-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ସିନାପାଲି ଶିଶୁ ମନ୍ଦିରରେ ମାତୃପିତୃ ସମ୍ମିଳନୀ

27-Jul-2025



ସିନାପାଲି( ଚିନ୍ତାମଣି ନେତାମ)
ନୂଆପଡ଼ା ଜିଲ୍ଲା ସିନାପାଲି ସରସ୍ବତୀ ଶିଶୁ ବିଦ୍ଯାମନ୍ଦିର ଠାରେ ମାତୄପିତୃ ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ବେଳେ ଶିଶୁମନ୍ଦିରରେ ଅଧ୍ଯୟନରତ ଭାଇଭଉଣୀଙ୍କ ପିତାମାତା ଏଥିରେ ଯୋଗଦେଇ ଶିକ୍ଷା, ଶିକ୍ଷାର୍ଥୀ ଓ ଶିକ୍ଷାୟତନର ବିକାଶ ବିଷୟରେ ଆଲୋଚନା କରିଥିଲେ ା କାର୍ଯ୍ଯକ୍ରମର ମୁଖ୍ଯବକ୍ତା ଭାବରେ ସ୍ତମ୍ଭକାର ବୈଷ୍ଣବ ମେହେର ଯୋଗଦେଇ ଏକ ସୁସ୍ଥ ସମାଜ ଗଠନ ପାଇଁ ଭାଇଭଉଣୀଙ୍କୁ ଉତ୍ତମ ମଣିଷ କରି ନିର୍ମାଣ କରିବାରେ ମାଆବାପା ଓ ଗୁରୁଙ୍କ ଭୂମୀକା ବିଷୟରେ ଆଲୋକପାତ କରିବା ସହ ଉତ୍ତମ ଶିକ୍ଷା ପିଲାଙ୍କୁ ବିଚାରବନ୍ତ କରେ ବୋଲି କହିଥିଲେ ା ଅନ୍ଯମାନଙ୍କ ମଧ୍ଯରେ ବିଦ୍ଯାଳୟ ପରିଚାଳନା ସମିତିର ସଭାପତି ନରହରି ମେହେର, ସଂପାଦକ ଗିରିଶ ନାଏକ ଓ ପ୍ରଧାନଆଚାର୍ଯ୍ଯ ଚରଣ ନେତାମ ମଂଚାସିନ ଥିଲେ ା ପରିଚାଳନା ସମିତିର ସହସଂପାଦକ ପ୍ରେମାନନ୍ଦ ମେହେର, କୋଷାଧ୍ଯକ୍ଷ ତୋଷଣ ବୈଠାରୁ ଉପସ୍ଥିତ ଥିଲେ ା ପ୍ରାରମ୍ଭରେ ଶ୍ରୀନେତାମ ଅତିଥି ପରିଚୟ ପ୍ରଦାନ ସହ ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ବିଷ୍ଣୁଶରଣ ହୋତା ସଭା ପରିଚାଳନା କରିଥିଲେ ା ଡୋଲେଶ୍ବରୀ ସା ବ୍ଯକ୍ତିଗତ ଗୀତ ଗାନ କରିଥିଲେ ା ସମ୍ମିଳନୀ ଆୟୋଜନରେ ବିଦ୍ଯାଳୟର ସମସ୍ତ ଗୁରୁଜୀଗୁରୁମା, ସେବକସେବିକା  ସହଯୋଗ କରିଥିଲେ ା ଶେଷରେ ଗଜମନ ନିଆଲ ଧନ୍ଯବାଦ ଦେଇ ଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like