-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||     

HOME   ଜିଲ୍ଲା

୩କେଜି ଗଞ୍ଜେଇ ଜବତ, ଜଣେ ଗିରଫ

28-Jul-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ରାମପୁର ପୁଲିସ ପକ୍ଷରୁ ଏକ ଗଞ୍ଜେଇ ଚାଲାଣ ବେଳେ ଜଣକୁ ଧରି ଗିରଫ କରି ଆଜି କୋର୍ଟ ଚାଳାଣ କରିଥିବା ଜଣାଯାଏ । ରାମପୁର ପୁଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲା ବାଘମୁନା ଗ୍ରାମର ଜଣେ ବ୍ୟକ୍ତି ରମେଶ ଗୁରୁ (୩୪) ଏକ ବାଇକ ଯୋଗେ ଗଞ୍ଜେଇ ନେଇ ରାମପୁରକୁ ଆସୁଥିବା ଥାନାଧିକାରୀ ପଦ୍ମାସିନୀ ମେହେର କୌଣସି ସୂତ୍ରରୁ ଖବାର ପାଇଥିଲେ । ତାଙ୍କ ନିର୍ଦ୍ଦେଶ କ୍ରମେ ରାମପୁର ପୁଲିସ ଏକ ଦଳ ପିଛା କରିଥିଲେ ।ରାମପୁର କେନାଲ ନିକଟରେ ତାଙ୍କୁ ଅଟକ ରଖ୍ ବାଇକ କୁ ୟାଂଚ କରିଥିଲେ ।ତାଙ୍କ ନିକଟରୁ ୩କେଜି ୩ଶହ ଗ୍ରାମ ଗଞ୍ଜେଇ ସହିତ ଏକ ବାଇକ ଓଡି ୩୧ଜି ୯୬୨୬, ଗୋଟିଏ ମୋବାଇଲ ଏବଂ ଏକ ହଜାର ଟଙ୍କା ଜବତ କରିଥିଲେ । ରାମପୁର ଥାନାରେ ଏହାକୁ ନେଇ ଏକ ମାମଲା ରଜୁ ହୋଇ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନାଧିକାରୀ ପଦ୍ମାସିନୀ ମେହେର ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026

You Might Also Like