-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପୂରାତନ ଛାତ୍ର ସଂଘର ହସ୍ତକ୍ଷେପ ପରେ ଅନଶନ ପ୍ରତ୍ୟାହୃତ କଲେ ଏବିଭିପି ଛାତ୍ର ସଂଘ

25-Jul-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ସୋନପୁର କଲେଜର ଅନେକ ସମସ୍ଯା ସହ କଲେଜରେ କୋଟି କୋଟି ଟଙ୍କା ଦୁର୍ନୀତି ସହ କଲେଜରେ ଛାତ୍ରୀ ନିବାସ ନିର୍ମାଣ, ଛାତ୍ର ନିବାସ ର ନବୀକରଣ, ଲାଇବ୍ରେରୀକୁ ନୂତନ ବହି ଯୋଗାଣ, ଆବଶ୍ୟକ ସୁରକ୍ଷାକର୍ମୀ ନିୟୋଜନ ସହ କଲେଜ ରେ କିଛି କର୍ମଚାରୀ ବ୍ୟାପକ ଦୁର୍ନୀତିରେ ଲିପ୍ତ ବିରୁଦ୍ଧରେ ସୋନପୁର କଲେଜରେ ଏବିଭିପି ପକ୍ଷରୁ ଗୁରୁବାର ସକାଳୁ ଆମରଣ ଅନଶନ ସହ କଲେଜ ଫାଟକରେ ତାଲା ଦିଅଯାଇଥିଲା । କଲେଜ ଅଧ୍ୟକ୍ଷ ଯଦି ସମସ୍ୟାର ସମାଧାନ ନ କରିପାରିବେ ତା ହେଲେ ସେ ଅଧ୍ୟକ୍ଷ ପଦରୁ ଓହୋରି ଯାଆନ୍ତୁ ବୋଲି ଏବିଭିପି ଛାତ୍ରନେତା ଅଧ୍ୟକ୍ଷଙ୍କୁ ଖୋଲା ଚେତାବନୀ ଦେଇଥିଲେ। ସେପଟେ  ଅତିରିକ୍ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀଙ୍କ ସହ ଅଧ୍ୟକ୍ଷ ଘଟଣାସ୍ଥଳକୁ ଆସି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲେ କିନ୍ତୁ ଅଧ୍ୟକ୍ଷ ସନ୍ତୋଷ ଜନକ ଉତ୍ତର ଦେଇ ନ ପାରିବାରୁ ଏବିଭିପି କର୍ମକର୍ତ୍ତା ଜିଦ୍‌ରେ ଅଟଳ ରହି ଆନ୍ଦୋଳନ ଜାରି ରଖିଥିଲେ । କିନ୍ତୁ ଆଜି ସୋନପୁର କଲେଜ ର ପୂର୍ବତନ ଛାତ୍ର ସଂଘର ହସ୍ତକ୍ଷେପ ପରେ ଅନଶନ ପ୍ରତ୍ୟାହୃତ କରିଛନ୍ତି ଏବିଭିପି ଛାତ୍ର ସଂଘ। ସଂଘର ଉପ ସଭାପତି ଗତିକୃଷ୍ଣ ମିଶ୍ର ଏବଂ ସଂପାଦକ ଭାରତ ଭୁଷଣ ଦାଶ ଙ୍କ ପ୍ରଚେଷ୍ଟାରେ ସୋନପୁର କଲେଜର ଛାତ୍ର ତଥା ଏବିଭିପି ଓଡିଶା ପଶ୍ଚିମ ର ରାଜ୍ୟ ସହ ସଂପାଦକ ଶୁଭମ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁମନ୍ତ ଜଗଦଲା, ଜିଲ୍ଲା ସଂଯୋଜକ ମିଲନ ସେଠୀ ଙ୍କ ସହ ଛାତ୍ର ସଂଘ ଓ କଲେଜ ଅଧ୍ୟକ୍ଷଙ୍କ ସହ କଲେଜ ଅଧିକାରୀ ଙ୍କ ଦୀର୍ଘ ସମୟ ଧରି ଆଲୋଚନା ପର୍ଯ୍ୟଲୋଚନା ପରେ ଏବିଭିପି ଛାତ୍ର ସଂଘ ର ଉପଯୁକ୍ତ ଦାବୀ ଗୁଡିକ ନିର୍ଦ୍ଦିଷ୍ଟ ସମୟ ସୀମା ଭିତରେ ସାରିବା ପାଇଁ ଅଧ୍ୟକ୍ଷ ଲିଖିତ ପ୍ରତଶ୍ରୁତି ଦେଇଥିଲେ । ସେପଟେ ପୂରାତନ ଛାତ୍ର ସଂଘକୁ ସମ୍ମାନ ଜଣାଇ ଆଲୋଚନା ପରେ ଆନ୍ଦୋଳନ ରୁ ଓହରିବା ସହ ନିର୍ଦ୍ଦିଷ୍ଟ ସମୟ ସୀମାରେ ଦାବୀ ଯଦି ପୂରଣ ନ ହୁଏ ପୁଣି ଆନ୍ଦୋଳନ ଚେତାବନୀ ଦେଇଛନ୍ତି ଏବିଭିପି ଛାତ୍ର ସଂଘ। ସେପଟେ ଅଧ୍ୟକ୍ଷ ତଥା କଲେଜ ପରିଚାଳନା କମିଟି ପୂର୍ବତନ ଛାତ୍ର ସଂଘ କୁ ସାଧୁବାଦ ଜଣାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like