-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||     

HOME   ଜିଲ୍ଲା

ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ପ୍ରକାର ର ୪୦ ( ଚାଳିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

28-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ତରଭା ବ୍ଲକ  ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ନୂତନ ଭାବେ ଯୋଗଦାନ କରିଥିବା ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୦ ( ଚାଳିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୯ ( ଅଣତିରିଶ ) ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୧୧ ( ଏଗାର) ଗୋଟି ସାମୁହିକ ଦରଖାସ୍ତ  ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୨(ଦୁଇ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ତରଭା,  ଶ୍ରୀ ଗଙ୍ଗାରାମ ବୁଡେକ୍ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣିରେ  ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର  ଶ୍ରୀମତି ସୋମ୍ୟାରୁପା ରଥଙ୍କ     ସମେତ  ତହସିଲଦାର, ତରଭା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026

You Might Also Like