-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ଭୁକ୍ତା ବାଳିକା ଉଚ୍ଚ ବିଦ୍ୟାଳୟରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ

26-Jul-2025



ଅମ୍ବାଭୋନା(ପ୍ରେରଣା ଖବର): ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ଅଟଳ ଚାରିଟେବୁଲ୍ ଟ୍ରଷ୍ଟ ର ସଭାପତି ଶିବାଜୀ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଅଟଳ ଚାରିଟେବୁଲ୍ ଟ୍ରଷ୍ଟ ର ସମସ୍ତ ସଭ୍ୟଙ୍କ ସହଯୋଗ ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ସାହୁ, ଶିକ୍ଷକ ଶିକ୍ଷୟିତ୍ରୀ, ସମସ୍ତ ଛାତ୍ରୀ ଓ ଅଟଳ ଚାରିଟେବୁଲ୍ ଟ୍ରଷ୍ଟ ଭୁକ୍ତା ର ସମସ୍ତ ସକ୍ରୀୟ ସଭ୍ୟଙ୍କ ସହଯୋଗରେ ବୃକ୍ଷ ରୋପଣ କରାଯାଇଥିଲା। ଜନସାଧାରଣଙ୍କ ଅଭାବ ଅସୁବିଧା ସମୟରେ ସହଯୋଗ କରିବା, ଛାତ୍ରଛାତ୍ରୀଙ୍କ ଉଚ୍ଚ ଶିକ୍ଷା ପାଇଁ ଶିକ୍ଷା ସହାୟତା ତଥା ସମସ୍ତଙ୍କୁ ସହଯୋଗର ହାତ ବଢ଼ାଇ ଆସୁଥିବା ରୁ ଅଟଳ ଚାରିଟେବୁଲ୍ ଟ୍ରଷ୍ଟ ଏକ ଅଗ୍ରଣୀ ଭୂମିକା ନିଭାଉଛି। ନିକଟରେ ରାଜ୍ୟ ସ୍ତରରେ ଅଟଳ ପରିବାର ଭୁବନେଶ୍ୱର ଠାରେ ସେବା ରତ୍ନ ସମ୍ମାନ ପାଇଥିବାରୁ ଟ୍ରଷ୍ଟର କର୍ମକର୍ତ୍ତା ମାନଙ୍କ ମନରେ ସହଯୋଗ ଭାବନା ଦ୍ଵିଗୁଣିତ ହୋଇଯାଇଛି। ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ବରଗଡ ସଂଘମିତ୍ରା ଗ୍ରୁପ ର ପ୍ରତିଷ୍ଠାତା ଶ୍ରୀମତୀ ସଂଘମିତ୍ରା ପଟେଲ ବରଗଡ ରୁ ନିଜର ସହଯୋଗୀ ସମାଜସେବୀ ଶ୍ରୀମତୀ ଅନୁପମା ଭୋଇଙ୍କ

ସହିତ ଆସି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ପାରିଶ୍ରମିକ ସହଯୋଗ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ଅଟଳ ପରିବାର ର ସଭାପତି ଶ୍ରୀ ପଟେଲ ଙ୍କ ନେତୃତ୍ୱ ରେ ପାଞ୍ଚ ଶହ ରୁ ଅଧିକ ଚାରା ଯଥା ଲିମ୍ବ, ଜାମୁ, କରଞ୍ଜ, ଅଁଳା, ନୀଳଗିରି ଆଦି ଗଛ ଚାରା ଲଗେଇ ସମସ୍ତ ସମାଜ ପାଇଁ ଅଟଳ ଚାରିଟେବୁଲ ଟ୍ରଷ୍ଟ ଏକ ଅଗ୍ରଣୀ ଭୂମିକା ନିଭାଇ ଉଦାହରଣ ସୃଷ୍ଟି କରିଛି।ଟ୍ରଷ୍ଟ ର ସମସ୍ତ ସକ୍ରିୟ ସଭ୍ୟ କୋଦାଳ, ଫାଉଡ଼ା ଧରି ବିଦ୍ୟାଳୟ ର ଖେଳ ପଡିଆ ପାଚେରୀ କଡ଼ରେ ଖାଲି ଥିବା ସ୍ଥାନରେ ଗାତ ଖୋଲି ଚାରାରୋପଣ କରିଥିଲେ। ଗଛ ସବୁ ବଡ଼ ହେଲେ ସମସ୍ତଙ୍କୁ ଖରା ଦିନରେ ଛାଇ ଓ ବିଶୁଦ୍ଧ ପବନ ମିଳିପାରିବ ବୋଲି ଟ୍ରଷ୍ଟ ର ସଭାପତି ଶ୍ରୀ ପଟେଲ ଛାତ୍ରୀ ମାନଙ୍କୁ ବୁଝାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like