-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ବିଶେଷ

କୃଷିଭିତ୍ତିକ ପତ୍ରିକା ଶ୍ୟାମଳ ସୁବର୍ଣ୍ଣର ମକର ବିଶେଷlଙ୍କ ଲୋକାର୍ପିତ

25-Jan-2021



କଟକ, (ଦୀପକ କୁମାର ଷଡଙ୍ଗୀ): କୃଷିକୁ ଓଡ଼ିଶାର ଜନସଂସ୍କୃତିର ଆଧାର ବୋଲି ବିବେଚନା କରାଯାଏ । ଚାଷ ନଥିଲେ ଜୀବ ନଥାନ୍ତା ।  ଓଡ଼ିଶା ସର୍ବଭାରତୀୟ ସ୍ତରରେ କୃଷିରେ ଉଲ୍ଲେଖନୀୟ ପାରଦର୍ଶିତା ପାଇଁ କୃଷିକର୍ମଣ ପୁରସ୍କାରରେ ପୁରସ୍କୃତ । କୃଷିର ବିକାଶ,କୃଷକର ବିକାଶ ଏହି ସ୍ଲୋଗାନକୁ ନେଇ ୨୦୧୮ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ ପାଇଆସୁଥିବା ଓଡ଼ିଶାର ପ୍ରଥମ ଛାତ୍ର ସମ୍ପାଦିତ କୃଷିଭିତ୍ତିକ ତୈମାସିକ ପତ୍ରିକା ଶ୍ୟାମଳ ସୁବର୍ଣ୍ଣର ଦ୍ୱାଦଶ ସଂଖା ବା ମକର ସଂକ୍ରାନ୍ତି ବିଶେଷାଙ୍କକୁ ମାନ୍ୟବର କୃଷି,ମତ୍ସ୍ୟ , ପଶୁସମ୍ପଦ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡ଼ଃ ଅରୁଣ ସାହୁ ଲୋକର୍ପିତ କରିଛନ୍ତି । ଶ୍ୟାମଳ ସୁବର୍ଣ୍ଣ ସବୁବେଳେ କୃଷି ଓ କୃଷକର ଉନ୍ନତି ଦିଗରେ କାର୍ଯ୍ୟ କରିବାକୁ ମାନ୍ୟବର ମନ୍ତ୍ରୀ ପରାମର୍ଶ ଦେବା ସହ ଛାତ୍ରଛାତ୍ରୀ ମାନଙ୍କର ଏପରି ଅଭିନବ ଉଦ୍ୟମକୁ ଉଚ୍ଚ ପ୍ରଶଂସା କରିଛନ୍ତି । ଏହି ଅବସରରେ ସଂକଳ୍ପ ଟିଭିର ନିର୍ଦ୍ଦେଶକ ଅଶୋକ ଦାସ, ପୂର୍ବତନ ଯୁଗ୍ମ କୃଷି ନିର୍ଦ୍ଦେଶକ(ସୂଚନା) ଶ୍ରୀ ଗୁରୁ ପ୍ରସାଦ ତ୍ରିପାଠୀ,ସମ୍ପାଦକ ସ୍ତମ୍ଭକାର ଡ଼ି.ଶୁଭମ୍‌, ସମ୍ପାଦନା ମଣ୍ଡଳୀ ସଦସ୍ୟ ବିଜ୍ଞାନ ମିହିର ରାଉତ,ଜଗଦାନନ୍ଦ ପ୍ରଧାନ,ନିରଦ ବରନ ଦଳାଇ ପ୍ରମୁଖ ଉପସ୍ଥିତ ଥିଲେ । ତେବେ ଆଗାମୀ ଏପ୍ରିଲ ମାସରେ ଶ୍ୟାମଳ ସୁବର୍ଣ୍ଣର ତୃତୀୟ ସ୍ୱନକ୍ଷତ୍ର ଉତ୍ସବ ପାଳନ କରାଯିବ ସହ ଆଗକୁ ଚାଷୀମାନଙ୍କ ପାଇଁ ଅନେକ କିଛି କରିବାକୁ ଯୋଜନା ଅଛି ବୋଲି ସମ୍ପାଦକ ଡ଼ି.ଶୁଭମ୍‌ ମତବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like