-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ମାଲକାନଗିରି ଗସ୍ତ 

25-Jul-2025



କେଶବ ଚନ୍ଦ୍ର ନାୟକଙ୍କ ରିପୋର୍ଟ

ଗଣଦୁଷ୍କର୍ମର ଶିକାର ହୋଇଥିବା ପୀଡ଼ିତଙ୍କୁ ସାକ୍ଷାତ

ଆଜି ମାଲକାନଗିରି ସଦରମହକୁମା ରେ ଥିବା ଗଣ ଦୁଷ୍କର୍ମର ଶିକାର ହୋଇ ଥିବା ପୀଡିତାକୁ  ବିଜୁ ଜନତା ଦଳର ରାଜ୍ୟ ସ୍ତରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ସାକ୍ଷାତ କରଛନ୍ତି । ଏହା ସହିତ ହସ୍ପିଟାଲରେ ପୀଡିତାଙ୍କୁ ଭେଟି ଆଲୋଚନା କରିଛନ୍ତି ସମସ୍ତ ଘଟଣାବଳୀକୁ ଅନୁଧ୍ୟାନ କରିଛନ୍ତି।
ମାଲକାନଗିରି ଜିଲ୍ଲାରେ ଗତ ରବିବାର ଦିନ ଜଣେ ନାବାଳିକାଙ୍କ ସହତ ୪ ଜଣ ଯୁବକ ଗଣଦୁଷ୍କର୍ମ କରିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ  ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ମାଲକାନଗିରି ଗସ୍ତ କରି ସମସ୍ତ ଘଟଣାବଳୀକୁ ଅନୁଧ୍ୟାନ ପରେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ କହିଛନ୍ତି ଯେ ମାଲକାନଗିରି ଜିଲ୍ଲାରେ ଗୋଟିଏ ନାବାଳିକାକୁ ପ୍ରଥମେ ୩ ଜଣ ଯୁବକ ଅପହରଣ କରି ଗଣ ଦୁଷ୍କର୍ମ କଲା ପରେ ପୁନଶ୍ଚ ସେଠାରୁ ଖସି ଆସିଲା ପରେ ଅନ୍ୟ ଏକ ଯୁବକ ଅପହରଣ କରି ଦୁଷ୍କର୍ମ କରିଛି, ଯାହା କି ଏହା ଭାରତ ବର୍ଷରେ ବିରଳ ଘଟଣା। ଏଣୁ ନାରୀମାନଙ୍କୁ ନ୍ୟାୟ ଦେବା ପାଇଁ ବିଜୁ ଜନତା ଦଳ ତରଫରୁ ଡ଼ିଆଇଜିଙ୍କ ଅଫିସ ଘେରାଉ କରିବା ପାଇଁ ପ୍ରଦୀପ ମାଝୀ ଗଣମାଧ୍ୟମକୁ ଜଣାଇଛନ୍ତି। ମାଲକାନଗିରି ସ୍ବାଧାର ଗୃହରେ ଜଣେ ଯୁବତୀଙ୍କୁ 
ନିର୍ଯାତନା ଦିଆ ଯିବାରୁ ସେ ଫାଶୀ ହୋଇ ମରି ଯାଇଥିଲେ ମଧ୍ୟ ଘଟଣାକୁ ଚପାଇ ଦିଆଯାଇଛି। ସେହିପରି ଏମଭି -୭୨
ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଠ ପଢୁଥିବା ୨ ଟି ସପ୍ତମ ଶ୍ରେଣୀର ଝିଅ ଜ୍ୟୋତି ହାଲଦାର ଓ ମନ୍ଦିରା ସୋଡ଼ିଙ୍କୁ 
ଗତ ୮.୨.୨୦୨୫ରେ ଅତ୍ୟାଚାର କରି ବୃକ୍ଷ ଶାଖାରେ ଝୁଲାଇ ଦିଆଯାଥିଲା ବେଳେ ସେହି ରହସ୍ୟଜନକ ହତ୍ୟାର ପରଦା ଫାଶ ହୋଇ ନଥିବା ଶ୍ରୀ ମାଝୀ ପ୍ରକାଶ କରିଥିଲେ। ତେବେ ରାଜ୍ୟ ରେ ମହିଳାମାନଙ୍କୁ ଯେଉଁ ପର୍ଯ୍ୟନ୍ତ ନ୍ଯାୟ ନ ମିଳିଛି ବିଜେଡି ତୀବ୍ର ଆନ୍ଦୋଳନ କରିବ ବୋଲି ସେ ଗଣମାଧ୍ୟମରେ
ସୂଚନା ଦେଇଛନ୍ତି। ଆଜି ପୂର୍ବତନ ସାଂସଦ ରମେଶ ଚନ୍ଦ୍ର ମାଝୀ, ପୂର୍ବତନ ସାଂସଦ ପ୍ରଦୀପ ମାଝୀ , ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରି ଟାଙ୍ଗୁଲ, ମାଲକାନଗିରି ପୌର ଅଧ୍ୟକ୍ଷ ମନୋଜ ବାରିକ, ଉପଧ୍ୟକ୍ଷା କବିତା ମହନ୍ତଙ୍କ ସହ ଦଳର ବରିଷ୍ଠ ନେତୃ ମଣ୍ଡଳୀ, ବିଜେଡି ଦଳର ନିର୍ବାଚିତ ଲୋକ ପ୍ରତିନିଧି ପ୍ରମୁଖ ପୀଡିତା ଓ ତାଙ୍କ ପରିବାରକୁ ଭେଟି ସାନ୍ତ୍ୱନା ଦେଇଥିଲେ । ଏହା ସହ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଓ ଚିକିତ୍ସା ବ୍ୟବସ୍ଥା ବିଷୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ମଧ୍ୟ ପଚାରି ବୁଝିବା ସହ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ପରାମର୍ଶ ଦେଇଥିଲେ । ପୀଡିତାଙ୍କ ଚିକିତ୍ସା ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ତତ୍ପର ଥିବା ସହ ଉତ୍ତମ ସେବା ଯୋଗାଉ ଥିବା ଜିଲ୍ଲା ମୁଖ୍ୟସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବ୍ରଜବନ୍ଧୁ ଦାଶ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like