-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଡ଼ଃ ଏପିଜେ ଅବଦୁଲ କଲାମଙ୍କ ସ୍ମୃତି ସଂସଦ ପକ୍ଷରୁ ଡ଼ଃ କଲାମଙ୍କ ଦଶମ ଶ୍ରାଦ୍ଧବାର୍ଷିକୀ ପାଳିତ 

27-Jul-2025



ଭୁବନେଶ୍ବର(ପ୍ରେରଣା ଖବର): ଚ଼େତନା ସ୍ବତନ୍ତ୍ର ଶିକ୍ଷା ମହାବିଦ୍ୟାଳୟର ସମ୍ମିଳନୀ କକ୍ଷଠାରେ ଡ଼ଃ ଏପିଜେ ଅବଦୁଲ କଲାମଙ୍କ ସ୍ମୃତି ସଂସଦ ପକ୍ଷରୁ ଆୟୋଜିତ ମହାନ୍ ବୈଜ୍ଞାନିକ, ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ସ୍ବର୍ଗତ ଡ଼ଃ ଏପିଜେ ଅବଦୁଲ କଲାମଙ୍କ ଦଶମ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରଥମେ ପୂର୍ବତନ ରାଷ୍ଟ୍ରପତି ଡ଼ଃ କଲାମଙ୍କ ଫୋଟୋରେ ପୁଷ୍ପମାଲ୍ୟ ଅର୍ପଣ କରାଯିବାସହ ଅତିଥି ମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ବଳନ କରାଯାଇ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା | ଚେତନା ସ୍ୱତନ୍ତ୍ର ବିଦ୍ୟାଳୟର ସଙ୍ଗୀତ ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ମୃତି ତ୍ରିପାଠୀ ଏବଂ ଅନ୍ୟ ମାନଙ୍କ ଦ୍ୱାରା ଡ଼ଃ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା |  ମୁଖ୍ୟ ଅତିଥି ଭାବେ ଡ଼ଃ ବସନ୍ତ କୁମାର କର, ଜୁଏଲସ୍ ଇଣ୍ଟରନ୍ୟାସନାଲ୍ ର ପ୍ରତିଷ୍ଠାତା ସଦସ୍ୟ ତଥା ସାଧାରଣ ସମ୍ପାଦକ ପ୍ରଫେସର ନାରାୟଣ ଚ଼ନ୍ଦ୍ର ପତି,ଡ଼ଃ ଏପିଜେ ଅବଦୁଲ କଲାମଙ୍କ ସ୍ମୃତି ସଂସଦର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ମହାପାତ୍ର, ମୁଖ୍ୟବକ୍ତା ଶ୍ରୀ ଚିତ୍ତରଞ୍ଜନ ମିଶ୍ର, ସମ୍ମାନିତ ଅତିଥି ଡ଼ଃ ରାମ କୁମାର ମହାପାତ୍ର  ପ୍ରମୁଖ ଯୋଗଦେଇ ଡ଼ଃ ଏପିଜେ ଅବଦୁଲ କଲାମଙ୍କ ଦେଶପ୍ରେମ ଓ ଭାରତକୁ ବିକାଶ ପଥରେ ନେବାରେ ତାଙ୍କ ଅବଦାନ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହ ଡକ୍ଟର କଲାମ ବିଜ୍ଞାନ ଏବଂ ସାର୍ବଜନୀନ ଜୀବନ କ୍ଷେତ୍ରରେ ଏକ ଅଲିଭା ଛାପ ଛାଡି ଯାଇଛନ୍ତି। ତାଙ୍କର ଆଦର୍ଶ ଏବଂ ମୂଲ୍ୟବୋଧ ଆଜିର ସମାଜ ପାଇଁ ପ୍ରେରଣା ଉତ୍ସ ହୋଇ ରହିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏଥିସହିତ ଡ଼ଃ କଲାମଙ୍କ ସହ ଅଙ୍ଗାଙ୍ଗୀ ଭାବେ ପରିଚିତ ବୈଜ୍ଞାନିକ କାର୍ତ୍ତିକ ସ୍ୱାଇଁ,  ଡଃ ଜ୍ଞାନଦେବ ମହାରଣା, ଏନ ସି ମହାପାତ୍ର ନିଜର ବକ୍ତବ୍ୟ ରଖିଥିଲେ | ପରିଶେଷରେ ଚ଼େତନା ସ୍ବତନ୍ତ୍ର ଶିକ୍ଷା ମହାବିଦ୍ୟାଳୟର ଉପାଧ୍ୟକ୍ଷ ଲଲାଟେନ୍ଦୁ କର ଧନ୍ୟବାଦ୍ ଜ୍ଞାପନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଚେତନା ଅନୁଷ୍ଠାନର ଭିନ୍ନକ୍ଷମ ଛାତ୍ରଛାତ୍ରୀ, ସ୍ୱତନ୍ତ୍ର ଶିକ୍ଷା ତାଲିମ ନେଉଥିବା ଛାତ୍ରଛାତ୍ରୀ ଏବଂ ସମସ୍ତ କର୍ମକର୍ତ୍ତାଙ୍କ ସହ ଅନେକ ଜ୍ଞାନୀ ଗୁଣି ବ୍ୟକ୍ତି ଯୋଗ ଦେବା ସହ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ | ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ଚେତନା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ବିନୟ ଭୂଷଣ ମହାପାତ୍ର ଏଵଂ ଅବଦୁଲ କଲାମ ସ୍ମୃତି ସଂସଦର ସଦସ୍ୟ ଶ୍ରୀ ଭରତ ଚନ୍ଦ୍ର ବେହେରାଙ୍କ ତତ୍ୱାବଧାନରେ ପରିଚାଳିତ ହୋଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like