-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଏଚ୍ଆଇଭି ଏଡ଼ସ୍ କୁଇଜ୍ ପ୍ରତିଯୋଗିତା

26-Jul-2025



ବରଗଡ(ପ୍ରେରଣା ଖବର): ଓଡ଼ିଶା ରାଜ୍ୟ ଏଡ଼ସ୍ ନିୟନ୍ତ୍ରଣ ସୋସାଇଟି ଆନୁକୂଲ୍ୟରେ ବରଗଡ଼ ଜିଲ୍ଲାରେ ଜୁନିଅର୍  ରେଡ଼କ୍ରସ୍ ଶାଖା ପକ୍ଷରୁ ଏଚ୍ଆଇଭି ଏଡ଼ସ୍ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତା  ସ୍ଥାନୀୟ   ପିଏମଶ୍ରୀ  ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନlଙ୍କ ପୌରୋହିତ୍ୟରେ  ଅନୁଷ୍ଠିତ ହୋଇଛି। ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ.  କୁବେର ଚନ୍ଦ୍ର ମହନ୍ତ,ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ଟିବି) ବିନୟ ବେହେରା ଏବଂ ଜିଲ୍ଲା ଜୁନିଅର୍ ରେଡ଼କ୍ରସ୍ ଅଧିକାରୀ ହେମନ୍ତ କୁମାର ସାମଲଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କୁଇଜ୍ ପ୍ରତିଯୋଗିତାରେ ଜିଲ୍ଲାର ବାର ଗୋଟି ବ୍ଲକରୁ ମୋଟ ୨୪ ଜଣ   ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରୁ ସତୀହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ,ଭଟଲିର ଛାତ୍ରୀ ମାମାଲି ମେହେର, ତୋରା ସରକାରୀ ଉଚ୍ଚ ବିଦ୍ୟାଳୟର ଛlତ୍ର  ଅଙ୍କିତ ସାହୁ ଯଥାକ୍ରମେ ପ୍ରଥମ ଓ ଦ୍ବିତୀୟ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିଲେ। ପ୍ରତିଯୋଗିତାକୁ ସଫଳ ରୂପାୟନ ଦେଇଥିଲେ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ , ବଲାଙ୍ଗୀର ଜିତେନ୍ଦ୍ର ବିଶ୍ବାଳ। ବରଗଡ଼ ଜିଲ୍ଲା ଆଇସିଟିସି ସୁପରଭାଇଜର ପ୍ରଶାନ୍ତ ନନ୍ଦ,ଜିଲ୍ଲା ତାଲିମପ୍ରାପ୍ତ ଫାଷ୍ଟ୍ ଏଡର୍ ଶ୍ରୀମତୀ ସେବl ବିନିମୟ ଯୁକ୍ତା ବାରିକ, ଭଟଲି ବ୍ଲକ୍ କୋ ଓର୍ଡିନେଟର ସୁଶ୍ରୀ ଜ୍ୟୋତ୍ସ୍ନା ମହାନନ୍ଦ, ଗାଇସିଲେଟ ବ୍ଲକ୍ ସେକ୍ରେଟାରୀ କଂଗ୍ରେସ ପଧାନଙ୍କ ସମେତ ପ୍ରଦୀପ କୁମାର ପଧାନ,ସଞ୍ଜୟ କୁମାର ଦାସ, ସୁରେଖା ସେଠ,ଅଜିତ ଭୋଇ, ନିଲିମା ପଧାନ କାଉନସିଲର ଭାବରେ ଯୋଗଦାନ ଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026

You Might Also Like