-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଜିଲ୍ଲା

ଫୁଲବାଣୀ ଠାରେ ଜାତୀୟ ମାତୃ ପିତୃ ଦିବସ ୨୦୨୫ ପାଳିତ

29-Jul-2025



ଫୁଲବାଣୀ(ପ୍ରେରଣା ଖବର): କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ସ୍ଥାନୀୟ ହାଟପଦା ସ୍ଥିତ ଯାତ୍ରା ପଡିଆ ସଭାଗୃହଠାରେ ସଙ୍ଘ ସଭାପତି ପଦ୍ମ ଚରଣ ସ୍ବାଇଁଙ୍କ ସଭାପତିତ୍ୱରେ ଜାତୀୟ ମାତୃପିତୃ ଦିବସ ୨୦୨୫ ପାଳିତ ହୋଇଯାଇଛି l  ଭାରତୀୟ ସଂସ୍କୃତି ଓ ପରମ୍ପରା ଆଧାରରେ ପିତାମାତାଙ୍କୁ ପୂଜା କରାଯାଉ ଥିଲା।ମାତା ପିତାଙ୍କୁ ଉପଯୁକ୍ତ ସମ୍ମାନ ଦିଆଯାଉଥିଲା।ବିଦ୍ୟାଳୟରେ ଗୁରୁ ଓ ଗୁରୁଜନଙ୍କୁ ସମ୍ମାନ ଦେବାକୁ ଉପଯୁକ୍ତ ନୈତିକ ଶିକ୍ଷା ଦିଆଯାଉଥିଲା।ଆଜିର ଦିନରେ ନୈତିକ ଶିକ୍ଷାର ଅଭାବ ରହୁଛି,ଓ ପିଲାମାନଙ୍କ ପ୍ରତି ଅନୁଶାସନର ଅଭାବ ରହୁଛି।ଯାହା ଫଳରେ କେତେକ ପିତା ମାତାଙ୍କୁ  ତାଙ୍କର ପିଲାମାନେ ଅସମ୍ମାନ ପ୍ରଦର୍ଶନ କରୁଥିବା ଦେଖା ଯାଉଛି।ପିତା ମାତା ଜୀବନ୍ତ ଦେବତା।ତେଣୁ ମନ୍ଦିର ଯାଇ ଠାକୁରଙ୍କୁ ଭୋଗ ନୈବେଦ୍ୟ ଚଢାଇବା ଯେତିକି ଆବଶ୍ୟକ ତାଠାରୁ ଅଧିକ ଆବଶ୍ୟକ ବାପା ମାଆଙ୍କ ସେବା କରିବା ଓ ଉପଯୁକ୍ତ ସମ୍ମାନ ନେବା ।ତେଣୁ ସମାଜରେ ପିତାପୁତ୍ର ମଧ୍ୟରେ ମୂଲ୍ୟବୋଧ କମି ଯାଉଥିବାରୁ  ପୂର୍ବ ସମ୍ପର୍କ ବଜାଇ ରଖିବାକୁ ଜିଲା ବରିଷ୍ଠ ନାଗରିକ କମିଟି ପକ୍ଷରୁ ଏହି ଦିବସର ମହତ୍ୱ ପ୍ରତିପାଦନ କରିବା ପାଇଁ ହାଟପଦାଠାରେ ବହୁ ବରିଷ୍ଠ ନାଗରିକ ଓ ନାତି ନାତୁଣୀ ମାନଙ୍କୁ ନେଇ ମାତୃପିତୃ ଦିବସ ପାଳନ କରାଯାଇଛି।
ଏହି ଅବସରରେ ସଂଘ ସାଧାରଣ ସମ୍ପାଦକ ପ୍ରଣବ ମଣ୍ଡଳ, କାର୍ଯ୍ୟକାରୀ ସଭାପତି ନବ କିଶୋର ରଥ, ଉପସଭାପତି  ପିତାମ୍ବର ମିଶ୍ର ଓ ମଞ୍ଜୁଳା ପାଣିଗ୍ରାହୀ, ବଂଶୀଧାର ପଣ୍ଡା, ଅମୀୟ କୁମାର ଦାସ ଓ ପ୍ରମୋଦ କୁମାର ସାହୁ, ବ୍ରଜ ପଟନାୟକ, କୋଷାଧକ୍ଷ ପି ରଘୁନନ୍ଦନ ପାତ୍ର, ପ୍ରିୟନାଥ ଶର୍ମା,ନାରାୟଣ ସାହୁ,ଟି ରାଜ ଗୋପଳ ପାତ୍ର,କୃଷ୍ଣ ମିଶ୍ର ପ୍ରମୁଖ ଯୋଗ ଦେଇ ଏ ଦିବସ ସମ୍ପର୍କରେ ଆଲୋକ ପାତ କରିଥିଲେ। ସମେତ  ସମସ୍ତ ସଦସ୍ୟ ଓ କୁନି କୁନି ପିଲାମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like