-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ବିଇଓଙ୍କ ଜରିଆରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ଦାବିପତ୍ର ପ୍ରଦାନ*

29-Jul-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ର ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ବ୍ଲକ ଶିକ୍ଷା ଅଧିକାରୀ ଙ୍କୁ ମଙ୍ଗଳବାର ଅପରାହ୍ନ ରେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି | ବ୍ଲକ ସଦର ମହକୁମାସ୍ଥିତ ଶିବ ମନ୍ଦିର ଠାରେ ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ର କର୍ମକର୍ତ୍ତା ମାନେ ମିଳିତ ହୋଇ ଏକ ଶୋଭାଯାତ୍ରାରେ ବାହାରି ବ୍ଲକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟ|ଳୟ ରେ ପହଞ୍ଚିଥିଲେ | ଏହାପରେ  ୟୁନିଫାଏଡ ଉପସ୍ଥାନ ପଦ୍ଧତିକୁ ବିରୋଦ୍ଧ କରି ମୁଖ୍ୟ ମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବ୍ଲକ ଶିକ୍ଷା ଅଧିକାରୀ ରଶ୍ମିତା ନେତମ ଙ୍କୁ ପ୍ରଦାନ କରିଥିଲେ | ଉକ୍ତ ଦାବିପତ୍ରରେ ୬ ଦଫା ଦାବୀ ଯଥା:- ୟୁନିଫାଏଡ ଉପସ୍ଥାନ ପଦ୍ଧତି ଦ୍ଵାରା ଉପସ୍ଥାନ ତୁରନ୍ତ ସ୍ଥଗିତ କରାଯାଉ, କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ କରିବା, ଠିକା ନିଯୁକ୍ତି ବନ୍ଦ କରିବା, ଏଚଆରଏମଏସ ରେ ଛୁଟିନେବା ସହିତ ଲିଖିତ ଆକାରରେ ଛୁଟି ନେବାକୁ ମଧ୍ୟ ଅନୁମତି ପ୍ରଦାନ, ଏକ୍ସ- କ୍ୟାଡର ଉଚ୍ଛେଦ କରି ସମସ୍ତ ଶିକ୍ଷକ ଙ୍କୁ ଗୋଟିଏ କ୍ୟାଡର କରାଯାଉ  ଓ ବିଦ୍ୟାଳୟ ଗୁଡିକରେ ଛାତ୍ରୀଛାତ୍ର ଓ ଶିକ୍ଷୟତ୍ରୀ ଶିକ୍ଷକ ଙ୍କୁ ସମସ୍ତ ପ୍ରକାର ଭିତ୍ତିଭୂମି ଯୋଗାଇଦେବା ଆଦି ଦାବୀ ଉଲ୍ଲେଖ ରହିଛି | ଏହି ଦାବିପତ୍ର ପ୍ରଦାନ ସମୟରେ  ମିଳିତ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତା ଶିକ୍ଷୟତ୍ରୀ ବନଲତା ମହାନ୍ତି, ଗୀତାଞ୍ଜଳି ନିହାଲ, ପ୍ରତିମା ମାଝି, ଲକ୍ଷ୍ମୀପ୍ରିୟା ଚୌଧୁରୀ, ବିଷ୍ଣୁପ୍ରିୟା ବେହେରା, ନମିତା ମାଝି ଓ ନିବେଦିତା ଦାଶ, ଶିକ୍ଷକ ଜିତେନ୍ଦ୍ର କୁମାର ମାଝି,, କୃଷ୍ଣଚନ୍ଦ୍ର ପଣ୍ଡା, ରତିକାନ୍ତ ନାୟକ, ଧନସିଂ ତନ୍ତି, ଦୟାନିଧି ବଞ୍ଜରା, ମୋହନସିଂ ଗଣ୍ଡ, ସୁରେଶ ଚନ୍ଦ୍ର ବେହେରା, ବଲ୍ଲଭ ନାରାୟଣ ପଣ୍ଡା,ଅଭିରାମ ପାଢ଼ୀ, ବିଶ୍ଵେଶ କୁମାର ତ୍ରିପାଠୀ, ପ୍ରଦୀପ କୁମାର ପାଢୀ, ସମୁଦୁ ଗଣ୍ଡ, ରବି ପ୍ରଧାନ,ସୁରେଶ ହରିଜନ, ଯୁଜେଷ୍ଟି ମାଝୀ ଓ ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like