-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ କାରଗିଲ ବିଜୟ ଦିବସ ପାଳିତ

26-Jul-2025



ଡୁଙ୍ଗୁରିପାଲି, ତା ୨୬/୭(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ୨୬ ବର୍ଷ ପୂର୍ବେ ଭାରତର ପାକିସ୍ତାନ ଉପରେ ବିଜୟର ସ୍ମୃତିଚାରଣ ପୂର୍ବକ   "କାର୍ଗିଲ ବିଜୟ ଦିବସ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଆଜି ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ର ଛାତ୍ରୀ , ଶିକ୍ଷକ ତଥା ସମସ୍ତ କର୍ମଚାରୀ ଏକତ୍ରିତ ହୋଇ ସହିଦ ମାନଙ୍କ ସ୍ମୃତିରେ ଏକ ମିନିଟ ନୀରବ ପ୍ରାର୍ଥନା  କରିଥିଲେ । ଶେଷରେ ବିଦ୍ୟାଳୟ ପରିସରରେ  ସହିଦ ମାନଙ୍କ ସ୍ମୃତିରେ ଛାତ୍ର ଛାତ୍ରୀମାନେ ବିଭିନ୍ନ ଗଛ ଲଗାଇଥିଲେ ଓ ତାହାର ଯତ୍ନ ନେବା ପାଇଁ ପ୍ରତିଜ୍ଞା କରିଥିଲେ।  ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ସହିଦ ସୈନିକ ମାନଙ୍କ ବଳିଦାନ ଯୋଗୁ ଆଜି ଅଖଣ୍ଡ ଭାରତରେ ଶାନ୍ତିରେ ବାସ କରିପାରୁଛୁ ବୋଲି ମତବ୍ୟକ୍ତ କରିଥିଲେ।  । ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଛାତ୍ର ଛାତ୍ରୀ ମାନଙ୍କୁ ଗୀତ ମାଧ୍ୟମରେ ସହିଦ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ପ୍ରଦାନ  କରିଥିଲେ। ଏହି ଅବସରରେ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ସିଂହିଯୁବାର ଗଣିତ ଶିକ୍ଷକ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସୈନିକ ମାନଙ୍କ ଅବଦାନ କୁ ଭୂୟସୀ ପ୍ରଶଂସା କରିଥିଲେ।ଅନ୍ୟତମ ଅତିଥି ଭାବରେ ସିଂହିଯୁବା ବିଦ୍ୟାଳୟ ର ଖେଳ ଶିକ୍ଷକ ମଲୟ ସାହୁ ଯୋଗଦାନ କରି ସହୀଦ ବିକ୍ରମ ବାତ୍ରାଙ୍କ ଲୋମହର୍ଷଣକାରୀ ତଥ୍ୟ ପ୍ରଦାନ କରିଥିଲେ। ଛାତ୍ର ଛାତ୍ରୀଙ୍କ ମଧ୍ୟରୁ ପୂଜାରଣି ଦୀପ, ଝରଣା ସାହୁ, ଶ୍ରୀମୟୀ, ଦିପ୍ତିଶିଖା, ଆୟୁଶୀ, ଆଭା, ବିକାଶ ପ୍ରଭୁତି ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଶେଷରେ ସଂସ୍କୃତ ଶିକ୍ଷକ ରାଜୁ ମେହେର  ସମସ୍ତଙ୍କୁ ଧନ୍ୟବାଦ୍ ପ୍ରଦାନ କରିଥିଲେ ।

କାର୍ଯକ୍ରମକୁ   କିରଣ କୁମାର ପଟେଲ, ସଞ୍ଜୀବ ପୂଜାରୀ,  ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like