-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ବାଦିକ ରାଜ କୁମାର ମାହାଣା ଙ୍କ ବିୟୋଗ ରେ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଟିତ

27-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) 
ସଡକ ଦୁର୍ଘଟଣା ରେ ଅକାଳ ବିୟୋଗ ଘଟିଥିବା ତରଭା ର ପ୍ରମେୟ ପ୍ରତିନିଧି ତଥା ସୁବର୍ଣ୍ଣପୁର ଜିଲ୍ଲା ର ବରିଷ୍ଠ ସାମ୍ୱାଦିକ ରାଜ କୁମାର ମାହାଣା ଙ୍କ ସ୍ମୁତି ଉଦ୍ଦେଶ୍ୟରେ ସୋନପୁର ଶାହା ଗେଷ୍ଟ୍ ହାଉସ ଠାରେ ଆଜି ଏକ  ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଟିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ସମାଜ ସେବୀ ଶ୍ରୀଯୁକ୍ତ ଶ୍ରୀବତ୍ସ ମଲ୍ଲିକ, ସମ୍ମାନିତ ଅତିଥି ଭାବରେ ପ୍ରମେୟ ପରିବାର ର ବରିଷ୍ଠ ସାମ୍ବାଦିକ ତଥା ଓଡ଼ିଶା ସାମ୍ୱାଦିକ ସଂଘ ର ଉପଦେଷ୍ଟା ପର୍ଶୁରାମ ମିଶ୍ର , ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା ସଭାପତି ମନୋରଞ୍ଜନ ତ୍ରୀପାଠୀ  ଯୋଗ ଦେଇ ଶ୍ରୀ ମାହାଣା ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପୁଷ୍ପ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ  l ପରେ ପରେ ପ୍ରମେୟ ସୁବର୍ଣ୍ଣପୁର ଜିଲ୍ଲା ପ୍ରତିନିଧି ବିବେକା ନନ୍ଦ ମିଶ୍ର ଙ୍କ ଅଧ୍ୟକ୍ଷତାରେ ରେ ଅନୁଷ୍ଟିତ ଏହି ସଭାରେ  ରେ ସମସ୍ତ ଅତିଥି ସ୍ୱର୍ଗତ ଶ୍ରୀ ମାହଣା ଙ୍କ ସ୍ମୁତି ଚାରଣ କରି ତାଙ୍କ ଭଳି ଜଣେ ସରଳ ନିଷ୍କପଟ କର୍ମଠ ଓ ଅମାୟିକ ବ୍ୟକ୍ତିତ୍ୱ ଙ୍କୁ ହରାଇ ସାମ୍ୱାଦିକ ଜଗତ ରେ ଏକ ଅପୂରଣୀୟ କ୍ଷତି ଘଟିଛି ବୋଲି ମତ ରଖି ଥିଲେ

ତାଙ୍କ ଠୁଁ ଆଗାମୀ ପିଢୀ ର ସାମ୍ୱାଦିକ ବହୁତ କିଛି ଶିକ୍ଷା ଲାଭ କରିବା ଉଚିତ ବୋଲି ମଧ୍ୟ କହିଥିଲେ l ସଭାରେ ଓଡ଼ିଶା ସାମ୍ୱାଦିକ ସଂଘ ରାଜ୍ୟ ସାଂଗଠନିକ ସମ୍ପାଦକ ରାଜ କିଶୋର ତ୍ରୀପାଠୀ, ରାଜ୍ୟ କାର୍ଯ୍ଯ କାରିଣୀ ସଦସ୍ୟ ଦିଲ୍ଲୀପ ପାତ୍ର, ସୋନପୁର ଜିଲ୍ଲା ଶାଖା ସମ୍ପାଦକ ମହାଦେବ ମଲ୍ଲିକ, ବରିଷ୍ଠ ସଦସ୍ୟ ସୁବାଷ ପଣ୍ଡା, ଉଗ୍ରସେନ କର୍ମୀ, ପ୍ରମେୟ ପରିବାର ର ବୀର ମହାରାଜ ପୁର ପ୍ରତିନିଧି ନିଳ କମଳ ମିଶ୍ର, ବିନିକା ପ୍ରତିନିଧି ମୁକେଶ ବଗର୍ତ୍ତୀ, ଅଶୋକ ପଣ୍ଡା, ସଦାନନ୍ଦ ପଧାନ,  ଧନଞ୍ଜୟ ଆଡ ଜୁଆଡି, ବ୍ରହ୍ମା ନନ୍ଦ ପୁଝାରୀ, ଅରୁଣ ମିଶ୍ର, କିଶୋର ବହିଦାର, ଜିତେନ୍ଦ୍ର ଥାଟି, ବିଶିଷ୍ଟ ବ୍ୟବସାୟୀ ଜୟ କୃଷ୍ଣ ସା, ପ୍ରମୂଖ  ସମସ୍ତ ବ୍ଳକ୍ ର ପ୍ରମେୟ ପ୍ରତିନିଧି ଓ ଜିଲ୍ଲା ର ବହୁ ସାମ୍ୱାଦିକ , ବୁଦ୍ଧିଜୀବୀ ଯୋଗ ଦେଇ ଶ୍ରୀ ମାହାଣା ଙ୍କ ସ୍ମୁତି ଚାରଣ କରି ଥିଲେ  l ପ୍ରମେୟ ପରିବାର ଏବଂ ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୀଳ କମଳ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like