-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ବିଶ୍ଵ ହେପାଟାଇଟିସ ଦିବସ ପାଳିତ

28-Jul-2025



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜ଼ିଲ୍ଲା ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ହେପାଟାଇଟିସ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା ପ୍ରଦୀପ କୁମାର ହୋତା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ)ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ,ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନ

ସ୍ବାସ୍ଥ୍ୟ  ଅଧିକାରୀ(TB) ଡ଼ା ପଦ୍ମହଂସା ଦୋରା, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (କୁଷ୍ଠ) ଡ଼ା ତ୍ରିବିକ୍ରମ ପାଣ୍ଡିଆ ଓ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର  ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ହେପାଟାଇଟିସ ରୋଗ ର ଲକ୍ଷଣ ଓ ଏହାର ପ୍ରତିକାର ଉପରେ ଜଣ ସାଧାରଣ ଙ୍କୁ ସଚେତନତା ମାଧ୍ୟମରେ ରୋକା ଯାଇ ପାରିବା ତେଣୁ ଆମେ ସମସ୍ତେ ସନ୍ତୁଳିତ ତଟକା ଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ ବ୍ୟବହାର କରି ଉତ୍ତମ ଜୀବନ ଶୈଳୀ, ନିଶା ଯୁକ୍ତ ଖାଦ୍ୟ ରୁ ବିରତ ହୋଇ ଶାରୀରିକ ପରିଶ୍ରମ କରିବା , ଧୁମପାନ ରୁ ସମ୍ପୂର୍ଣ ମାତ୍ରା ରେ ମୁକ୍ତ ରହିବା, ଯୋଗ ଓ ଧ୍ୟାନ ଅଭ୍ୟାସ କରିବା ଉପରେ ସମସ୍ତଙ୍କୁ ସଚେତନତା ବାର୍ତା ପ୍ରଦାନ କରିବା ଓ ନିୟମିତ ପରୀକ୍ଷା କରାଇ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନ କରି ଥିଲେ l  ହେପାଟାଇଟିସ ରୋଗରୁ ମୃତ୍ୟୁହାରକୁ ନିହାତି ହ୍ରାସ କରି ହେପାଟାଇଟିସକୁ ପ୍ରତିହତ କରି ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ  ବୁଝାଇ ଥିଲେ । 

ଉକ୍ତ ସଭାରେ  ମହିଳା ଆରୋଗ୍ୟ ସମିତି ର କର୍ମକର୍ତ୍ତା ,ଆଶା,SHG ମେମ୍ବର,ମିଶନ ଶକ୍ତି ମେମ୍ବର, ସ୍ଵାସ୍ଥ୍ୟ ବିଭାଗର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ,ଜିଲ୍ଲା ତଥ୍ୟ ପରିଚାଳକ ସୁବ୍ରତ ପାଣିଗ୍ରାହୀ ଓ ନାରାୟଣ ରଥ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ । ଏପିଡ଼େମିଓଲୋଜିଷ୍ଟ ଲୋପାମୁଦ୍ରା ମହାନ୍ତି  ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ. ସକାଳ ୯ ଟା ରୁ ହେପା୍ଟାଈଟିସ ରୋଗ ର ଚିହ୍ନଟି କରଣ ପାଇଁ ରକ୍ତ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା, ଏଥିରେ ଏପିଡ଼େମିଓଲୋଜିଷ୍ଟ ଲୋପାମୁଦ୍ରା ମହାନ୍ତି, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଆଶା କର୍ମୀ ଙ୍କର ରକ୍ତ ପରୀକ୍ଷା କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like