-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ମୋଟୁ ଓ ଏମ୍. ଭି-୭୯ ଅଞ୍ଚଳ ଗ୍ରସ୍ତ: ବିଭିନ୍ନ ସମସ୍ୟା ନେଇ କରିଲେ ଆଲୋଚନା

27-Jul-2025



କାଲିମେଳା (ସନ୍ତୋଷ କୁମାର ପଣ୍ଡା):  ବିଧାୟକ ମୋଟୁ ଓ ଏମ୍. ଭି-୭୯ ଅଞ୍ଚଳ ଗ୍ରସ୍ତ କରି ବିଭିନ୍ନ ସମସ୍ୟା ଉପରେ  କରିଥିଲେ ଆଲୋଚନା lସୂଚନା ଥାଉକି ଗତକାଲି ବିଧାୟକ ନରସିଂଘ ମାଡକାମୀ ମୋଟୁ ଓ ଏମ୍. ଭି-୭୯ ଗ୍ରସ୍ତ କରିଥିଲେ ଏବଂ ସେହି ଗ୍ରସ୍ତ ସମୟରେ ସେହି ଅଞ୍ଚଳର ବିଭିନ୍ନ ସମସ୍ୟା ଗୁଡିକ ଉପରେ ଆଲୋଚନା କରିଥିଲେ l ଯେଭଳି କି ଲଗାଣ ବର୍ଷା ପାଇଁ ବନ୍ୟା ପରିସ୍ଥିତି,ବିଦ୍ୟୁତ, ନେଟୱର୍କ, ରାସ୍ତା ଏବଂ ଚାଷୀମାନଙ୍କ ମଣ୍ଡି କାର୍ଡ଼ ବିଷୟରେ ଆଲୋଚନା କରିଥିଲେ l ସେଭଳି ପ୍ରତ୍ୟେକ ଗ୍ରାମ ଗୁଡିକରେ ଥିବା ଚାଷୀମାନେ କିଭଳି ମଣ୍ଡି କାର୍ଡର ସୁବିଧା ପାଇବେ ଏବଂ ଯେମିତି କିଛି ଅସୁବିଧା ସମ୍ମୁଖୀନ ହେବେ ନାହିଁ ସେହି ବିଷୟରେ ଆଲୋଚନା କରିବା ସହ ଅସୁବିଧା ହେଲେ ତୁରନ୍ତ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ବିଧାୟକ ନରସିଂଘ ମାଡକାମୀ l ଏହା ସହ ଏମ୍. ଭି-୭୯ ଠାରେ ପହଞ୍ଚି ଅଞ୍ଚଳରେ ରହିଥିବା ସମସ୍ତ ବିଜେପି କର୍ମୀଙ୍କୁ ଡାକି ଏକ ବୈଠକ କରିବା ସହ ଅଞ୍ଚଳରେ ଥିବା ସମସ୍ୟା ଗୁଡିକ ଉପରେ ପଚାରି ବୁଝିଥିଲେ l ଯେପରିକି ଏମ୍. ଭି-୭୯ ଠାରୁ ମେଡିକାଲ ଦେଇ ଯାଇଥିବା ରାସ୍ତାର ଅବସ୍ଥା ବହୁତ ଶୋଚନୀୟ ହୋଇପଡିଥିବା ବେଳେ ତାହାର କେମିତି ମରାମତି କାର୍ଯ୍ୟ କରାଯିବ ଓ ଏକ ନିର୍ଦ୍ଦିଷ୍ଟ ନେଟୱର୍କ ଯାହାକି ର ଅସୁବିଧା ଯେଭଳି ଇଲେକ୍ଟ୍ରି ଚାଲିଗଲେ ନେଟୱର୍କ ଚାଲିଯାଏ ଏବଂ ଇଣ୍ଟରନେଟର ଅସୁବିଧା ଭୋଗିବା ପାଈଁ ପଡିଥାଏ ଏହି ଏମ୍. ଭି-୭୯ ସହ ଆଖପାଖ ଅଞ୍ଚଳବାସୀଙ୍କୁ l ଏବଂ ବହୁ ବର୍ଷ ଧରି ଏମ୍.ଭି-୭୯ରେ ଏକ ଗୋଷ୍ଠୀ ଶୌଚାଳୟ ତିଆରି ହୋଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ହୋଇପାରି ନ ଥିବା ବେଳେ ବସ ଆସୁଥିବା ଯାତ୍ରୀ, କଲେଜ ଛାତ୍ର ଛାତ୍ରୀ ଏବଂ ଏଠି ରହୁଥିବା ଅଞ୍ଚଳବାସୀ ଏହି ସୁବିଧାରୁ ବଞ୍ଚିତ ହେବା ସହ ସରକାରଙ୍କ ଲକ୍ଷାଧିକ ଟଙ୍କାରେ ନିର୍ମିତ ଏହି ଶୌଚାଳୟ ଆଜି ବଣ ଜଙ୍ଗଲ ରେ ପରିପୂର୍ଣ୍ଣ ହୋଇ ରହିଛି l ତେଣୁ ଏହି ସବୁ ସୁବିଧା ଯୋଗେଇ ଦିଆଗଲେ ଲୋକେ ବହୁତ ଉପକୃତ ହେବା ସହ ସମସ୍ୟାର ସମାଧାନ ହୋଇପାରି ଥାନ୍ତା l ଏହି ବୈଠକରେ ଉପସ୍ଥିତ ଥିଲେ ମାଲକାନଗିରି ବିଧାୟକ ଶ୍ରୀଯୁକ୍ତ ନରସିଂଙ୍ଗ ମାଡକାମି ଏବଂ ଜିଲ୍ଲା ସମ୍ପାଦକ ଭଵାନିଶଙ୍କର ମୂଖାର୍ଜୀ ଏବଂ ଜିଲ୍ଲା ଉପ ସଭାପତି  ସଫନ ରାୟ ଏବଂ ମାଲକାନଗିରି ବ୍ଲକ ଉପ ଅଧ୍ୟକ୍ଷ ନିରଞ୍ଜନ ଆଳଦାର ଏବଂ କାଳିମେଳା ବିଧାୟକ ପ୍ରତିନିଧି ହରଵିଲାଶ ମଣ୍ଡଳ  ଜିଲ୍ଲା କାର୍ଯ୍ୟ କର୍ତ୍ତା ଏବଂ ବିଧାୟକ ସହଯୋଗି ସୋମନାଥ ମାଢ଼ି ଏବଂ ମୋଟୁ ରମେଶ ସୋଡି  ଓ ଅନ୍ୟାନ୍ୟ ଭାରତୀୟ ଜନତା ପାର୍ଟି କାର୍ଯ୍ୟକର୍ତ୍ତା ଭାଇ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like