-+91-9937148622 |
prerana_bgr@rediffmail.com |
Monday 20th April 2026 |
R.N.I. Regd No. ODIODI/2010/46693
Breaking News
28-Jul-2025
ବୌଦ୍ଧ(ପ୍ରେରଣା ଖବର): ନିର୍ମାଣାଧିନ ପାନୀୟ ଜଳ ପ୍ରକଳ୍ପର ପରିଦର୍ଶନ କରିଛନ୍ତି ମୁଖ୍ୟଯନ୍ତ୍ରୀ ନାରାୟଣ ପ୍ରସାଦ ଗାନ୍ଧୀ l ଉକ୍ତ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ନିୟୋଜିତ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେବା ସହ ମହାନଦୀ ମଧ୍ୟରେ ନିର୍ମିତ ଇନ୍ଟାକ୍ଟ ଉଏଲ ପରିଦର୍ଶନ କରିଥିଲେ | ପରିଦର୍ଶନ ସମୟରେ ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ସେଠୀ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ପଲ୍ଲବୀ ସାମଲ ଓ ଅନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l