-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପ୍ରେସ କ୍ଳବ ପ୍ରତିଷ୍ଠା ଦିବସରେ ରକ୍ତଦାନ ଶିବିର

26-Jul-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା ପ୍ରେସ କ୍ଳବ ର ପ୍ରତିଷ୍ଠା ଦିବସ ଅବସରରେ ଆଜି ସ୍ଥାନୀୟ ରକ୍ତଭଣ୍ଡାର ଠାରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l  ସକାଳୁ ପୁରୁଣାକଟକ ସ୍ଥିତ ମା ଭୈରବୀ ପୀଠ ଠାରେ ପ୍ରେସ କ୍ଳବ ତଥା ବିଶ୍ୱର ମଙ୍ଗଳ କାମନାକରି ଅଖଣ୍ଡ ଦୀପ ପ୍ରଜ୍ବଳନ କରାଯାଇଥିଲା l  ପରେ ଡକ୍ଟର ଶାନ୍ତନୁ ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗଦେଇ ଶିବିରକୁ ଉଦଘାଟନ

କରିବା ସହ ଏହାର ଶୁଭାରମ୍ଭ କରିଥିଲେ l   ରକ୍ତ ଭଣ୍ଡାର ର ଡା.ହେମ୍ରମ ଓ ଷ୍ଟାଫ ଶିବିରରେ ଯୋଗଦେଇ ମୋଟ ୨୬ ୟୁନିଟ ରକ୍ତ ସଂଗ୍ରହ କରିଥିଲେ l ଜିଲ୍ଲା ପ୍ରେସ କ୍ଳବର ସଭାପତି ପ୍ରଦୋଷ କୁମାର ମିଶ୍ର, ସାଧାରଣ ସମ୍ପାଦକ ରଘୁନାଥ ଷଡ଼ଙ୍ଗୀ, ସହ ସମ୍ପାଦକ ଦୁର୍ଯ୍ୟଧନ ବିଶି, ସଦସ୍ୟ ଶମ୍ଭୁ ପ୍ରସାଦ

ମିଶ୍ର, ଦିବ୍ୟ ପଟ୍ଟନାୟକ, ଉପସଭାପତି ସମରେଶ ମିଶ୍ର, ସଂଜୀବ ମହାକୁଳ ସମେତ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହି ଶିବିର ପରିଚାଳନା ରେ ସହଯୋଗ କରିଥିଲେ l ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ, ସାମ୍ବାଦିକ,ବ୍ୟବସାୟୀ,ତଥା ମହିଳା ମାନେ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like