-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଯୌନ ନିର୍ଯ୍ୟାତନା ପ୍ରତିରୋଧ, ନିରାକରଣ ଓ ସୁରକ୍ଷା ସଚେତନତା ଶିବିର

25-Jul-2025



ନୂଆପଡ଼ା (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ପଞ୍ଚାୟତ ସମିତି ସଭାଗୃହରେ ପ୍ରଥମ ଶ୍ରେଣୀ ମାଜିଷ୍ଟ୍ରେଟ ତଥା ତାଲୁକ୍ ଆଇନ ସେବା ପ୍ରାଧିକରଣ କମିଟି ଚେୟାରମେନ ସୁଶ୍ରୀ ପଲ୍ଲବୀ ଦାସଙ୍କ ଅଧ୍ୟକ୍ଷତାରେ ଯୌନ ନିର୍ଯ୍ୟାତନା ପ୍ରତିରୋଧ,ନିରାକରଣ ଓ ସୁରକ୍ଷାର ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ବି ଡି ଓ ସୁଶାନ୍ତ କୁମାର ରଣା,ତହସିଲଦାର ସରିତା ଗୁପ୍ତା,ଆଇ ଆଇ ସି ଦିବ୍ୟଲୋଚନ ରାଜ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଋଦ୍ରେଶ୍ୱର ମେହେର,ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା ସଞ୍ଜୀବ କୁମାର ନାଏକ,ପ୍ରାଣୀ ଚିକିତ୍ସା ଅଧିକାରିଣୀ ଡ଼ା ସସ୍ମିତା ବିଶ୍ଵାଳ ମଞ୍ଚାସିନ ଥିଲେ ।ବର୍ତ୍ତମାନ ଅବସ୍ଥାରେ ସମାଜରେ ଦେଖାଦେଉଥିବା ନାରୀ ନିର୍ଯ୍ୟାତନା ଉପରେ ଗୁରୁତ୍ବ ଦେବା ସହିତ ଏହାର ସୁରକ୍ଷା ଓ ନିରାକରଣ ଦିଗରେ ମଞ୍ଚାସିନ ସମସ୍ତ ଅଧିକାରୀ ବିଭିନ୍ନ ପ୍ରକାର ଆଲୋଚନା କରି ସଚେତନ କରାଇଥିଲେ ।ଆଲୋଚନା ଗୁଡ଼ିକ ସ୍ପଷ୍ଟ ଇଙ୍ଗିତ କରୁଥିଲା କି ଆମେ ଘରେ ଅବା ବାହାରେ ଯେମିତି ନିଜ ଝିଅକୁ ତାଗିଦ୍ କରିଥାଉ ଠିକ୍ ସେହି ଭଳି ସଂସ୍କାର ଭିତରେ ନିଜ ନିଜ  ପୁଅ ମାନଙ୍କୁ ସଂସ୍କାରିତ କରିବା ଦିଗରେ ପ୍ରତ୍ୟେକ ମାଆ ବାପା ଉଚିତ୍ ଭୂମିକା ନିର୍ବାହ କରିବେ ତାହାହେଲେ ନିର୍ଯ୍ୟାତନାର ମାତ୍ରା ସମ୍ପୂର୍ଣ କମିଯିବ ।ଏସ ଟି ଏସ ସି ଆଟ୍ରୋସିଟି ଏକ୍ଟ ଉପରେ ମଧ୍ୟ ବିସ୍ତୃତ ଆଲୋଚନା ଓ ସଚେତନ କରିଥିଲେ ।ସଭାରେ ଆଇନଜୀବୀ ସଂଘ ପକ୍ଷରୁ ସଂପାଦକ ବିଭୂତି ଭୂଷଣ ଷଡଙ୍ଗୀ,ହୃଷୀକେଶ ବିଶ୍ଵାଳ,ଗୌତମ ନିଆଲ,ଦଶରଥ ସାମନ୍ତ, ବି ପି ସି ମିଶନ ଶକ୍ତି ବିଜୟ କୁମାର ଭୀତ୍ରିଆ,ବି ପି ଏମ ସୁନିତା ସୁନା,ସି ଡି ପି ଓ ଅର୍ଚ୍ଚନା ରାଉତ,ମହିଳା ପରିଦର୍ଷିକା ଅହଲ୍ୟା ଜଗତ ଓ ଆସମତି ଧରୁଆ,ମିଶନ ଶକ୍ତିର ବିଭିନ୍ନ କ୍ୟାଡ଼ର,ବିଭିନ୍ନ ବିଭାଗର କର୍ମଚାରୀ,ପୋଲିସ କର୍ମଚାରୀ,କୋର୍ଟ ର କର୍ମଚାରୀ ମାନେ ଏହି ଶିବିରରେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like