-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମନ ଜିତୁଛି ମନ୍ କି ବାତ୍......

27-Jul-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ):  ରାୟଗଡ଼ ନିର୍ବାଚନ ମଣ୍ଡଳୀ କୁମ୍ଭିକୋଟା ମଣ୍ଡଳ ଅର୍ନ୍ତଗତ ତାଡ଼ାମା (ବୁଥ୍ ନମ୍ବର ୧୯୫) ଗ୍ରାମଠାରେ ମନ୍ କି ବାତ୍ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷକ ଭାବେ ରାୟଗଡ଼ା ଯୁବ ନେତା ତଥା ବିଜେପି ଯୁବ ମୋର୍ଚ୍ଚା ଉପ ସଭାପତି ପ୍ରିତମ କୁମାର୍ ଙ୍କ ସହ ମଣ୍ଡଳ ସଭାପତି ଶ୍ରୀ ମାଧବ ସାମଲ,ପୁରୁଷୋତ୍ତମ ଡ଼ଙ୍ଗରୀ, ମଣ୍ଡଳ ଉପ ସଭାପତି ରଇଦାସ୍ ବାତ୍ରୀୟା ଙ୍କ ସମେତ ଅଞ୍ଚଳ ର ଭାରତୀୟ ଜନତା ପାର୍ଟି ର ଦେବଦୂର୍ଲବ୍ କାର୍ଯ୍ୟକର୍ତ୍ତା ଙ୍କ ସହିତ  ମନ କି ବାତ୍ କା୍ଯ୍ୟକ୍ରମ ରେ ଏହି ବିଶେଷ ମୁହୂର୍ତ୍ତ l ମୋଦୀ ଜୀ  ଆମ ଦେଶର ଯୁବବର୍ଗଙ୍କୁ ପ୍ରେରଣା ଦେବାଭଳି ପ୍ରସଙ୍ଗ ଯେପରିକି ମହାକାଶରୁ ଫେରିଥିବା ବାୟୁସେନା ଗ୍ରୁପ୍‌ କ୍ୟାପଟେନ୍‌ ଶ୍ରୁଭ୍ରାଂଶୁ ଶୁକ୍ଳାଙ୍କ କଥା ଏବଂ ଚନ୍ଦ୍ରଯାନ-୩ ଆଦି ବିଷୟରେ ଆଲୋକପାତ କରିଥିଲେ।  ଓଡ଼ିଶାର କେଉଁଝର ଜିଲ୍ଲାରେ ଲୋକକଳା ମାଧ୍ୟମରେ ବନାଗ୍ନି ବାବଦରେ ସଚେତନ କରୁଥିବା କୀର୍ତ୍ତନ ଦଳ ବାବଦରେ ଏବଂ ମୟୂରଭଞ୍ଜ ଜିଲ୍ଲାର ସାନ୍ତାଳୀ ଶାଢ଼ୀ ବିଷୟରେ ଉଲ୍ଲେଖ କରିଥିବାରୁ ରାୟଗଡ଼ା ଯୁବ ମୋର୍ଚ୍ଚା ତରଫରୁ ମାନ୍ୟବର ପ୍ରଧାନ ମନ୍ତ୍ରୀ ଜୀଙ୍କୁ ଧନ୍ୟବାଦ ଜଣାଉଛୁ .......।
ରାଷ୍ଟ୍ର ଗଠନ ଉପରେ ଦେଶର ନାଗରିକଙ୍କ ପାଖରେ ନିଜର ତଥା ସରକାରଙ୍କ ମତ ରଖିବା ପାଇଁ କରାଯାଉଥିବା ମନ କି ବାତ କାର୍ଯ୍ୟକ୍ରମ ଏକ ପସନ୍ଦ ଓ ଆଦରର ମାଧ୍ୟମ ପାଲଟିଛି I
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କର ଏହି ମାସିକ ରେଡିଓ କାର୍ଯ୍ୟକ୍ରମ ଏହି ଅଞ୍ଚଳ ର ବୁଦ୍ଧିଜୀବି ,ଯୁବପିଢ଼ି,ସମାଜ ର ଆତ୍ମାକୁ ସମୃଦ୍ଧ କରୁଛି ଏବଂ ବ୍ୟାପକ ଅଂଶଗ୍ରହଣକୁ ଉତ୍ସାହିତ କରିବା ସହିତ ମନ କି ବାତ୍ କାର୍ଯ୍ୟକ୍ରମରେ ପ୍ରେରିତ ହୋଇ ଏହି ଅଞ୍ଚଳ ର  କାର୍ଯ୍ୟକର୍ତ୍ତା ମାନେ ଆଦରଣୀୟ ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କୁ ଅଶେଷ ଅଶେଷ ଧନ୍ୟବାଦ ଜ୍ଞାପନ କରିଛନ୍ତି l ପରିଶେଷରେ ସମସ୍ତ କାର୍ଯ୍ୟ କର୍ତ୍ତା ଙ୍କୁ ଯୁବ ନେତା ପ୍ରିତମ କୁମାର୍ ବିସ୍କୁଟ ଏଵଂ ଚକ୍ଲେଟ୍ ଦେଈ ଧନ୍ୟବାଦ୍ ଦେଇଛନ୍ତି.......ll


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like