-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ*

26-Jul-2025



ବରପାଲି (ସୁଦାମ ଦୀପ)
ବରଗଡ ଜିଲ୍ଲା ବରପାଲି ସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଅଛି।ଓଡ଼ିଆ ବିଭାଗର ମୁଖ୍ୟ ଯତୀନ୍ଦ୍ର କୁମାର ସାହୁଙ୍କ ପରିଚାଳନା ସଭାରେ
ମୁଖ୍ୟ ଅତିଥି ଭାବେ ବିଜେପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ର, ସମ୍ମାନିତ ଅତିଥି ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେଇ ଛାତ୍ରୀ ମାନଙ୍କୁ ଅନେକ କିଛି ଦିଗଦର୍ଶନ ପ୍ରଦାନ କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ଓଡ଼ିଆ ବିଭାଗର  ଅଧ୍ୟାପିକା ପିଙ୍କି ବାରିକ ଅତିଥିଙ୍କ ସ୍ବାଗତ କରିବା ସହ ଅଧ୍ୟାପକ ଶ୍ରୀଯୁକ୍ତ ଶଶାଙ୍କ ଶେଖର ପଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଘ୍ନ ବିନାଶକ ଗଣେଶଙ୍କ ଠାରେ ଦ୍ବୀପ ପ୍ରଜ୍ବଳନ ହେବା ସହ ଅଧ୍ୟାପକ ସୁଧାଂଶୁ କୁମାର ଦାଶଙ୍କ ସ୍ଵ ରଚିତ କବିତା ଓ ନିର୍ଦ୍ଦେଶନାରେ ଛାତ୍ରୀ ଗୀତା,ଦୀପ୍ତି, ମାନିନୀ, ପୁନମ, ସ୍ବାଗତ ଓ ସମାପ୍ତି ସଙ୍ଗୀତ ଗାନ କରିଥିଲେ।ଛାତ୍ରୀ ଯାଜ୍ଞସେନି,ଗୀତା,ଶ୍ରାବଣୀ,ଅଙ୍କିତା, ଖୁସ୍ବୁ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ।ନବାଗତ ଛାତ୍ରୀ ମିକି ସ୍ଵକୀୟ ଅନୁଭୁତି ପ୍ରଦାନ କରିଥିଲେ।ନବାଗତ ଛାତ୍ରୀ ମାନଙ୍କୁ ୧୨୮ ଚାରା ପ୍ରଦାନ କରାଯାଇଥିଲା। ପରିଶେଷରେ ଅଧ୍ୟାପିକା ପରିଣୀତା ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।ଏ ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ନେପାଲ ବିଶ୍ଵାଲ, ଅଧ୍ୟାପିକା,ପୁନମ ସାହୁ,ସସ୍ମିତା ମେହେର, ମନୀଷା ଭୋଇ,ଶୋଭାବତୀ ଥପା,ଯାଜ୍ଞସେନି ପଟେଲ,ସହକର୍ମୀ ସାର୍ଥକ ପାଣିଗ୍ରାହୀ,ବିରେନ୍ଦ୍ର ଖଟୁଆ, ନୃପରାଜ ବରିହା,ତ୍ରିପୁରା ବେହେରା ସାମିଲ ହୋଇଥିଲେ। ମଧ୍ୟାହ୍ନ ବିରତି ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଛାତ୍ରୀମାନଙ୍କ ଦ୍ଵାରା  ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like