-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||     

HOME   ଜିଲ୍ଲା

ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ନାଗ ପଂଚମୀ ପୂଜା

29-Jul-2025



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ନାଗ ପଂଚମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଲୋକନାଥ ମନ୍ଦିର ମାଁ ମାନସା ଦେବୀ ମନ୍ଦିରରେ ଶ୍ରାବଣ ମାସର ତୃତୀୟ ପାଳିରେ ନାଗ ପଂଚମୀ ପୂଜା ପାଇଁ ମନ୍ଦିରରେ ଭକ୍ତଙ୍କର ସୁଅ ଛୁଟିଥିଲା । ସବୁ ବର୍ଷ ଭଳି ଏ ବର୍ଷ ମଧ୍ୟ ମନ୍ଦିରରେ ବେଶ୍ ଭିଡ ଜମିଥିଲା । ନାଗ ଦର୍ଶନରେ ବହୁତ ଲୋକଙ୍କ ଜିବନ ଚାଲିଯାଉଥିବା ବେଳେ ବର୍ଷା ମାସରେ ଗାଁ ଠାରୁ ସହର ମଧ୍ୟରେ ସର୍ପ ଦଂଶନରେ ନିରିିହ ଜିବନ ହାନି ଘଟୁଛି । ଅନେକ ଲୋକ ମଧ୍ୟ ସର୍ପ ଦଂଶନ ଶିକାର ହେଉଛନ୍ତି । ଏଭଳି ସ୍ଥିତିରେ ଅନେକ ଲୋକ ଗୁନି ଗାରିଡି କରି ସର୍ପ ଦଂଶନର ଚିକିତ୍ସା କରୁଛନ୍ତି । ଏଭଳି ଅନ୍ଧ ବିଶ୍ୱାସ ଉପରେ ବିଶ୍ୱାସ ନ କରି ସର୍ପ ଦଂଶନ କଲେ ଚିକିତ୍ସା ପାଇଁ କମିଟି

ପକ୍ଷରୁ ଆହ୍ୱାନ କରାଯାଇଛି । ସାପ କାମୁଡିବା ଜାଣିବା ପରେ ତୁରନ୍ତ ନିକଟସ୍ଥ ହସ୍‌ପିଟାଲ କୁ ଯାଇ ଚିକିତ୍ସା କରିବା ଓ ଲୋକଙ୍କୁ ଅନୁରୋଧ କରିଛନ୍ତି । ଲୋକନାଥ ମନ୍ଦିର ପୂଜକ ଥନାପତି ପୂଜା ଅର୍ଚ୍ଚନା କରିଥିଲେ ଓ ବାଳମୁକୁନ୍ଦ ଥନାପତି କରିଥିଲେ । ଏଥିରେ ପ୍ରେସ କ୍ଲବ ସଭାପତି ଅରୁଣ ମିଶ୍ର, ଦେବାଳୟ ସୁରକ୍ଷା କମିଟି ଅଧ୍ୟକ୍ଷ ଜୟକୃଷ୍ଣ ମିଶ୍ର, ସୁଧିର ମିଶ୍ର, ଶମ୍ଭୁ ଶତପଥି, ପ୍ରଶାନ୍ତ ମହାକୁର, ନରେନ୍ଦ୍ର କବାଟ ଓ ମନରଂଜନ ପୁରୋହିତ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026

You Might Also Like