-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||     

HOME   ଜିଲ୍ଲା

ଦକ୍ଷିଣ ଆଫ୍ରିକାର କିଲିମାଞ୍ଜାରୋ ପର୍ବତାରୋହଣ ପାଇଁ ଭାରତୀୟ ଯୁବ ପର୍ବତାରୋହୀ ଆଶୀର୍ବାଦ ମନୋନୀତ

26-Jul-2025



ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ  କୁଲିତା ଟୁକୁରା ଗ୍ରାମର ଯୁବ ପର୍ବତାରୋହୀ ଆଶୀର୍ବାଦ (ଅନୁପ) ମହାପାତ୍ର ଆଗାମୀ ଅଗଷ୍ଟ ୨, ୨୦୨୫ ତାରିଖ ଦିନ ଦକ୍ଷିଣ ଆଫ୍ରିକା ର କିଲିମାଞ୍ଜାରୋ ଅଭିମୁଖେ ପର୍ବତାରୋହଣ ପାଇଁ ଯାତ୍ରା କରିବେ । ପ୍ରଥମେ ସେ ଭୁବନେଶ୍ୱର ରୁ ଫ୍ଲାଇଟ ରେ ମୁମ୍ବାଇ ଯିବେ ଓ ତା ପରେ  ଇଥିଓପିଆ, ଆଦିସବାବା ରୁ  କିଲମାଞ୍ଜାରୋ  ଅଭିମୁଖେ ଯିବେ ବୋଲି ଜଣା ପଡିଛି । ତାଙ୍କ ଦଳରେ ଅଛନ୍ତି  ଲଣ୍ଡନ, ଆମେରିକା, ଇରାନ, ବ୍ରାଜିଲ,ଜର୍ମାନ, ଋଷିଆ ଓ ସାଉଦି ଆରବ ,ଦୁବାଇ ର ପର୍ବତାରୋହୀ ମାନେ। ଭାରତୀୟ ଭାବେ କେବଳ  ଆଦର୍ଶ ଏହି ପର୍ବତ ଆରୋହଣ ପାଇଁ ମନୋନୀତ ହୋଇଛନ୍ତି  ଜବାହର ଇନଷ୍ଟିଚ୍ୟୁଟ ଅଫ ମାଉଣ୍ଟରିଂ ,ପେହେଲଗାଁ ,କାଶ୍ମୀର ପକ୍ଷରୁ । ପିଲାଟି ଦିନରୁ ଏନ୍ ସି ସି ରେ ଯୋଗ ଦେଇ ମଉଣ୍ଟରିଂ ପ୍ରତି ତାଙ୍କର ଆଗ୍ରହ ରହିଥିଲା  ଏହା ପୂର୍ବରୁ  ସେ ଟାଟାକୋଠୀ,ହରମୁଖ,ତ୍ରିଶୂଲ,ନୀଳକଣ୍ଠ,ସନ୍ ସେଟ୍,ଗୋଲ୍ଡ ଟପ୍, ଟେବୁଲ୍ ଟପ୍, ସ୍ଲିପିଂଲେଡି ମାଉନଟେନ୍ ଆଦି ଆରୋହଣ କରି ଦେଶ ପାଇଁ ଗୌରବ ଅର୍ଜନ କରିଛନ୍ତି ।  ବର୍ତ୍ତମାନ୍ ସେ ଦକ୍ଷିଣ ଆଫ୍ରିକା ରେ କିଲିମାଞ୍ଜାରୋ ପର୍ବତ ଯାହାର ଉଚ୍ଚତା ୫୮୮୫ ମିଟର ,ତାହା
 ଆରୋହଣ କରିବା ପାଇଁ ଶାରୀରିକ ଓ ମାନସିକ ସ୍ତରରେ ପ୍ରସ୍ତୁତି  ହେଉଛନ୍ତି ଖୁବ୍ ଉତ୍ସାହର ସହ ।  ମାଉଣ୍ଟରୀଙ୍ଗ ଇନଷ୍ଟିଚ୍ୟୁଟ୍ ର   କ୍ୟାପଟେନ ସୌକତ ଅଲି ଙ୍କ  ତତ୍ତ୍ଵାବଧାନରେ ଏହି ଦୁଃସାହସିକ ପର୍ବତାରୋହଣ କରିବେ।
ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି କି ପର୍ବତାରୋହଣ ତାଙ୍କ ବାଲ୍ୟକାଳ ସ୍ବପ୍ନ ଥିଲା ଓ ଏବେ ସେ ନିଜ ସ୍ବପ୍ନ କୁ ଜିଉଁଛନ୍ତି । ଆଉ ମଧ୍ୟ ସେ ପ୍ରତ୍ୟାବର୍ତ୍ତନ ପରେ ଭାରତରେ ଆଗାମୀ ଭବିଷ୍ୟତ ପୀଢ଼ିଙ୍କୁ ପର୍ବତାରୋହଣ ବିଷୟରେ ଅବଗତ କରେଇବା ତଥା ଆବଶ୍ୟକସ୍ଥଳେ ଉଚିତ ତାଲିମ ପ୍ରଦାନ କରି ଭାରତର ନାମ ବିଶ୍ୱ ଦରବାରରେ ଚମକେଇବେ ବୋଲି ପ୍ରକାଶ କରିଛନ୍ତି । ତେବେ ତାଙ୍କର ଏହି ପର୍ବତାରୋହଣ  ଦେଶ ତଥା ଅଞ୍ଚଳ ପାଇଁ ଏକ ଗର୍ବ ଓ ଗୌରବ ଆଣିଛି ।କିଲୀମାଞ୍ଜାରୋ  ର ଶିଖର ରେ ଉଡ଼ାଇବେ ଭାରତୀୟ ତ୍ରିରଙ୍ଗା । ଏ ନେଇ ତାଙ୍କୁ ବିଭିନ୍ନ ମହଲ ରୁ ଅଭିନନ୍ଦନ ଓ ଶୁଭେଚ୍ଛା ର ସୁଅ ଛୁଟୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026

You Might Also Like