-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

 ସିଭିଲ କୋର୍ଟ ପରିସର ମୁଖ୍ଯରାସ୍ତା ଜଳବନ୍ଦୀ ଦ୍ବାରା ବେହାଲ ଅବସ୍ଥା         

26-Jul-2025



ମୟୂରଭଞ୍ଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ରାଇରଙ୍ଗପୁର ମ୍ଯୁନିସିପାଲିଟି ଅଧିନସ୍ତ ମୁଖ୍ଯରାସ୍ତା ଯାହା କି କଚେରୀ ପାଖ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତୀ ଠାରୁ ବସଷ୍ଟାଣ୍ଡ କୁ ସଂଯୋଗ କରୁଅଛି l ପରିପାର୍ଶ୍ବରେ ରାଜସ୍ବ ବଙ୍ଗଳା, ଉପକାରାଗାର, ଡାକ୍ତରଖାନା, ସିଭିଲ କୋର୍ଟ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଓ ବସଷ୍ଟାଣ୍ଡ କୁ ସଂଯୋଗ କରୁଅଛି l ଏହି ରାସ୍ତାଟି ଆଜକୁ ଏକମାସ ହେବ ପାଣି, ଗୁଡି ଓ ଆଦି  ପଡି ରହୁଅଛି l ରାସ୍ତାଟିରେ  କାଦ ପଚପଚ ପାଣିରେ ଯିବାଆସିବା

କରିବାକୁ ପଡୁଛି l ଏ ବର୍ଷର ପ୍ରଚୁର ବର୍ଷା ଜନିତ ଜଳ ଆବଶ୍ଯକ ଡ୍ରେନେଜ ନ ଥିବାରୁ ରିଜର୍ଭ ହୋଇ ରାସ୍ତା ଉପରେ ପ୍ରଭାବିତ ହେଉଛି l ଫଳରେ ବିଶେଷତଃ କଚେରୀ ପାଖରୁ ୟୁନିଫମ ପିନ୍ଧି ଓକିଲବାବୁମାନେ ଜୋତା ମୌଜା ପିନ୍ଧି କୋର୍ଟ ପରିସରକୁ ଆସିପାରୁ ନାହାଁନ୍ତି l ଜନସାଧାରଣ ମଧ୍ଯ ନାହିଁ ନ ଥିବା ଅସୁବିଧା ଭୋଗ କରୁଛନ୍ତି l ରାଇରଙ୍ଗପୁର ଓକିଲସଂଘ ସଭାପତି ଅକ୍ଷୟ ମହାନ୍ତିଙ୍କୁ ଏ ସଂପର୍କରେ ମତାମତ ଲୋଡିବାରୁ ସେ ପ୍ରକାଶ କରନ୍ତି ଯେ, ବହୁବାର ମ୍ଯୁନିସିପାଲିଟି ଅଧିକାରୀ, ନଗରପାଳ ଓ ଉପଜିଲ୍ଲାପାଳଙ୍କ ଦୁଷ୍ଟି ଆକର୍ଷଣ କରିବା ପରେ ମଧ୍ଯ କାର୍ଯ୍ଯ ତ୍ବରାନିତ ହୋଇପାରିଲା ନାହିଁ l ଏଣୁ ତାଙ୍କ ପ୍ରଚେଷ୍ଠାକ୍ରମେ ଉପଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ରେ ଗତ ତା ୨୨-୦୭-୨୦୨୫  ରିଖ ଅପରାହ୍ନ ୪ ଘଟିକା ସମୟରେ ଏକ ସାଧାରଣ ସଭା ହୋଇଥିଲା ଓ ଏଥିରେ ମ୍ଯୁନିସିପାଲିଟି କାର୍ଯ୍ଯନିର୍ବାହୀ ଅଧିକାରୀ ପ୍ରତିଶୁତି ଦେଇଥିଲେ ମଧ୍ଯ ଜରୁରୀକାଳୀନ କାର୍ଯ୍ଯ ଭାବି କୌଣସି କାର୍ଯ୍ଯ ଏ ପର୍ଯ୍ଯନ୍ତ ନିଆଯାଇନାହିଁ l ନଥୁବା ଶ୍ରୀଯୁକ୍ତ ମହାନ୍ତି ଏଥିପ୍ରତି ଗଭୀର କ୍ଷୋଭ ପ୍ରକାଶ କରିଛନ୍ତି l ଉକ୍ତ ରାସ୍ତା ଟିକୁ ଯଦି ମ୍ଯୁନିସିପାଲିଟି କରିପାରୁନାହାଁନ୍ତି , ତେବେ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରାଗଲେ କାର୍ଯ୍ଯ ତୁରନ୍ତ ହୋଇପାରନ୍ତା l ସାଧାରଣ ରେ ମଧ୍ଯ ଉକ୍ତ ରାସ୍ତା କୁ ତୁରନ୍ତ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ଦୁଢଦାବୀ ହେଉଛି l

ମୟୂରଭଞ୍ଜ  ଜିଲ୍ଲା ରାଇରଙ୍ଗପୁର ରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like