"/>

-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଦେଶ ବିଦେଶ

“ରାଜ୍ୟ ପଞ୍ଚାୟତ ପୁରସ୍କାର” “ପଞ୍ଚାୟତିରାଜ ଅନୁଷ୍ଠାନମାନଙ୍କ ପ୍ରଦର୍ଶନରେ ଆସିବ ବିଶେଷ  ଉନ୍ନତି, ରାଜ୍ୟର ପ୍ରଗତିରେ ଯୋଡିହେବ ଗୁରୁତ୍ବପୂର୍ଣ୍ଣ ଅଧ୍ୟାୟ” ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ୯ ଟି ଥିମ ଓ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଦିଆଯିବ ୧୨୯ ଗୋଟି ପୁରସ୍କାର ସମସ୍ତ ପୁରସ୍କାର ପାଇଁ ସରକାରଙ୍କ ତରଫରୁ ୪ କୋଟି ଟଙ୍କାର ବ୍ୟବସ୍ଥା

28-Jul-2025



ଭୁବନେଶ୍ଵର, ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାରେ ଉନ୍ନତ ପ୍ରଦର୍ଶନକୁ ଅଭିପ୍ରେରିତ କରିବା ସହ ଆହୁରି ସୁଯୋଗ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯିବ ରାଜ୍ୟ ପଞ୍ଚାୟତ ପୁରସ୍କାର l  ସେଥିପାଇଁ ୯ଟି ଥିମ ଓ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୨୯ ଗୋଟି ପୁରସ୍କାର ଦିଆଯିବ ଯେଉଥି ପାଇଁ  ସରକାରଙ୍କ ତରଫରୁ ୪ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ବୋଲି ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ପ୍ରକାଶ କରିଛନ୍ତି l  

ଏହି ସମ୍ପର୍କରେ ଗଣମାଧ୍ୟମକୁ ସମ୍ବୋଧିତ କରି ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ରାଜ୍ୟ ପଞ୍ଚାୟତ ପୁରସ୍କାର ବିଷୟରେ ସବିଶେଷ ତଥ୍ୟ ରଖିଛନ୍ତି l Panchayat Advancement Index ସ୍କୋରରେ ପ୍ରଦର୍ଶନ ଅନୁଯାୟୀ  ନଅଟି ଥିମ ଯଥା : MGNREGA, ସ୍ୱଚ୍ଛତା- ବାହ୍ୟ ମଳମୁକ୍ତ, ଜଲ ଜୀବନ ମିଶନ, ସୁଶାସନ, ଦକ୍ଷତା ବିକାଶ, ଆୟ ସ୍ରୋତ ବୃଦ୍ଧି, ଅନଲାଇନ ଅଡିଟ, ଉନ୍ନତ GPDPs, eGS ପୋର୍ଟାଲରେ ଗ୍ରାମ ପଞ୍ଚାୟତର ତଥ୍ୟ ଅଦ୍ୟତନ ଆଦି  କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ  ଏହି ପୁରସ୍କାର ସବୁ ଦିଆଯିବ l ଚାରିଟି ବର୍ଗରେ ପୁରସ୍କାରଗୁଡ଼ିକ ରାଜ୍ୟ ସ୍ତର, ଜିଲ୍ଲା ସ୍ତର, ବ୍ଲକ ସ୍ତର ଓ ସଂସ୍ଥାଗତ ସ୍ତରରେ ପ୍ରଦାନ କରାଯିବ l 

