-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ ର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||     

HOME   ଜିଲ୍ଲା

ଶିକ୍ଷକ ମଣିଷ ତିଆରି କାରଖାନା ର କର୍ଣ୍ଣଧାର, ବହୁମୁଖି ବିକାଶ ର ନୁହେଁ ..ସମନ୍ୱିତ ଶିକ୍ଷକ ସଂଘର ର ବିଶାଳ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ

25-Jul-2025



 ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ରେ ଆଜି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ରଶ୍ମି ରଞ୍ଜନ ସାହୁଙ୍କ ନେତୃତ୍ୱରେ ଅତାବିରା ସମନ୍ୱିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା ହୋଇଥିଲା ବିଭିନ୍ନ ସମସ୍ୟାକୁ ନେଇ । ଦିନ ଥିଲା ଶିକ୍ଷକ ଶିଶୁକୁ ଏକ ଉତ୍ତମ ନାଗରିକ ଭାବେ ଗଠନ କରି ରାଷ୍ଟ୍ର ଗଠନ ରେ ପରୋକ୍ଷ ଭୂମିକା ନେଉଥିଲା । ଶିକ୍ଷାୟତନ ଓ ଶିକ୍ଷକ ମଧ୍ୟରେ ଏକ ସମନ୍ୱୟ ତଥା ସୁନ୍ଦର୍ ବାତାବରଣ ରହୁଥିଲା ।କିନ୍ତୁ ସମ୍ପ୍ରତି ଶିକ୍ଷକକୁ ବାଧ୍ୟ କରାଯାଉଛି ଅଣଶୈକ୍ଷିକ କାର୍ଯ୍ୟ କରିବାକୁ, ପ୍ରତ୍ୟକ୍ଷ

