-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ଅଲେଖ ମହିମା ଧର୍ମ ସୌଭାଗ୍ୟ ବାବାକୁ ପରିବେଶ ପ୍ରେମି ବାବୁଲାଲ ତରଫରୁ ପରିବେଶ ରକ୍ଷାର ବାର୍ତ୍ତା ସହ ଚ଼ାରା ବୃକ୍ଷ ଉପହାର

27-Jul-2025



(ମିହିର ଶଙ୍କର ପାତ୍ର,)
  ପାପଡ଼ା ହାଣ୍ଡି ବ୍ଳକ ଅନ୍ତର୍ଗତ ସେମଳା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ଜୁନ ମାସରୁ ବନ ମହୋତ୍ସବରେ ବିଦ୍ୟାଳୟ, ମନ୍ଦିର ରେ ବୃକ୍ଷ ରୋପଣ ସହ ଲୋକଙ୍କୁ ବୃକ୍ଷ ଲଗାଇବାକୁ ସଚେତନ ବାର୍ତ୍ତା ଓ ବୃକ୍ଷ  ଜୀବନ ଭିତରେ ମଣିଷ ପାଇଁ ଯାହା ପ୍ରଦାନ କରୁଛି ତାହା ମାନବ ସଭ୍ୟତା ପାଇଁ ବୃକ୍ଷର ଅବଦାନ ଅତୁଳନୀୟ ବୋଲି ଲୋକଙ୍କୁ ବୁଝାଇ ବୃକ୍ଷ ପ୍ରତି ଭଲପାଇବା ଓ ରୋପଣ ପାଇଁ ପ୍ରୟାସ କରୁଥିବାରୁ ବୃକ୍ଷ ପ୍ରେମୀ ବାବୁଲାଲ ବୋଲି ଆଲୋଚ଼ନା ହେଉଛି।ଛୋଟ ପିଲାଙ୍କୁ ମଧ୍ୟ ବୃକ୍ଷ ରୋପଣ ପାଇଁ ଭାବନା ଜାଗ୍ରତ ରେ ଶିଶୁ ଟିଏ ଵୃକ୍ଷଟିଏ ଭାବନା କୁ ଉଦ୍ଜୀବିତ କରୁଛନ୍ତି। ମଣିଷ ସମାଜକୁ ସତ ପଥରେ ପରିଚାଳିତ କରିବାକୁ ଚେଷ୍ଟା କରୁଥିବା , ଏ ଜିଲ୍ଲାର ବ୍ୟକ୍ତି ଜୀବନକୁ ଧାର୍ମିକ ସୁଖମୟ ପାଇଁ ଅହରୋହ ଚେଷ୍ଟିତ ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବା କୁ ବୃକ୍ଷ ଉପହାରରେ ପ୍ରକୃତିର ଅବଦାନ ବାର୍ଭା ସହ ଧର୍ମ ରକ୍ଷା ରେ ମହିମା ଧର୍ମର  ଅବଦାନ କୁ ଆମ ସମାଜ କୁ ବଞ୍ଚାଇ ରଖୁଥିବାରୁ ବାବାକୁ ଶତକୋଟି ପ୍ରଣାମ ନିବେଦନ ଜଣାଇଥିଲେ । ସୌଭାଗ୍ୟ ବାବା ପରିବେଶ ସୁରକ୍ଷା ପାଇଁ ସମସ୍ତେ ଗୋଟିଏ ଗୋଟିଏ ବୃକ୍ଷ ରୋପଣ ସହ ବୃକ୍ଷ ଭଳି ଧର୍ମ ପରାୟଣ ହେବାକୁ ପ୍ରତିଟି ମଣିଷ  ଯତ୍ନ ବାନ ହେଲେ   ସବୁଜ ଭାରତ ଓ ଧର୍ମର ମଣିଷ ଗଠନ ହେଲେ ଭାରତ ବିଶ୍ଵ ଗୁରୁ ଆଖ୍ୟା ପାଇବ ଏଥିରେ ସନ୍ଦେହ ନାହିଁ ବୋଲି ବାର୍ତ୍ତା ଦେଇଥିଲେ।ସି.ଆର.ସି.ସି. ବାବୁଲାଲ ଵୃକ୍ଷ ପ୍ରତି ଆକୃଷ୍ଟ ଭାବନା କୁ ବୁଦ୍ଧିଜୀବି ମହଲରେ ଉଚ୍ଚ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like