-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଜିଲ୍ଲା

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ

28-Jul-2025



ଭୁବନେଶ୍ୱର(ପ୍ରେରଣା ଖବର): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିରିପୁରସ୍ଥିତ ଇମେଜ୍ ଠାରେ ଆୟୋଜିତ କରାଯାଇଛି । ଏହି ପ୍ରଶିକ୍ଷଣରେ ୧୦୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି ।

ଉଦଘାଟନୀ ଅଧିବେଶନରେ ବିଦ୍ୟାଳୟ  ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ,  ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସସ୍ମିତା ମାଳି, ଶ୍ରୀମତୀ ସ୍ନିଗ୍ଧା ମିଶ୍ର, ଶ୍ରୀମତୀ ଜୁଲି ମଙ୍ଗରାଜ ଓ ଉପ-ନିର୍ଦ୍ଦେଶକ ଶ୍ରୀ ଜିତେନ୍ଦ୍ର ନାୟକ ଉପସ୍ଥିତ ଥିଲେ ।   

ଉଦଘାଟନୀ ଅଧିବେଶନରେ ଯୋଗ ଦେଇ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ନନ୍ଦ କହିଛନ୍ତି, ଛାତ୍ରଛାତ୍ରୀମାନଙ୍କର ସର୍ବାଙ୍ଗୀନ ଉନ୍ନତି ଓ ସେମାନଙ୍କର ଚରିତ୍ର ଗଠନ ନିମନ୍ତେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନମ୍ର ହେବାକୁ ପଡ଼ିବ । ଛାତ୍ରଛାତ୍ରୀମାନଙ୍କର ମାନସିକ ଚାପକୁ ହ୍ରାସ କରିବା ପାଇଁ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଶିକ୍ଷା ପ୍ରଦାନ କରିବା ସହ ଅଭିଭାବକମାନଙ୍କୁ ମଧ୍ୟ ସଚେତନ କରାଇବାର ଆବଶ୍ୟକତା ରହିଛି । ଏଥିସହ ଏକବିଂଶ ଶତାବ୍ଦୀର ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜାତୀୟ ଶିକ୍ଷା ନୀତିରେ ଥିବା ଧନ୍ଦାମୂଳକ, ବୈଷୟିକ, ଦକ୍ଷତା ବିକାଶ ଓ ଡିଜିଟାଲ୍ ଶିକ୍ଷାକୁ ପ୍ରାଧାନ୍ୟ ଦେବା ପାଇଁ ଶ୍ରୀମତୀ ନନ୍ଦ ଗୁରୁତ୍ବ ଦେଇଥିଲେ ।  ସେହିପରି ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସସ୍ମିତା ମାଳି ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ତାଲିମ୍ କାର୍ଯ୍ୟକ୍ରମରେ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିବା ବେଳେ ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଧନ୍ୟବାଦ ଅର୍ପଣ କରିଛନ୍ତି  । 

ଏହି ପାଞ୍ଚ ଦିନିଆ ତାଲିମ୍ କାର୍ଯ୍ୟକ୍ରମରେ ପିଜିଟିମାନଙ୍କ ଦକ୍ଷତା ବିକାଶ ଉପରେ ପ୍ରାଧାନ୍ୟ ଦିଆଯିବ । ଓଡ଼ିଶା କ୍ୟାରିୟର ପୋର୍ଟାଲ୍ ପରିଚାଳନା, ଶିକ୍ଷକମାନଙ୍କ ବୃତ୍ତିଗତ ବିକାଶ, ଶ୍ରେଣୀଗୃହ ପରିଚାଳନା ଓ ଶିକ୍ଷଣ ଦକ୍ଷତା ବିକାଶ, ଗ୍ରୁପ୍ ଆକ୍ଟିଭିଟି,  ଆକାଂକ୍ଷା ବିଦ୍ୟାଳୟର ଗଠନ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ । ଏଥିସହ ପୂର୍ବରୁ କରାଯାଇଥିବା ତାଲିମ୍ କାର୍ଯ୍ୟକ୍ରମରୁ ମତାମତ ଗ୍ରହଣ କରିବା ପରେ ଚଳିତ ତାଲିମ୍ କାର୍ଯ୍ୟକ୍ରମରେ ଆଇ-ଜିଓଟି କର୍ମଯୋଗୀ ଆପ୍ ର ବ୍ୟବହାର, ଧନ୍ଦାମୂଳକ ଶିକ୍ଷା, ଛାତ୍ରବୃତ୍ତି, ସୁସ୍ଥ ଶ୍ରେଣୀଗୃହ ପାଇଁ ବ୍ୟକ୍ତିଗତ ପୁଷ୍ଟିସାରସ୍ତର ବୃଦ୍ଧି ଓ ସ୍ୱାସ୍ଥ୍ୟର ଉନ୍ନତି, କ୍ଲାଇମେଟ୍ ରେଜିଲିଏଣ୍ଟ ବିଦ୍ୟାଳୟ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like