ଭାବେ ଜଡ଼ିତ ରହି ବହୁବିଧ ରାଷ୍ଟ୍ର ନିର୍ମାଣ ଭିତ୍ତିକ କାର୍ଯ୍ୟରେ ସାମିଲ ହେବାକୁ।ଯାହା ଫଳରେ ଶିକ୍ଷକ ମାନସିକ ସ୍ତରରେ ଚାପ ଗ୍ରସ୍ତ ହେବା ସହ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି ।ଏହାର ପ୍ରଭାବରେ ଶିଶୁ ମାନଙ୍କର ମଧ୍ୟ ଭବିଷ୍ୟତ ଗଠନରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ପ୍ରଭାବ ପକାଉଛି । ଶିକ୍ଷକ ମାନଙ୍କର ଏମିତି ବିଭିନ୍ନ ସମସ୍ୟା କୁ ନେଇ ଆଜି ଅତାବିରା ସମନ୍ୱିତ ଶିକ୍ଷକ ସଂଘ୍ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା କରାଯାଇ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଶିକ୍ଷା ମନ୍ତ୍ରୀ, ଶିକ୍ଷା କମିଶନର ତଥା ସଚିବ,ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି । ଏହି ଶୋଭାଯାତ୍ରା ବ୍ଲକ ଶିକ୍ଷକ ଭବନରୁ ବାହାରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଦେଇ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚିଥିଲା । ଶିକ୍ଷାନୁଷ୍ଠାନ ଗୁଡିକ ମଣିଷ ତିଆରି କାରଖାନା ଆଉ ସେହି କାରଖାନାରେ କାରିଗର ହେଉଛନ୍ତି ଶିକ୍ଷକ। ଜଣେ ଛାତ୍ରର ଭବିଷ୍ୟତ ଗଢ଼ିବା ରେ ଶିକ୍ଷକମାନେ ବିଶ୍ୱକର୍ମାର ଭୂମିକା ଗ୍ରହଣ କରିଥାନ୍ତି। ବିଶ୍ୱକର୍ମାଙ୍କ ବିନା ଯେପରି ସୁନ୍ଦର କୋଣାର୍କ ନିର୍ମାଣ ଅସମ୍ଭବ। ସେହିପରି ଜଣେ ଶିକ୍ଷକ ବିନା ଜଣେ ସଫଳ ଛାତ୍ର ସୃଷ୍ଟି ହେବା ଅସମ୍ଭବ। ପିତାମାତାଙ୍କ ପରେ ଯିଏ ଦୁନିଆ ସହ ପିଲାଟିର ପରିଚୟ କରାନ୍ତି ସେ ହେଉଛନ୍ତି ଶିକ୍ଷା ଗୁରୁ। ପିଲାର ଭବିଷ୍ୟତ ନ୍ୟସ୍ତ ଥାଏ ଶିକ୍ଷକଙ୍କ ଉପରେ। ଡ଼ଃ ଏ.ପି.ଜେ. ଅବଦୁଲ କାଲାମ କହୁଥିଲେ, ସମାଜରୁ ଦୁର୍ନୀତି ହଟେଇବା କେବଳ ତିନି ଜଣଙ୍କ ଦ୍ୱାରା ସମ୍ଭବ ହେବ। ସେମାନେ ହେଲେ ପିତା, ମାତା ଓ ଶିକ୍ଷକ। ଶିଶୁଟିକୁ ଉଚିତ ମାର୍ଗରେ ଗଢିଲେ ସେ ପରବର୍ତ୍ତୀ ସମୟରେ ଭଲ ମଣିଷଟିଏ ହବ ଓ ଭଲ ପରିବାରଟି ଗଢ଼ିପାରିବ। ଭଲ ପରିବାରଟିଏ ଗଢ଼ିପାରିଲେ ଏକ ସୁସ୍ଥ ସମାଜ ଓ ସମୃଦ୍ଧଶାଳୀ ରାଷ୍ଟ୍ର ଗଠନ ସମ୍ଭବ ହେଇପାରିବ । କିନ୍ତୁ ଆଜିର ଶିକ୍ଷା ପଦ୍ଧତି ରେ ଶିକ୍ଷକ ପରୋକ୍ଷ ଭାବରେ ନୁହେଁ ,ପ୍ରତ୍ୟକ୍ଷ ଭାବରେ ରାଷ୍ଟ୍ର ଗଠନ ରେ ଜଡ଼ିତ ରହିବାକୁ ବାଧ୍ୟ ହେଉଛି। ତେଣୁ ଶିକ୍ଷକ ମାନେ ଏହାର ପ୍ରତିବାଦ କରି ଦାବି ପତ୍ର ପ୍ରଦାନ କରିଛନ୍ତି । ବିଦ୍ୟାଳୟ ମାନଙ୍କ ରେ ଆବଶ୍ୟକ ପ୍ରତିଶତ ଶିକ୍ଷକ ପଦବୀ ପୂରଣ ନ ହେବା ଯାଏ, ପ୍ରତି ସ୍କୁଲ୍ ମାନଙ୍କରେ ପ୍ରକୃତ ପ୍ରଧାନ ଶିକ୍ଷକ ପଦବୀ ନ ଦେବା ପର୍ଯ୍ୟନ୍ତ ଓ ପ୍ରତି ବିଦ୍ୟାଳୟ ରେ ଉପଯୁକ୍ତ ଇଣ୍ଟରନେଟ ବ୍ୟବସ୍ଥା ନ ହେବା ପର୍ଯ୍ୟନ୍ତ ଇଉ ଏସ ପୋର୍ଟାଲ କୁ ସ୍ଥଗିତ ରଖିବା, ଶିକ୍ଷକ ମାନଙ୍କୁ ସର୍ଭେ, ଭୋଟ ଡ୍ୟୁଟି ଆଦି ଅଣଶୈକ୍ଷିକ କାର୍ଯ୍ୟ ରୁ ମୁକ୍ତ ରଖିବା ତଥା ଠିକା ଶିକ୍ଷକ ମାନଙ୍କୁ ନିୟମିତ କରିବା ଆଦି ୭ ଦଫା ଦାବି ନେଇ ଦାବି ପତ୍ର ପ୍ରଦାନ କରିଛନ୍ତି । ଭାରପ୍ରାପ୍ତ ବ୍ଲକ ଶିକ୍ଷା ଅଧିକାରୀ ମଛିନ୍ଦ୍ର ମଲ୍ଲିକ ଙ୍କ ମାଧ୍ୟମରେ ଏହି ଦାବି ପତ୍ର ପ୍ରଦାନ କରାଯାଇଛି । ଏକବିଂଶ ଶତାବ୍ଦୀରେ କୃତ୍ରିମ ବୁଦ୍ଧିମତ୍ତା ଶିକ୍ଷକ ଓ ଶିକ୍ଷlୟତନ ବିକାଶ ଦିଗରେ ଏକ ପ୍ରମୁଖ ସ୍ଥାନ ଗ୍ରହଣ କରି ନେଇ ଥିବା ବେଳେ ଆଜି ବି ଓଡ଼ିଶାର ସରକାରୀ ବିଦ୍ୟାଳୟ ମାନଙ୍କରେ ଯାନ୍ତ୍ରିକ /କମ୍ପ୍ୟୁଟର ବ୍ୟବସ୍ଥା ରେ ପାଠ ପଢା ପାଇଁ କୌଣସି ସାଧନ ନାହିଁ କିନ୍ତୁ ଉପସ୍ଥାନ ତଥା ବିଭିନ୍ନ କାଗଜ ପତ୍ର ଗୁଡ଼ିକର ରିପୋର୍ଟ ଅନଲାଇନ ମାଧ୍ୟମରେ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଆସୁଛି । ସେଥିରେ ଶିକ୍ଷକ ଯଦି ଫେଲ୍ ମାରିଲା , ତା ହେଲେ ତା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି ।ଏହା ଶିକ୍ଷକ ମାନଙ୍କ ପାଇଁ ଏକ ପ୍ରକାର ଦଣ୍ଡ ହୋଇଛି ।ଆଜି ମଧ୍ୟ ଓଡ଼ିଶା ଗ୍ରାମ ବହୁଳ ରାଜ୍ୟ ।ଆଜି ବି ଅନେକ ଗ୍ରାମରେ ଇଣ୍ଟରନେଟ କଥା ଛାଡ଼ନ୍ତୁ , ବିଦ୍ୟୁତ୍ ସଂଯୋଗ ମଧ୍ୟ ହୋଇପାରି ନାହିଁ ।ତେବେ ଏହି ଇଉ ଏସ ପୋର୍ଟାଲ ସେଇଠି କେମିତି କାମ ଦେବ ।ତେଣୁ ପ୍ରଥମେ ବିଦ୍ୟାଳୟ ଗୁଡ଼ିକର ସମସ୍ତ ସୁବିଧା କରିବା ପରେ ଇଉ ଏସ ପୋର୍ଟାଲ କୁ ଲାଗୁ କରାଯାଉ ବୋଲି ଶିକ୍ଷକ ମାନେ

ଗର୍ଜି ଥିଲେ । ଅତାବିରା ଅବସର ପ୍ରାଥମିକ ଶିକ୍ଷକ ସଂଘର ସଭାପତି ନିଶିକାନ୍ତ ପଣ୍ଡା, ସମନ୍ୱିତ ପ୍ରାଥମିକ ଶିକ୍ଷକ ସଂଘର ଉପଦେଷ୍ଟା ବେଣୁଧର ମିଶ୍ର, ଭୋଲାନଥ ପ୍ରଧାନ,ସନ୍ତୋଷ କର, ପୂର୍ଣ୍ଣଚନ୍ଦ୍ର ବେହେରା, ସମ୍ପାଦକ ବୀରେନ ଭୋଇ,ଉପ ସଭାପତି ସୁଜାତା ପଧାନିଙ୍କ ସମେତ ଅତାବିରା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ହଜାର ହଜାର ସଂଖ୍ୟାରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ ର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026

You Might Also Like