-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||     

HOME   ଜିଲ୍ଲା

ଭବାନୀପାଟଣା-ଖରିଆର ୧୬ ନମ୍ବର ରାଜ୍ୟ ରାଜପଥ ଜାମଖୁଣ୍ଟା ବୁଲାଣୀ ନିକଟରେ ଦୁର୍ଘଟଣା ଦୁଇ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

29-Jul-2025



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଭବାନୀପାଟଣା - ଖରିଆର ୧୬ ନମ୍ବର ରାଜ୍ୟ ରାଜପଥର ଜାମଖୁଣ୍ଟା ବୁଲାଣୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଯାଇଛି। ସୋମବାର ମଧ୍ୟାହ୍ନରେ ବାଇକ୍ ନମ୍ବର ଓଡି ୨୬ ଏଚ ୩୩୪୭ ରେ ବାପପୁଅ ଦୁଇଜଣ ନିଜ ଘରକୁ ଫେରୁଥିଲେ। ତେବେ କୌଣସି କାରଣରୁ ଜାମଖୁଣ୍ଟା ବୁଲାଣୀ ନିକଟରେ ଦୁର୍ଘଟଣା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସୁଚନାନୁଯାଇ ଖଡ଼ିଆଳ ଥାନା ଅନ୍ତର୍ଗତ ଖାସବାହାଲ ଗ୍ରାମର ଉପେନ୍ଦ୍ର ଶବର (୪୦) ଙ୍କ ନିଜ ପରିବାରର ଜଣେ ମୃତ୍ୟୁବରଣ କରିଥିବାବେଳେ ତାଙ୍କ

ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ତାଙ୍କ ସମ୍ପର୍କୀୟ ଘରେ ରହି ପାଠ ପଢ଼ୁଥିବା ପୁଅ ହରିଓମ ଶବର (୧୨) କୁ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ଗୁରଜୁମ ଗ୍ରାମକୁ ଆଣିବାକୁ ଯାଇଥିଲେ। ତେବେ ଫେରିବା ସମୟରେ କୌଣସି କାରଣରୁ

ଦୁର୍ଘଟଣାର ଶିକାର ହୋଇ ଦୁଇ ବାପ ପୁଅଙ୍କ ମୃତ୍ୟୁ ଘଟିଯାଇଛି। ତେବେ ଖବର ପାଇ କ୍ଷତିପୂରଣ ଦାବିରେ ପରିବାର ବର୍ଗ  ରାସ୍ତାରୋକ କରିଥିଲେ। ସିନ୍ଧେକେଲା ପୋଲିସ ବୁଝାସୁଝା କରିଥିଲା। ବଙ୍ଗୋମୁଣ୍ଡା ତହସିଲଦାର ଘଟଣାସ୍ଥଳକୁ ପହଞ୍ଚି ୨୦ ହଜାର ଟଙ୍କା ର ସହାୟତା ଦେବାପରେ ରାସ୍ତାରୋକ ହଟିଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026

You Might Also Like