-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଜିଲ୍ଲା

ଯୁବ ସଂଗଠକ ସୌମ୍ୟରଞ୍ଜନ ହେଲେ ବଜରଙ୍ଗ ଦଳ ଓଡିଶା ପଶ୍ଚିମ ପ୍ରାନ୍ତର ପ୍ରାନ୍ତ ସଂଯୋଜକ

28-Jul-2025



ବଲାଙ୍ଗୀର (ପ୍ରେରଣା ଖବର): ଗତ ୨୬ତାରିଖ ଶନିବାରରୁ ୨୭ ତାରିଖ ରବିବାର ପର୍ଯ୍ୟନ୍ତ ବଲାଙ୍ଗିର କଲେଜ ଛକ ସରସ୍ଵତୀ ଶିଶୁମନ୍ଦିରରେ ଅନୁଷ୍ଠିତ ହୋଇଥିବା ବିଶ୍ଵହିନ୍ଦୁ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତର ପ୍ରାନ୍ତୀୟ ବୈଠକରେ ବଲାଙ୍ଗିରର ଯୁବ ସଂଗଠକ ସୌମ୍ୟରଞ୍ଜନ ମିଶ୍ରଙ୍କୁ ବଜରଙ୍ଗ ଦଳ ଓଡିଶା ପଶ୍ଚିମ ପ୍ରାନ୍ତର ପ୍ରାନ୍ତ ସଂଯୋଜକ ଭାବେ ନୂତନ ଦାୟିତ୍ଵ ନ୍ୟସ୍ତ କରାଯାଇଛି।ଏଥିପାଇଁ ବିଶ୍ଵହିନ୍ଦୁ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତ ସଭାପତି,ପ୍ରାନ୍ତ ସମ୍ପାଦକ ଏବଂ ପ୍ରାନ୍ତ ସଂଗଠନ ମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି। ଶ୍ରୀ ମିଶ୍ର ବଜରଙ୍ଗ ଦଳ ସାଙ୍ଗଠନିକ ଜୀବନରେ ବଜରଙ୍ଗ ଦଳ ବଲାଙ୍ଗିର ନଗର ମିଳନକେନ୍ଦ୍ର ପ୍ରମୁଖ,ବଲାଙ୍ଗିର ନଗର ସଂଯୋଜକ,ବଲାଙ୍ଗିର ଜିଲ୍ଲା ସହ ସଂଯୋଜକ,ବଲାଙ୍ଗିର ଜିଲ୍ଲା ସଂଯୋଜକ,ବଜରଙ୍ଗ ଦଳ ଓଡିଶା ପଶ୍ଚିମ ପ୍ରାନ୍ତ ମିଳନକେନ୍ଦ୍ର ପ୍ରମୁଖ ଏବଂ ଏହା ପୂର୍ବରୁ ପ୍ରାନ୍ତ ସହ ସଂଯୋଜକ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରି ସାରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like