-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

*ଯୋଗ, ଯଜ୍ଞ ଓ ଗୋ ସେବା ର ପ୍ରଚାର ପ୍ରସାର ଲାଗି ଆହ୍ୱାନ ଦେଲେ ପତଞ୍ଜଳି ଓଡିଶା ମୁଖ୍ୟ ସୁଧାଂଶୁ ଅଧିକାରୀ* -

26-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ଦୀର୍ଘ ଦୁଇ ଦିନ ଧରି ସୁବର୍ଣପୁର ଜିଲ୍ଲା  ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ସଭା ଗୃହ ଓ ଫରେଷ୍ଟ ସ୍ମାର୍ଟ୍ ପାର୍କ ଠାରେ ରେ ଜିଲ୍ଲା ସ୍ତରୀୟ ବୈଠକ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା l ଏହି ମାଧ୍ୟ୍ୟମ ରେ ଜିଲ୍ଲା ରେ ଥିବା ଯୋଗ ସଂଗଠନ କୁ ମଜବୁଦ ତଥା ଲୋକାଭିମୁଖୀ କରିବା ସକାଶେ ପତଞ୍ଜଳି ଭାରତ ସ୍ୱାଭିମାନ ଓଡ଼ିଶା ପ୍ରଭାରୀ ସୁଧାଂଶୁ ଅଧିକାରୀ ସୁବର୍ଣ୍ଣପୁର  ଜିଲ୍ଲା ଗସ୍ତ କରି ଥିଲେ l ଐତିହାସିକ ଓ ସଂସ୍କୃତି ସମ୍ପନ ଜିଲ୍ଲା ରେ  ଯୋଗ ,ଯଜ୍ଞ , ବୈଦିକ ଶିକ୍ଷା ର ବିକାଶ ଓ ଗୋ ସେବା ଉପରେ ଗୁରୁତ୍ଵ ଦେଲେ ଭାରତ ବିଶ୍ୱ ଗୁରୁ ହୋଇ ପାରିବ ବୋଲି କହି ଶ୍ୱାସ କୁ ଅନୁଶାସନ ସହ ଗ୍ରଗଣ କଲେ ଜୀବନ ପରିବର୍ତ୍ତନ ହୁଏ ବୋଲି କହିଥିଲେ l. ସେ ଅହୁରି କହିଥିଲେ ଯେ ଯୋଗ ହେଉଛି କର୍ମ ର କୁଶଳତା , ଯୋଗ ପ୍ରାଣାୟମ ଦ୍ବାରା ଦେହ ଓ ମନ ସୁସ୍ଥ ରହେ ଓ ସବୁ କାର୍ଯ୍ଯ କରିବା ର ସ୍ପୁହା ମିଳିଥାଏ l ଆମ ଜିଭ ମାତ୍ର ଅଢେଇ ଇଞ୍ଚ କିନ୍ତୁ ତାରି ସ୍ଵାଦ ଓ ମଜା ପାଈଁ ସାରା ଶରୀର ସଜା ପାଏ ବୋଲି ଶ୍ରୀ ଅଧିକାରୀ କହିଥିଲେ l ଏହି କାର୍ଯ୍ୟକ୍ରମ ରେ ମହିଳା ରାଜ୍ୟ ପ୍ରଭାରୀ ଜେ . ଗିରିଜା ଦେବୀ  କାର୍ଯ୍ୟକାରିଣୀ ସଦସ୍ୟ ଦେବାଶିଷ ପୁରୋହିତ, ପତଞ୍ଜଳି ଭାରତ ସ୍ୱାଭିମାନ ପ୍ରଭାରୀ ମନୋଜ ପଣ୍ଡା, ପତଞ୍ଜଳି ଯୋଗ ସମିତି ମୁଖ୍ୟ  ସତ୍ୟବାନ ମିଶ୍ର,ମହିଳା ସମିତି ପ୍ରଭାରୀ ସେବତୀ ପୁଟେଲ ଯୋଗ ଦେଇଥିଲେ l ଯୋଗ ଗୁରୁ ମନୋଜ୍ ପଣ୍ଡା ସଭା ସଂଯୋଜନା କରିଥିବା ବେଳେ ସଂଯୋଜକ ରବୀନ୍ଦ୍ର ଜେନା ଧନ୍ୟବାଦ୍ ଅର୍ପଣ କରିଥିଲେ l ଗୀତିକାର ପୁରନ୍ଦର ଠେଲା ଙ୍କ ଦ୍ଵାରା ଅତିଥି ସ୍ୱାଗତ ସଙ୍ଗୀତ ପରିବେଷଣ କରା ଯାଇଥିଲା l କାର୍ଯ୍ଯ କ୍ରମ ରେ ଦିବ୍ୟ ଊର୍ଯ୍ୟା ଯୋଗ ସେବା ସମିତି ଓ ମହିଳା ଯୋଗ ସମିତି ର ସମସ୍ତ ସଦସ୍ୟ ଯୋଗ ଦେଇ ଥିବା ବେଳେ ବରିଷ୍ଠ ସଦସ୍ୟ ପ୍ରସନ୍ନ କର୍ଣ୍ଣ, ସମ୍ପାଦକ ଶ୍ରିବନ୍ତ ମିଶ୍ର, ମନୋରଞ୍ଜନ ତ୍ରୀପାଠୀ, ରୁକୁଣି ମେହେର, ଦେବ ରଞ୍ଜନ ତ୍ରୀପାଠୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like