-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||     

HOME   ରାଜ୍ୟ

ଲଗାଣ ବର୍ଷା ଯୋଗୁଁ ଯୋଗାଯୋଗ ବିଚ୍ଛିନ୍ନ

26-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଆଜକୁ ପାଞ୍ଚ ଦିନ ହେଲା ଲାଗି ରହିଛି। ଦିନ ରାତି ବର୍ଷା ହିଁ ବର୍ଷା। ବାହାରକୁ ଗଲେ ଓଦା ସରସର ଦେହ। ଏଣୁ ମାଲକାନଗିରି ଜିଲ୍ଲାରେ ଥିବା ବିଭିନ୍ନ ନଈ ନାଳରେ ଜଳ ପତ୍ତନ ବୃଦ୍ଧି ପାଇବା ଯୋଗୁଁ ବିଭିନ୍ନ ଜାଗାରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି।
ଫଳରେ କାଲିମେଳା କନ୍ୟାଶ୍ରମ ପୋଲଟି ବୁଡ଼ି ଯାଇଛି। ପୋଲ ଉପରେ ୨ଫୁଟ ବନ୍ୟାଜଳ ପ୍ରବାହିତ ହେବା ଫଳରେ ଯାନବାହାନ ଚଳାଚଳ ବ୍ୟାହତ ଘଟିଛି । କାଲିମେଳା ବ୍ଲକ ସହିତ ପଡିଆ ବ୍ଲକକୁ ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି । ପୋଲ ବୁଡ଼ି ଯିବା ଯୋଗୁଁ ଯାତ୍ରୀବାହୀ ବସ୍ ସହ ଅନେକ ଯାନବାହାନ ଉଭୟ ପଟେ ଅଟକି ରହିଥିବା ଦେଖିବାକୁ ମିଳିଛି । ଲଗାଣ ବର୍ଷା ଲାଗି ରହିଥିବା ବେଳେ ଆଜି ସକାଳ ୯ଟାରେ ଏହି ପୋଲଟି ବୁଡ଼ି ଯାଇଥିଲା । ସେହିପରି ମାଲକାନଗିରି କାଲିମେଳା ୩୨୬ନମ୍ବର ଜାତୀୟ ରାଜପଥ ପୋଟେରୁ ବ୍ରିଜ, ଏମଭି- ୯୬ ବ୍ରିଜ ଉପରକୁ ପାଣି ଲାଗି ଯାଇଛି। ବର୍ଷା ଅଧିକ ହେଲେ ଏହି ଦୁଇଟି ପୋଲ ବୁଡ଼ିଯିବାର  ସମ୍ଭବନା ରହିଛି ।            
ଠିକ ସେହିପରି ମାଲକାନଗିରି- ମୋଟୁ ୩୨୬ ଜାତୀୟ ରାଜପଥର କାଙ୍ଗୁରୁକୋଣ୍ଡା ନାଳ ଉପରକୁ ମଧ୍ୟ ପାଣି ଲାଗି ଯାଇଛି । ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ସାବେରୀ, ସିଲେରୁ, ତମସା, ପାଙ୍ଗମ ବିଭିନ୍ନ ନଦୀ ନାଳର ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଯେପରି କୌଣସି ଧନ ଜୀବନ ହାନି ନ ହେବ ସେଥିପ୍ରତି ସତର୍କ ଦୃଷ୍ଟି ରଖା ଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ଚିତ୍ରକୋଣ୍ଡା ବ୍ଲକରେ ସର୍ବାଧିକ ୧୧୯ ମି.ମି, ମାଲକାନଗିରି ବ୍ଲକରେ ୯୫ ମି.ମି, ମାଥିଲି ବ୍ଲକରେ ୬୫ମି.ମି, କାଲିମେଳା ବ୍ଲକରେ ୩୩ ମି.ମି ଖଇରପୁଟ ବ୍ଲକରେ ୯୫ ମି.ମି କୋରୁକୋଣ୍ଡା ବ୍ଲକରେ ୭୨ ମି.ମି ଓ ପଡିଆ ବ୍ଲକରେ ୪୫. ୩ ମି.ମିବର୍ଷା ହୋଇଥିବା ଜଣାପଡିଛି । ସେହିପରି ମାଲକାନଗିରି ଜିଲ୍ଲାରେ ସର୍ବ ମୋଟ  ହାରାହାରି ୭୪.୯୬ ପ୍ରତିଶତ ମି.ମି ବର୍ଷା ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026

You Might Also Like