-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ବିଦାୟ ସମ୍ୱର୍ଦ୍ଧନା 

27-Jul-2025



ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଢେଙ୍କାନାଳ ଜିଲ୍ଲାକୁ ବଦଳି ହୋଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ  ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା।  ଶ୍ରୀ ପାଟିଲ ପୂର୍ବରୁ କନ୍ଧମାଳ ଜିଲ୍ଲାପାଳ ଭାବେ ସୂଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରିଛନ୍ତି। 
ଜିଲ୍ଲାପାଳ ଶ୍ରୀ ପାଟିଲ  ୧୧ ମାସର ରହଣୀରେ ଜିଲ୍ଲାରେ ଏକ ସ୍ୱତନ୍ତ୍ର ଛାପ ରଖି ଯାଇଛନ୍ତି। ତାଙ୍କ ପ୍ରଚେଷ୍ଟାରେ ମାଲକାନଗିରି ଜିଲ୍ଲାର ଆକାଂକ୍ଷୀ ବ୍ଳକ୍ ବିଭିନ୍ନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ନୀତି ଆୟୋଗ ଦ୍ଵାରା ପୁରସ୍କୃତ ହେବାକୁ ଯାଉଛି। ସେହିପରି ଜିଲ୍ଲାରେ ଜଙ୍ଗଲ ଜମି ପଟ୍ଟା ପ୍ରଦାନ ଓ ରେଳ ପ୍ରକଳ୍ପ କ୍ଷତିପୂରଣ ଅର୍ଥ ରାଶି ବଣ୍ଟନରେ ଶ୍ରୀ ପାଟିଲ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରିଥିଲେ ବୋଲି ଅଧିକାରୀ ମାନେ ମତବ୍ୟକ୍ତ କରିଥିଲେ। ଜିଲ୍ଲାର ସମସ୍ତ ଅଧିକାରୀ ବିଦାୟୀ ଜିଲ୍ଲାପାଳ ଶ୍ରୀ ପାଟିଲ ଙ୍କ ସହ କାର୍ଯ୍ୟ କରିବାର ଅନୁଭୂତି ବଖାଣି ଥିଲେ। ସେହିପରି ତାଙ୍କର କାର୍ଯ୍ୟ କରିବାର ଅଭିନବ ଶୈଳୀ କୁ  ସମସ୍ତେ ଭୂରି ଭୂରି ପ୍ରଶଂସା କରିଥିଲେ। ଜିଲ୍ଲାପାଳ ତାଙ୍କର ବକ୍ତବ୍ୟ ରେ କହିଥିଲେ ଯେ ମାଲକାନଗିରି ଜିଲ୍ଲା ରେ କାମ କରିବାର ଅନୁଭୂତି ତାଙ୍କ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ହୋଇ ରହିବ । ଏହି ଜିଲ୍ଲାର ନିରୀହ ଜନଜାତି ଓ ଜନସାଧାରଣଙ୍କ ଅକୁଣ୍ଠ ସ୍ନେହ ଶ୍ରଦ୍ଧା ସବୁବେଳେ ସ୍ମରଣୀୟ ହୋଇ ରହିବ ବୋଲି ଶ୍ରୀ ପାଟିଲ ନିଜ ବିଦାୟ କାଳୀନ ସଭାରେ ମତବ୍ୟକ୍ତ କରିଛନ୍ତି। ସେ ଆହୁରି ମଧ୍ୟ କହିଥିଲେ ଯେ ଟିମ୍ ୱର୍କ୍  ମାଧ୍ୟମରେ ଅସାଧ୍ୟ କୁ ସାଧନ କରାଯାଇପାରେ । ଉକ୍ତ ସଭା ରେ ବନଖଣ୍ଡ ଅଧିକାରୀ ସାଇ କିରଣ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଶ୍ମିରଞ୍ଜନ ସେନାପତି ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଅଂଶ ଗ୍ରହଣ କରିଥିଲେ। ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କର୍ମଚାରୀ ମଧ୍ଯ ବିଦାୟୀ ଜିଲ୍ଲାପାଳଙ୍କ ପାଇଁ ସମ୍ବର୍ଦ୍ଧନା ସଭା ଆୟୋଜନ କରିଥିଲେ।

ରିପୋର୍ଟ: କେଶବ ଚନ୍ଦ୍ର ନାୟକ 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like