-+91-9937148622 |

prerana_bgr@rediffmail.com |

  Tuesday 10th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||      *ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   (09-Mar-2026)       ||      ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   (09-Mar-2026)       ||      *ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   (09-Mar-2026)       ||      *ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -   (09-Mar-2026)       ||      ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିରର ଚତୁର୍ଥ ବାର୍ଷିକୋତ୍ସବ    (09-Mar-2026)       ||      ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   (09-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   (09-Mar-2026)       ||      ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   (08-Mar-2026)       ||      ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ    (08-Mar-2026)       ||      ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ    (08-Mar-2026)       ||      ଆନ୍ତର୍ଜାତିକ ମହିଳା ଦିବସ ପାଳିତ    (08-Mar-2026)       ||      ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   (08-Mar-2026)       ||     

HOME   ରାଜ୍ୟ

ଗୋରେଖନାଥଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ 

25-Jul-2025



ଭୁବନେଶ୍ୱର: ବି.ଏମ୍. ସି. ଅଧିନସ୍ଥ ମଧୁସୂଦନ ପାର୍କ ଯୋଗ ମଣ୍ଡପରେ ବର୍ଷୀୟାନ ଲେଖକ ତଥା ସ୍ତମ୍ଭକାର ଗୋରେଖ୍ ନାଥ ସାହୁଙ୍କ ଲିଖିତ "ଅର୍ଦ୍ଧ ଶତାବ୍ଦୀର ଅଭିବ୍ୟକ୍ତି - ବର୍ଣ୍ଣ।ଳୀ" ଓ "ମାଟିର ଅକୁହା କଥା-ବୈଶାଳୀ" ର ଲୋକାର୍ପିତ ଉତ୍ସବ ବିଶିଷ୍ଟ ସ୍ତମ୍ଭକାର ନିର୍ମଳ ଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧ୍ୟାପିକା ଡଃ ମୀନା ମହାରଣା ପ୍ରାରମ୍ଭିକ

ସୂଚନା ଦେବା ସଙ୍ଗେ ସଙ୍ଗେ ପୁସ୍ତକ ଦ୍ୱୟର ସମୀକ୍ଷା କରିଥିଲେ। ଅଧ୍ୟକ୍ଷ ଶ୍ରୀ ସାମଲ ସୁବର୍ଣ୍ଣ ପୁର ମାଟିର ଗର୍ବ ଓ ଗୌରବ ଗୋରେଖ ନାଥଙ୍କ ବୃତ୍ତିଗତ ଜୀବନ,ସମାଜ ସେବା ତଥା ସାହିତ୍ୟ କୃତି ସମ୍ପର୍କରେ ବିଶଦ ଭାବେ ଆଲୋଚନା କରିଥିଲେ। ମୁଖ୍ୟବକ୍ତା ବରିଷ୍ଠ ଆଇନିଜୀବୀ ଲକ୍ଷ୍ମୀ ନାରାୟଣ ପାଢ଼ୀ ପୁସ୍ତକ ଦୁଇଟି ପାଠକୀୟ ଆଦୃତି ଲାଭ କରିବ ବୋଲି ଆଶା ପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନିରଞ୍ଜନ ସେନାପତି, ପଣ୍ଡିତ ପ୍ରବୀର ମହାପାତ୍ର,ତାରିଣୀ ସେନ୍ ନାୟକ, ପଠାଣି ବେହେରା, ନାରାୟଣ କର, ଏସ୍. ପାଢ଼ୀ ପ୍ରମୂଖ ଉପସ୍ଥିତ ଥିଲେ। ପରିଶେଷରେ ଶିଶିର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

         


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   10-Mar-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   09-Mar-2026
  ଜିଲ୍ଲା  
NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ   09-Mar-2026
  ଜିଲ୍ଲା  
ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
*ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   09-Mar-2026
  ଜିଲ୍ଲା  
ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   09-Mar-2026
  ଜିଲ୍ଲା  
*ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   09-Mar-2026
  ଜିଲ୍ଲା  
*ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -   09-Mar-2026
  ଜିଲ୍ଲା  
ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିରର ଚତୁର୍ଥ ବାର୍ଷିକୋତ୍ସବ   09-Mar-2026
  ଜିଲ୍ଲା  
ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   09-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   09-Mar-2026
  ରାଜ୍ୟ  
ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   09-Mar-2026

You Might Also Like