-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||     

HOME   ଜିଲ୍ଲା

ପୁସୁଗୁଡା ପଞ୍ଚାୟତ ମନରେଗା କାମରେ ଦୁର୍ନୀତି l ମୋବାଇଲରୁ ଫୋଟୋ ଉଠାଇ ଶିଶୁ ଶ୍ରମିକଙ୍କ ଫୋଟୋରେ ହେଉଛି ମନରେଗା କାର୍ଯ୍ୟର ଏନ.ଏମ୍.ଏମ୍.ଏସ l

28-Jul-2025



କାଲିମେଳା:୨୮/୦୭(ସନ୍ତୋଷ କୁମାର ପଣ୍ଡା)ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ପୁସୁଗୁଡା ପଞ୍ଚାୟତରେ ମନରେଗା କାମରେ ହେଉଛି ଦୁର୍ନୀତି lବାସ୍ତବ ଚିତ୍ରକୁ ନେଇ ପୁଣି ଉଠିଛି ପ୍ରଶ୍ନ। ବର୍ଷକୁ ପ୍ରତ୍ୟେକ ବ୍ୟକ୍ତିଙ୍କ ଶହେ ଦିନର ମଜୁରୀକୁ ସ୍ପଷ୍ଟ କରିବା ପାଇଁ ଶିଶୁ ଶ୍ରମିକଙ୍କୁ ମଧ୍ୟ ନିୟୋଜିତ କରାଯାଇଥ‌ିବା ଭଳି ଚିତ୍ର ସମ୍ମୁଖକୁ ଆସିଛି| ଯେଉଁଥରେ ଶିଶୁ ଶ୍ରମିକଙ୍କ ଫୋଟୋ ମୋବାଇଲ ଫୋଟରୁ ଫୋଟୋ ଉଠାଇ ଏନଏମଏମଏସ କରାଯାଇଥିବାର  ଚିତ୍ର ଦେଖିବାକୁ ମିଳିଛି। ସୂଚନା ମୁତାବକ ପୁସୁଗୁଡା ପଞ୍ଚାୟତର  ସୁନାବେଡା ପାହାଡ଼ ପାଖରେ ଏକ ଟିସିବି କାମ ହୋଇଥିବା ବେଳେ ଏଥିରେ  ଛୋଟ ଛୋଟ ଶିଶୁଙ୍କ ଫୋଟୋ  ମୋବାଇଲ ଫୋଟୋରୁ ଫୋଟୋ ଉଠେଇ ୧୫ ଜୁଲାଇରେ ଅନ ଲାଇନ ମାଧ୍ୟମରେ ଏମାନଙ୍କୁ ଏନଏମ୍ଏମ୍ଏସ କାରାଯାଇଥିବା ଦେଖିବା ପାଇଁ ମିଳିଛି । ଯାହାର ସ୍ପଷ୍ଟ ପ୍ରମାଣ ୧୫ ଜୁଲାଇ ମଙ୍ଗଳବାର ଦିନ ଏହି  କାର୍ଯ୍ୟର ଏନଏମଏମଏସ  ହୋଇଥିବା ଜଣାପଡ଼ୁଛି। ଏହି କାର୍ଯ୍ୟ ର ନିୟମ ରହିଛି ଯେଉଁଦିନ କାର୍ଯ୍ୟ କରିବେ ଶ୍ରମିକ ସେହି ଦିନ ହିଁ ତାହାର ଅନ ଲାଇନ ମାଧ୍ୟମରେ ସେହି ଦିନ ତାହାର ଏନ ଏମ୍ ଏମ୍ ଏସ କରିବା କଥା କିନ୍ତୁ ତାହାର ବିପରୀତ ଚିତ୍ର ଦେଖିବା ପାଇଁ ମିଳୁଛି ଏଠାରେ lଜଣେ ଶିଶୁ ଶ୍ରମିକଙ୍କୁ କାମରେ ନିୟୋଜନ କରିବା ମନରେଗା କାମର ଗାଇଡ୍‌ଲାଇନକୁ ଖିଲାଫ୍ କରିବା ସହ କାର୍ଯ୍ୟର ବାସ୍ତବତା ଉପରେ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି।  ଏହି  କାର୍ଯ୍ୟର କୋଡ଼ ନମ୍ବର- 2431014008/wc/10922095 ବୋଲି ଏନଏମଏମଏସ ପୋର୍ଟାଲରୁ ଜଣାପଡ଼ିଛି। ଏହି କାର୍ଯ୍ୟରେ  ଶିଶୁ ଶ୍ରମିକ ମାନଙ୍କ ଫୋଟୋ ନିର୍ମାଣ କାର୍ଯ୍ୟ କରୁଥିବା ସ୍ପଷ୍ଟ ଏନ ଏମ୍ ଏମ୍ ଏସ ରୁ ଜଣା ପଡୁଥିବା ବେଳେ। ଏପରି ସ୍ଥିତିରେ ଏହି  କାର୍ଯ୍ୟ ଓ ନିୟୋଜିତ ଶ୍ରମିକଙ୍କ ପ୍ରକୃତ ତଥ୍ୟ ଯାଞ୍ଚ କଲେ ଏକ ବଡ ଧରଣର ଦୁର୍ନୀତି  ପଦାକୁ ଆସିବା ସହ ମନରେଗା କାମରେ ଚାଲିଥିବା ବାଟମାରଣା ନୀତି ପଦାକୁ ଆସିବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026

You Might Also Like