-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଅମ୍ବାଭୋନା ପ୍ରଖଣ୍ଡ ବଜରଙ୍ଗ ଦଳ ପକ୍ଷରୁ ଶିବ ଭକ୍ତଙ୍କୁ ଉପମା, ଚା ଓ ବିସ୍କୁଟ ବଣ୍ଟନ 

29-Jul-2025



ଅମ୍ବାଭୋନା(ପ୍ରେରଣା ଖବର): ବରଗଡ ଜିଲ୍ଲା ଅନ୍ତର୍ଗତ ପଶ୍ଚିମ ଓଡିଶା ର ପ୍ରସିଦ୍ଧ ଶୈବ ପୀଠ ବାବା କେଦାରନାଥଙ୍କ ମନ୍ଦିର ପ୍ରାଙ୍ଗଣରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା। ଅନେକ ଦୂରଦୁରାନ୍ତରୁ ଶିବ ଭକ୍ତ ମାନେ ତଥା କାଉଡିଆ ମାନେ ବୋଲବମ ଧ୍ଵନି ରେ ନାରା ଦେଇ କେଦାରନାଥ ବାବାଙ୍କୁ ଜଳ ଲାଗି ପାଇଁ ଆସିଥିଲେ। ଅମ୍ବାଭୋନାର ଏହି ବାରପାହାଡ଼

ଘେରା ଜଙ୍ଗଲର ମନୋରମ ଦୃଶ୍ୟ ଭିତରେ ବାବାଙ୍କ ସୁନ୍ଦର ମନ୍ଦିର ବହୁତ ସୁନ୍ଦର ଦେଖାଯାଏ। ଏଠାରେ ମାନସିକ ପୂରଣ ହେବା ନେଇ ଭକ୍ତଙ୍କ ମଧ୍ୟରେ ଅନେକ ବିଶ୍ୱାସ ରହିଥିବାରୁ ବହୁତ ଭିଡ଼ ପରିଲକ୍ଷିତ ହୁଏ। ଏପରି ସ୍ଥଳେ ଅନେକ ସ୍ବେଛାସେବୀ ସଂଗଠନ ମାନେ ରାସ୍ତାର ବିଭିନ୍ନ ସ୍ଥାନରେ  ଭକ୍ତ ମାନଙ୍କ ପାଇଁ ପ୍ରସାଦ ସେବାର ବ୍ୟବସ୍ଥା କରିଥାନ୍ତି। ସେହିପରି ଅମ୍ବାଭୋନା ପ୍ରଖଣ୍ଡ ବଜରଙ୍ଗ ଦଳର ସଦସ୍ୟ ମାନେ ମଧ୍ୟ

ମନ୍ଦିର ପରିସରରେ ଭକ୍ତ ମାନଙ୍କୁ ଉପମା, ଚା ଓ ବିସ୍କୁଟ ବଣ୍ଟନ କରିଥିଲେ। ଅମ୍ବାଭୋନା ବଜରଙ୍ଗ ଦଳର ସଭାପତି ଡମ୍ବରୁ ମେହେରଙ୍କ ନେତୃତ୍ତ୍ୱରେ ଉପମା,ଚା ଓ ବିସ୍କୁଟ ବଣ୍ଟନ କରା ଯାଇଥିବା ବେଳେ ବଜରଙ୍ଗ ଦଳ ର ସକ୍ରିୟ ସଦସ୍ୟ ଦୁଷ୍ମନ୍ତ, ଟିକେଶ, ତରୁଣ, ଶିବା, ରଞ୍ଜନ, ଅରୁଣ, ସୁରେନ୍ଦ୍ର, ସୋନୁ, ଜୟାନନ ଓ ଜୟନ୍ତ ଆଦି ଏହି ସେବା ରେ ସାମିଲ ହୋଇ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like