-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମହାନଦୀ କୋଲଫିଲଡ ସହିତ ତିନୋଟି ବୁଝାମଣା ପତ୍ର ସ୍ଵାକ୍ଷର କରିଛି ଜିଲ୍ଲା ପ୍ରଶାସନ 

27-Jul-2025



ରାୟଗଡ଼(ସୁପ୍ରିୟା ଷଡଙ୍ଗୀ): ମହାନଦୀ କୋଳ ଫିଲଡ ସହିତ ତିନୋଟି ବୁଝାମଣା ପତ୍ର ସ୍ଵାକ୍ଷର କରିଛି ଜିଲ୍ଲା ପ୍ରଶାସନ l ଜିଲ୍ଲାପାଳ ରାୟଗଡ଼ ଶ୍ରୀମତୀ ପାରୁଲ ପାଟାୱରୀ ଓ ମହାନଦୀ କୋଲଫିଲଡର ପ୍ରବନ୍ଧକ ଶୁଭ୍ରଜ୍ୟୋତି ସାହୁଙ୍କ ମଧ୍ୟରେ ସାକ୍ଷାରିତ ହୋଇଛି l କମ୍ପାନୀରେ ସିଏସଆର ପାଣ୍ଠିରେ ବିଦ୍ୟାଞ୍ଜଳି ଯୋଜାନରେ ଜିଲ୍ଲାର ଜନଜାତି ବିଦ୍ୟାଳୟ ମାନଙ୍କରେ ଅନ୍ତେବାସୀ ମାନଙ୍କ ବିଭିନ୍ନ ସୁଜିଧା ଯଥା ଖଟ, ଗଦା ଓ ଆର (RO)ଯୋଗାଇଦେବା ନିମନ୍ତେ ୪କୋଟି ୫୦ଲକ୍ଷ ଟଙ୍କାର ଗୋଟିଏ ବୁଝାମଣା ପତ୍ର ସ୍ୱାକ୍ଷର ହୋଇହିଛି l ଏହି ଅର୍ଥ ଜିଲ୍ଲାପ୍ରଶlସନ ଜରିଆରେ ଖର୍ଚ୍ଚ କରାଯିବ l ସେହିପରି ମୁନିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଗୋଟିଏ ଡାଏଲିସିସ ୟୁନିଟ କିବିବା ନିମନ୍ତେ ୫୮ଲକ୍ଷ ଟଙ୍କା କମ୍ପାନୀରେ ସିଏସ ଆର ପାଣ୍ଠିରୁ ଜିଲ୍ଲାପ୍ରଶାସନ ପ୍ରଦାନ କରାଯିବl ନିମନ୍ତେ ଚୁକ୍ତି ସ୍ଵାକ୍ଷରିତ ହୋଇଛି l ଯାହାଫଳରେ ସ୍ଥାନୀୟ ରୋଗୀମାନେ ଚିକିତ୍ସା ସୁବିଧା ନିକଟରେ ପାଇପାରିବେ lସେହିପରି  ଅନ୍ୟଟି ଜିଲ୍ଲାର  ଗର୍ବବତୀ ମହିଳା ଓ ଶିଶୁ ସ୍ୱାସ୍ଥ୍ୟ ଅବନତି ଏବଂ ଅପବ୍ୟୟକୁ ସମାଧାନ କରିବା ପାଇଁ, ଏକ ବହୁମୁଖୀ ପଦ୍ଧତି ଆବଶ୍ୟକ। ଗର୍ଭାବସ୍ଥା ପୂର୍ବରୁ ଏବଂ ଗର୍ଭାବସ୍ଥାରେ ମହିଳାମାନଙ୍କର ପୁଷ୍ଟିସାର ଉନ୍ନତି, ସ୍ତନ୍ୟପାନକୁ ସମର୍ଥନ କରିବା, ଛୋଟ ପିଲାମାନଙ୍କ ପାଇଁ ଖାଦ୍ୟର ଗୁଣବତ୍ତା ବୃଦ୍ଧି କରିବା ଏବଂ ସେମାନଙ୍କୁ ସଂକ୍ରମଣରୁ ରକ୍ଷା କରିବା ଉପରେ ଧ୍ୟାନ ଦେବା। ଏକକାଳୀନ, ଗୁରୁତର ଭାବରେ ଅପବ୍ୟୟ ହୋଇଥିବା ପିଲାମାନଙ୍କ ପାଇଁ ସମୟୋଚିତ ଏବଂ ଉପଯୁକ୍ତ ଯତ୍ନ ପ୍ରଦାନ କରିବା ସେମାନଙ୍କ ଜୀବନ ଏବଂ ବିକାଶକୁ ସୁରକ୍ଷିତ ରଖିବା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ l ଜିଲ୍ଲାର କାଶୀପୁର, ପଦ୍ମପୁର ଓ ମୁନିଗୁଡା ବ୍ଲକରେ ଗର୍ଭବତୀ ମହିଳା ଓ ଶିଶୁମାନଙ୍କ ଅପପୁଷ୍ଟିରେ ଉନ୍ନତି ଆଣିବା ନିମନ୍ତେ କାର୍ଯ୍ୟକ୍ରମକୁ କାର୍ଯ୍ୟ କରିବା ନିମନ୍ତେ ୩କୋଟି ୯୬ଲକ୍ଷ ୨୧ହଜାର ୨୪୫ଟଙ୍କାର କମ୍ପାନୀ ସହିତ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି l ଏହି ଚୁକ୍ତି ସ୍ଵାକ୍ଷର ବେଳେ ଜିଲ୍ଲାପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁର ଓ ମହାନଦୀ କଫିଲଡ ତରଫରୁ ରହିତ ସିଂହ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like