-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବୀର ଯବାନ ପରିବାରଙ୍କ ନିମନ୍ତେ ଆଇନ ସେବା କ୍ଲିନିକର ଉଦଘାଟନ

26-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ଆମ ଦେଶର ଗର୍ବ ବୀର ଯବାନ ଏବଂ ସେମାନଙ୍କ ପରିବାର ବର୍ଗକୁ ଆବଶ୍ୟକସ୍ଥଳେ ଆଇନଗତ ଓ ସାମାଜିକ ସହଯୋଗ ପ୍ରଦାନ କ୍ଷେତ୍ରରେ ସ୍ଥାନୀୟ ରାଜ୍ୟ ସୈନିକ ବୋର୍ଡ ପରିସରରେ ଏକ ଆଇନ ସେବା କ୍ଲିନିକ ଉଦଘାଟିତ ହୋଇଛି । ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଏହାକୁ ଲୋକାର୍ପିତ କରାଯାଇଛି । ସୁପ୍ରିମକୋର୍ଟର ମାନ୍ୟବର ବିଚାରପତି  ତଥା ଜାତୀୟ ଆଇନ ସେବା ପ୍ରାଧିକାରଣ କାର୍ଯ୍ୟକାରୀ ଅଧ୍ୟକ୍ଷ ନ୍ୟାୟମୂର୍ତ୍ତି ସୂର୍ଯ୍ୟ କାନ୍ତ ଭଚ୍ୟୁଆଲ ମାଧ୍ୟମରେ ଏହାକୁ ଉଦଘାଟନ କରିଛନ୍ତି । ବୀର ଯବାନ ମାନଙ୍କ ପ୍ରତି ସମ୍ମାନର ସହ ଆବଶ୍ୟକୀୟ ତ୍ୱରିତ

ଆଇନ ସେବା ପ୍ରଦାନ ସୁବିଧା ନିମନ୍ତେ ଏହି ଆଇନ ସେବା କ୍ଲିନିକ କାର୍ଯ୍ୟ କରିବ । 

ରାଜ୍ୟ ସୈନିକ ବୋର୍ଡ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍ ଓ  ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ  ବିରଞ୍ଚି ନାରାୟଣ ମହାନ୍ତି, ଓଡ଼ିଶା ଆଇନ ସେବା ପ୍ରାଧିକରଣ ସଦସ୍ୟ ସଚିବ ଅରବିନ୍ଦ ପଟ୍ଟନାୟକ, ଅବସରପ୍ରାପ୍ତ ଜେନେରାଲ ଜେ. କେ. ମହାନ୍ତି,

ଏୟାର ମାର୍ଶାଲ ଜେ. ଏନ୍. ବର୍ମା, ରାଜ୍ୟ ସୈନିକ ବୋର୍ଡ ସମ୍ପାଦକ ଶ୍ରୀ ଘନଶ୍ୟାମ ଓଝା,  ଓଡ଼ିଶା ଆଇନ ସେବା ପ୍ରାଧିକରଣ ଉପସଚିବ ଶ୍ରୀ ଚିତ୍ତରଞ୍ଜନ ମିଶ୍ର, ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀମତୀ ସଲୋମୀ ସାହୁ, ଓଡିଶା ଆଇନ ସେବା ପ୍ରାଧିକରଣ ଆସିଷ୍ଟାଣ୍ଟ ସେକ୍ରେଟାରୀ  ବିବେକ ସାସମଲ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like