-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

କୁଚିଣ୍ଡା ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ

27-Jul-2025



 କୁଚିଣ୍ଡା(ସିଲୁ ସୁନାନୀ) ଜାତୀୟ ସେବା ଯୋଜନା କୁଚିଣ୍ଡା ମହାବିଦ୍ୟାଳୟ ତରଫରୁ ମହାବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ପୃଥିବୀ ତାପମାତ୍ରାକୁ ଆଖି ଆଗରେ ରଖି ତଥା ଏକ ସବୁଜ ପରିବେଶ ସୃଷ୍ଟି କରିବା ପାଇଁ ନୂତନ ରୂପେ ତିଆରି ହେଇଥିବା ଡିପି ବିଲଡିଂ ପରିସରରେ ୧୦୦ ଟି ଚାରା ରୋପଣ କରାଯାଇଥିଲା। +୩ ବିଭାଗ ଏନ୍ ଏସ୍ ଏସ୍  ପ୍ରୋଗ୍ରାମ ଅଫିସର୍

ଅଧ୍ୟାପିକା ବେଲମତି କୁମୂରାଙ୍କ ତତ୍ତ୍ଵାବଧାନରେ ୩୦ ଜଣ ସ୍ଵଚ୍ଛାସେବି ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଅଧ୍ୟକ୍ଷା ସୁଚିତ୍ରା ମିଶ୍ର ମୁଖ୍ୟ ଅତିଥି ରୂପେ ଏବଂ ପଦାର୍ଥ ବିଜ୍ଞାନ ବିଭାଗର ବିଭାଗୀୟ ମୁଖ୍ୟ ମଞ୍ଜୁଶ୍ରୀ ଦାସ ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ସ୍ଵେଚ୍ଛାସେବୀ ମାନଙ୍କୁ ଉତ୍ସାହିତ କରି ଥିଲେ। ଏହି କାର୍ଯ୍ୟକ୍ରମରେ ସତ୍ୟ ଶାଇ ସେବା ସଂଗଠନ ସମ୍ବଲପୁରର ସଦସ୍ୟ ମାନେ ଯୋଗ ଦେଇ ପୂର୍ଣ୍ଣ ସହୋଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଇଂରାଜୀ ଅଧ୍ୟାପକ କାହ୍ନୁ ଚରଣ ମୁନ୍ନା ରୂପରେଖ ପ୍ରସ୍ତୁତ କରିଥିଲେ। ବଉଳ, ଦେବଦାରୁ, ବୀମୁ, ବାହାଡା, କୃଷ୍ଣଚୂଡ଼ା ଆଦି ଚାରା ରୋପଣ କରାଯାଇଥିଲା। ସତ୍ୟ ଶାଇଁ ସେବା ସଂଗଠନର ଜିଲ୍ଲା ପ୍ରେମ ତରୁ ଅଧିକାରୀ ପ୍ରଦୀପ କୁମାର ମହାଣା, ଆବାହକ ଦିଲ୍ଲୀପ ପାର୍ମାର, ଦେବରାଜ ସ୍ୱାଇ, ଜିଲ୍ଲା ଯୁବ ସଂଯୋଜକ ମାନସ ରଞ୍ଜନ ପତି ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ। ଏବଂ ଏହା ପରେ ଏକ ସଭାର ଆୟୋଜନ ହୋଇଥିଲା, ସ୍ଵେଚ୍ଛାସେବୀ ମାନଙ୍କୁ ବୃକ୍ଷ ରୋପଣର ମହାତ୍ମୀୟ ଏବଂ ପରିବେଶ ସୁରକ୍ଷାର ସେମାନଙ୍କର ଭୂମିକା ଉପରେ

ମାନସ ରଞ୍ଜନ ପତି ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଶ୍ରୀ କାହ୍ନୁ ଚରଣ ମୁନ୍ନା ପରିଚାଳନା କରିଥିବା ବେଳେ ଅଧ୍ୟାପିକା ବେଲମତି କୁମୂରା ଧନ୍ୟବାଦ୍ ଅର୍ପଣ କରିଥିଲେ। ସ୍ଵେଚ୍ଛାସେବୀ ମାନଙ୍କ ମଧ୍ୟରୁ ଅଙ୍କିତ ମେହେର, ସନ୍ନ୍ୟାସୀ ମେହେର, ପୋଜ୍ଞାମନ ତାଣ୍ଡିଆ, ଧରଣୀ କିଶାନ, ରୂପାଲି ପଣ୍ଡା, ସୀମା କିସାନ, ରାକ୍ଷୀ ଅର୍କ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like