-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଗୋଲାପି ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ ଡେଙ୍ଗ ବିଦ୍ୟାଳୟରେ କଲେ ବୃକ୍ଷ ରୋପଣ

26-Jul-2025



ବଲାଙ୍ଗିର,ତା. ୨୬/୦୭ (ପ୍ରେରଣା ଖବର) :   ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ସଇଁତଳାର ଗୋଲାପି ଫାଉଣ୍ଡେସନ ଓ ବିଦ୍ୟାଳୟର ମିଳିତ ଉଦ୍ୟମରେ ବିଦ୍ୟାଳୟର ନୂତନ ପରିସରରେ ଶତାଧିକ ବୃକ୍ଷ ରୋପଣ କରାଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ରେଣୁକା ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ  କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ର ଯୋଗ ଦେଇଥିଲେ । ଫାଉଣ୍ଡେସନର ସଂସ୍ଥାପକ ତଥା ସଇଁତଳା ପଞ୍ଚାୟତର ସରପଞ୍ଚ ସୁବ୍ରତ ନାଗ ନିଜେ ମାଟି ଖନନ ସହ ବୃକ୍ଷରୋପଣ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପରେ ସମ୍ମାନିତ ଅତିଥି, ଫାଉଣ୍ଡେସନର ସଦସ୍ୟ, ଶିକ୍ଷକ ଶିକ୍ଷୟିତ୍ରୀ, ଗ୍ରାମବାସୀ ତଥା ଛାତ୍ରଛାତ୍ରୀମାନେ ବୃକ୍ଷରୋପଣ କରିଥିଲେ। ଇତ୍ୟବସରରେ ବଟଲ ପାମ, ଜକରନ୍ଦା, ନିମ୍ବ, ପାଟୁଲି, ଜମ୍ବୁ, କାଜୁ, ପଣସ, ମେହେଗାନି, କରଞ୍ଜ, ଧରମ, ଶିରିଷ, କଦମ୍ବ, ବଉଳ ପ୍ରଭୁତି ତିନିଦିନ ଧରି ପ୍ରାୟ ତିନି ଶହରୁ ଅଧିକ ଗଛ ଲଗା ଯାଇଥିଲା। ଫାଉଣ୍ଡେସନର ସଦସ୍ୟ ଲୋଚନ ସାହୁ, କମଳ ସାହୁ,ନୀତେଶ ସାହୁ, ବୈଭବ ସାହୁ, ହିମାଂଶୁ ରଣା, ଶିକ୍ଷକ  କୃପାସିନ୍ଧୁ ମିଶ୍ର,  ଦେବେଶ ହୋତା,ସୁଦର୍ଶନ ଦାଶ, ଲିଙ୍ଗରାଜ ନନ୍ଦ, ସମୀର ସେଠି, ଦୀପକ ସେନ ଧରୁଆ, ଅବିନାଶ ଭୋଇ, ହିମାଂଶୁ ଶେଖର ବିଶ୍ଵାଳ, ଶିକ୍ଷୟିତ୍ରୀ ତପସ୍ଵିନୀ ପଟେଲ, ଗାୟତ୍ରୀ ବାରିକ, କାନ୍ତି ଭୋଇ, ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକ ପ୍ରମୁଖ କାର୍ଯକ୍ରମରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ରାମ ନାରାୟଣ ଦାଶ ସଂଯୋଜନା କରିଥିବା ବେଳେ ଶିକ୍ଷକ ମନରଞ୍ଜନ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like