-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||     

HOME   ରାଜ୍ୟ

ପରିବେଶ ର ଆତ୍ମବିଶୋଧନ  କ୍ଷମତା ବଢାଏ  ବୃକ୍ଷ

28-Jul-2025



ଅତାବିରା(ଆକାଶ ମିଶ୍ର) ପରିବେଶରର ସନ୍ତୁଳନ ପାଇଁ ଆଜି ବୃକ୍ଷ ରୋପଣ ହିଁ ଏକମାତ୍ର ପନ୍ଥା ,ଏହାକୁ ପ୍ରତି ଜନ ମାନସକୁ ପହଞ୍ଚାଇବା ପାଇଁ ଜୁଲାଇ ମାସ ରେ ବନ ମହୋତ୍ସବ  ପାଳନ  କରାଯାଇ  ଆସୁଅଛି । ମାଁ ପାଇଁ ଗଛ ଟିଏ ,ଆଜି  ନାରା ଦେଇ  ପ୍ରତି ବିଦ୍ୟାଳୟ ବୃକ୍ଷ ରୋପଣ କରାଯାଉଛି । ଆଜି ଟାଙ୍ଗର ପାଲି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଧର୍ମେନ୍ଦ୍ର ପତି ଙ୍କ ଅଧ୍ୟକ୍ଷତାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ  କରାଯାଇ ଥିଲା ।  ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟକୁ ସ୍ଥାନୀୟ ଅଞ୍ଚଳର ଲୋକ ଙ୍କ ପାଖରେ ପହଞ୍ଚାଇବା । ବୃକ୍ଷରୋପଣ ପାଇଁ ଅଞ୍ଚଳର ବ୍ୟକ୍ତି ବିଶେଷ ତଥା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ  ବଢାଇବା ।  ଏହା ସହିତ ପରିବେଶ ସୁରକ୍ଷା ପାଇଁ ସଚେତନ ବାର୍ତ୍ତା ଦିଆଯାଇଥିଲା। ଛାତ୍ର ଛାତ୍ରୀ ମାନେ ବିଦ୍ୟାଳୟ ରୁ ଗ୍ରାମକୁ  ସଂଯୋଗ କରିଥିବା ରାସ୍ତାରେ  ୧୩୫ ଟି ବିଭିନ୍ନ ପ୍ରକାରର ବୃକ୍ଷ ରୋପଣ କରିଥିଲେ ।ଏହା ସହ ଏହି ବୃକ୍ଷ ଗୁଡ଼ିକର ଯତ୍ନ ନେବା ପାଇଁ ମଧ୍ୟ ପ୍ରଧାନଶିକ୍ଷକ ସମସ୍ତ ଛାତ୍ରଛାତ୍ରୀ ତଥା ଗ୍ରାମବାସୀଙ୍କୁ  ଉତ୍ସାହିତ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗଜାନନ ପ୍ରଧାନ, ପ୍ରକୃତି ବନ୍ଧୁ ପ୍ରଶାନ୍ତ ପତି, ଶିକ୍ଷକ ରମେଶ ମେହେର, ଶିକ୍ଷୟିତ୍ରୀ ରଶ୍ମିତା ସାହୁ ସହଯୋଗ କରିଥିଲେ ।ଏହି ଅବସରରେ  ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୃକ୍ଷ ହିଁ ଜୀବନ ଉପରେ ଏକ ପ୍ରବନ୍ଧ ପ୍ରତିଯୋଗିତା କରାଯାଇ କୃତି ଛାତ୍ର ଛାତ୍ରୀ ଙ୍କୁ  ଟ୍ରଫି ଓ ମାନପତ୍ର ସହ ପୁରସ୍କୃତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026

You Might Also Like