ରାଜ୍ୟ ସ୍ତରରେ ଯୋଗ୍ୟ ବିବେଚିତ  ଗ୍ରାମ ପଞ୍ଚାୟତ ଗୁଡିକୁ ପ୍ରଥମ ସ୍ଥାନ-୧୫ ଲକ୍ଷ, ଦ୍ବିତୀୟ ସ୍ଥାନ-୧୦ ଲକ୍ଷ, ତୃତୀୟ ସ୍ଥାନ-୫ ଲକ୍ଷ ଅର୍ଥରାଶି ପ୍ରଦାନ କରାଯିବ l   ଯୋଗ୍ୟ ବିବେଚିତ  ପଞ୍ଚାୟତ ସମିତି ଗୁଡିକୁ ମଧ୍ୟ  ପ୍ରଥମ ସ୍ଥାନ-୧୫ ଲକ୍ଷ, ଦ୍ବିତୀୟ ସ୍ଥାନ-୧୦ ଲକ୍ଷ, ତୃତୀୟ ସ୍ଥାନ-୫ ଲକ୍ଷ ଅର୍ଥରାଶି ପ୍ରଦାନ କରାଯିବ l  ଯୋଗ୍ୟ ବିବେଚିତ  ଜିଲ୍ଲା ପରିଷଦ ଗୁଡିକୁ  ପ୍ରଥମ ସ୍ଥାନ-୨୫  ଲକ୍ଷ, ଦ୍ବିତୀୟ ସ୍ଥାନ-୨୦ ଲକ୍ଷ, ତୃତୀୟ ସ୍ଥାନ-୧୫ ଲକ୍ଷ ଅର୍ଥରାଶି ପ୍ରଦାନ କରାଯିବ l  ସେହିଭଳି ନଅଟି ଥିମ୍ ରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ପାଇଁ ଯଥା କ୍ରମେ ୫ ଲକ୍ଷ, ୩ ଲକ୍ଷ ଓ ୨ ଲକ୍ଷ, ସର୍ବମୋଟ ୨୭ ଗୋଟି ପୁରସ୍କାର ପ୍ରଦାନ କରାଯିବ l 

ସେହି ଭଳି ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ : ୩ ଲକ୍ଷ , ଦ୍ବିତୀୟ ସ୍ଥାନ: ୨ ଲକ୍ଷ୍, ତୃତୀୟ ସ୍ଥାନ: ୧ ଲକ୍ଷ ଅର୍ଥ ରାଶି ସର୍ବମୋଟ ୯୦ ଗୋଟି ପୁରସ୍କାର ପ୍ରଦାନ କରାଯିବ l  ବ୍ଲକ ସ୍ତରୀୟ ପୁରସ୍କାରରେ ପ୍ରଶଂସାପତ୍ର ପ୍ରଦାନ କରାଯିବ l 

ଏହି ଅର୍ଥରାଶି ସାମଗ୍ରିକ ଭିତ୍ତିଭୂମିର ବିକାଶ, ସ୍ବାସ୍ଥ୍ୟ ଶିବିର ଆୟୋଜନ, ଡିଜିଟାଲ ଓ ସାର୍ବଜନୀନ ଲାଇବ୍ରେରୀ, ସ୍ଵତନ୍ତ୍ର ଦିବସ ପାଳନ, ଅଙ୍ଗନବାଡ଼ି କେନ୍ଦ୍ରର ମରାମତି ଓ ପୁନଃନବୀକରଣ, ଶିଶୁମାନଙ୍କ  ପାଇଁ ବିନୋଦନ ସୁବିଧା, ଦିବ୍ୟଙ୍ଗଜନଙ୍କ ବିକାଶ, ସୂଚନା-ଶିକ୍ଷା -ସଞ୍ଚାର ଆଦି କ୍ଷେତ୍ରରେ ଖର୍ଚ୍ଚ ହେବ l  

ରାଜ୍ୟ ସରକାରଙ୍କ  ଦ୍ୱାରା ନିର୍ଦ୍ଧାରିତ ସ୍ଥାୟୀ ଉନ୍ନତି ଲକ୍ଷ୍ୟ (LSDGs)ର ନଅଟି ବିଷୟରେ  ପଞ୍ଚାୟତି ରାଜ ଅନୁଷ୍ଠାନ ମାନଙ୍କର   ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ଆଧାରରେ ପ୍ରୋତ୍ସାହନ ଦେବାକୁ ଗ୍ରହଣ  କରାଯାଇଥିବା ଏହି  ଉଦ୍ୟମ, ସ୍ୱାବଳମ୍ବୀ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକୁ ପ୍ରେରିତ କରିବ ଓ  ଏହି ପଦକ୍ଷେପ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଏକ ବଳିଷ୍ଠ ଉଦ୍ୟମ ସାବ୍ୟସ୍ତ ହେବ ବୋଲି ମାନ୍ୟବର ମନ୍ତ୍ରୀ   ଶ୍ରୀ ନାଏକ ମତପ୍ରକାଶ କରିଛନ୍ତି l

WhatsApp Image 2024-11-03 at 18 

                                                                                            


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like