-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବରଗଡ଼ ସରସ୍ୱତୀ ବିଦ୍ୟା ମନ୍ଦିରରେ ବିଜ୍ଞାନ ମେଳା 

26-Jul-2025



ବରଗଡ଼: ଗତକାଲି ସକାଳେ ବରଗଡ଼ ମାଧବନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର(ହିନ୍ଦୀ)ରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରଗଡ଼ ମୁନିସପାଲିଟି ପୌରାଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଟାଉନ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମନମୋହନ ତ୍ରିପାଠୀ ମୁଖ୍ୟବକ୍ତା ଭାବରେ ଯୋଗ ଦେଇ 

ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନମେଳାର ମହତ୍ୱମହତ୍ୱ ବିଷୟରେ ମାର୍ଗଦର୍ଶନ ଦେଇଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଆଚାର୍ଯ୍ୟ ଉପେନ୍ଦ୍ର ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ। ଏଥିରେ ବିଦ୍ୟାଳୟର ବିଜ୍ଞାନ ମୋଡେଲରେ ୨୧୭ଜଣ , ସେମିନାରରେ ୧୫ଜଣ, ମୋଟ ୨୩୨ଜଣ ଭାଇଭଉଣୀ ଅଂଶଗ୍ରହଣ କରିଥିଲେ। ବିଜ୍ଞାନମେଳାରେ ୧୮ଜଣ ବିଚାରକ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କ ବୈଜ୍ଞାନିକ ଉଦ୍ଭାବନ ସଂପର୍କିତ ମୋଡେଲ ସବୁକୁ ବୁଲି ଦେଖିଥିଲେ। ବିଜ୍ଞାନମେଳାର ସମାରୋପ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ବିଦ୍ୟାଳୟର ସଭାପତି ରୁକ୍ମଣ ମହାପାତ୍ର, ଉପସଭାପତି ସୌଭାଗ୍ୟରଂଜନ ପ୍ରଧାନ, ସହସଂପାଦକ ସଦାଶିବ କର, କୋଷାଧ୍ୟକ୍ଷ  କୋଦଣ୍ଡ ମେହେର ଓ ପରିଚାଳନା ସମିତିର

ସଦସ୍ୟ ମାନେ ଯୋଗଦାନ କରିଥିଲେ । ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା, ସେବକ, ସେବିକା ଓ ପରିଚାଳନା ସମିତିର ସଭ୍ୟା ମାନଙ୍କ ଦ୍ୱାରା ସୁଚାରୁ ରୂପେ ପରିଚାଳିତ ହୋଇଥିଲା । ଉଦ୍‌ଘାଟନୀ ସମୟରେ ଗୁରୁଜୀ ଗଙ୍ଗାଧର ଭୋଇ ଓ ସମାରୋପ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଉପେନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like