନ ସଂପାଦକ ଶଙ୍କର ପ୍ରସାଦ ମିଶ୍ର, ବରିଷ୍ଠ କ୍ରୀଡ଼ାବିତ ତଥା ସନ୍ତୋଷ ଟ୍ରଫି ଖେଳାଳୀ ସତ୍ୟ ପ୍ରକାଶ ଦାଶ, ସୁନ୍ଦରଗଡ଼ ଜିଲ୍ଲା ଆଥଲେଟିକ ଆସୋସିଏସନ ସମ୍ପାଦକ ପ୍ରଭାତ କୁମାର ଭୋଳ ପ୍ରମୁଖ ଯୋଗ ଦେଇ ଖେଳାଳୀଙ୍କୁ ଉତ୍ସାହିତ କରିଥିଲେ  । ଆଜିର ଖେଳ ଆରମ୍ଭର ୧୫ ମିନିଟ ଓ ୧୭ ମିନିଟରେ ସମ୍ବଲପୁରର ପ୍ରଶାନ୍ତ ଓରାମ ଗୋଟିଏ ଲେଖାଏଁ ଦୁଇଟି ଗୋଲ୍‌ ଦେଇଥିବାବେଳେ ଦ୍ୱିତୀୟାର୍ଦ୍ଧରେ ୩୨ ମିନିଟରେ ସମ୍ବଲପୁରର ବିନୟ କିଷାନ ଗୋଟିଏ ଓ ୪୮ ମିନିଟରେ ପ୍ରଶାନ୍ତ ଓରାମ ଗୋଟିଏ ଗୋଲ୍‌ ଦେଇଥିଲେ  । ଫଳରେ ୪-୦ ଗୋଲ୍‌ରେ ସମ୍ବଲପୁର ଦଳ ବିଜୟୀ ହୋଇଥିଲା  । ଆଜିର ମ୍ୟାଚରେ ମୁଖ୍ୟ ରେଫରୀ ଭାବେ ଶିବଶଙ୍କର ପଣ୍ଡା ପରିଚାଳନା କରିଥିବାବେଳେ ଲାଇନରେ ଜିତେନ୍ଦ୍ରୀୟ ଥନାପତି, ଧନେଶ୍ୱର ବାଗ ସହାୟତା କରିଥିଲେ  । ଚତୁର୍ଥ ରେଫରୀ ଭାବେ ସୋମନାଥ ମୁର୍ମୁ ଦାୟିତ୍ୱ ତୁଲାଇଥିଲେ  । ବୌଦ୍ଧ ଜିଲ୍ଲା ଏଥଲେଟିକ ଆସୋସିଏସନ ସାଧାରଣ ସଂପାଦକ ଯୁଗଳ କିଶୋର ସାମଲଙ୍କ ଅଧ୍ୟକ୍ଷତାରେ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଥିଲା  । କ୍ୱାଟର ଫାଇନାଲ ମ୍ୟାଚରେ ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରିଥିବା

ସମ୍ବଲପୁରର ପ୍ରଶାନ୍ତ ଓରାମଙ୍କୁ ଅତିଥିମାନେ ପୁରସ୍କୃତ କରିବା ସହ ଉଭୟ ବିଜେତା ଓ ଉପବିଜେତା ଦଳକୁ ଅତିଥିମାନଙ୍କ ଦ୍ୱାରା ଟ୍ରଫି ପ୍ରଦାନ କରାଯାଇଥିଲା । ମ୍ୟାନ ଅଫ୍‌ ଦି ସିରିଜ ସମ୍ବଲପୁର ବିନୟ କିଷାନଙ୍କୁ ପୁରସ୍କୃତ କରାଯାଇଥିଲା । ଆଜିର କ୍ୱାଟର ଫାଇନାଲ ମ୍ୟାଚ ଦେଖିବାକୁ ବୌଦ୍ଧ ତଥା ଆଖପାଖ ଅଞ୍ଚଳରୁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା  । ଆସନ୍ତା ୨୭ ତାରିଖରେ ବ୍ରହ୍ମପୁର ଠାରେ ଅନୁଷ୍ଠିତ ହେବାକୁ ଥିବା ସେମି ଫାଇନାଲ ମ୍ୟାଚରେ ସମ୍ବଲପୁର ଦଳ ଭାଗ ନେବେ ବୋଲି ସୂଚନା ମିଳିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like