-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଶିଶୁ ସୁରକ୍ଷା ଅଧିକାର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ "ଉପଯୁକ୍ତ ଶୈଶବ ହିଁ ଭଲ ବ୍ୟକ୍ତିତ୍ୱକୁ ଗଢିଥାଏ"

25-Jul-2025



ବଲାଙ୍ଗୀର(ଦେବାଶିଷ ବହିଦାର): ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଲା ଶିଶୁ ସହାୟତା କେନ୍ଦ୍ର ବଲାଙ୍ଗୀର ତରଫରୁ ଶିଶୁ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବାକୁ ଗୁରୁତ୍ୱ ଦେଇ ଏକ ସଚେତନତା କାର୍ଯ୍ୟକ୍ରମ ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସରଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ସମାଜସେବୀ ଅରୁଣ ଖୁ୍ଆସ ଯୋଗଦେଇ ନିଜ ବକ୍ତବ୍ୟରେ ଉପଯୁକ୍ତ ଶୈଶବ ହିଁ ଭଲ ବ୍ୟକ୍ତିତ୍ୱକୁ ଗଢିଥାଏ ବୋଲି କହିଥିଲେ। ସମ୍ମାନୀତ ଅତିଥି ଭାବେ ଶିଶୁ

ସୁରକ୍ଷା ବିଭାଗର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତି, କାର୍ଯ୍ୟକ୍ରମ ପରିଚାଳକ ଶ୍ରଦ୍ଧାଞ୍ଜଳି ସିଂ,ସାମାଜିକ କର୍ମୀ ହରିବନ୍ଧୁ ରାଉତ, କର୍ମୀ ଡଲ୍ଲୀ ବେହେରା, ସୁଜନ ଖମାରୀ ପ୍ରମୁଖ ଯୋଗଦେଇ ଜିଲ୍ଲାରେ ଥିବା ଚାଇଲ୍ଲଡ଼ ହେଲ୍ପ ଲାଇନ ନମ୍ବର-୧୦୯୮ ସମ୍ପର୍କରେ କହିବା ସହ ଶିଶୁ ମାନଙ୍କୁ କିଭଳି ସୁରକ୍ଷା ପ୍ରଦାନ କରାଯିବ, ଶିଶୁ ମାନଙ୍କ ଅଧିକାର ସମ୍ପର୍କିତ ଆଇନ ଓ ଶିଶୁମାନଙ୍କ ବଞ୍ଚିବାର ଅଧିକାର ସମ୍ପର୍କିତ ବିଭିନ୍ନ ଯୋଜନା ଉପରେ ମତବ୍ୟକ୍ତ କରିଥିଲେ। ସଭା ପରେ ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ସମସ୍ତ କର୍ମକର୍ତ୍ତା ଓ ଜିଲ୍ଲା ଶିଶୁ ସହାୟତା କେନ୍ଦ୍ରର

କର୍ମକର୍ତ୍ତା  ପ୍ଲାକାର୍ଡ ଧରି ଶିଶୁ ମାନଙ୍କର ଅଧିକାର ସମ୍ବନ୍ଧୀୟ ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ସୁଧାଂଶୁ ପ୍ରଧାନ, ରଂଜିତ ମିଶ୍ର, କାହ୍ନୁ ଚରଣ ଧରୁଆ, ପ୍ରଦୀପ ଦଣ୍ଡସେନା, ପଙ୍କଜ ମେହେର, ସଂଜୀବ ମିଶ୍ର, ସୁଜିତ ଦେହେରୀ, ମୁରାରୀ ପ୍ରସାଦ ପରଡିଆ,ଅଶ୍ୱିନୀ ମହାଳିଙ୍ଗ,ସୁବାସିନୀ ସେଠି, ସୁଷମା ମେହେର,ନିରୁ ବିଶ୍ୱାଳ,ପ୍ରତିଶା ମିଶ୍ର ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like