-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

+୨କଳା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ସମ୍ବଦ୍ଧନା

29-Jul-2025



କାଲିମେଳା:(ସନ୍ତୋଷ କୁମାର ପଣ୍ଡା)ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ ଭି ୭୯ ସ୍ଥିତ ଡ଼ ଶ୍ୟାମା ପ୍ରସାଦ ଉଚ୍ଚ ମାଧ୍ୟ୍ୟମିକ ବିଦ୍ୟାଳୟ ର  ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ସମ୍ବଦ୍ଧନା କରାଯାଇଛି l ଏହି ସଭାକୁ ଅଧକ୍ଷ ପ୍ରଦୀପ୍ତ କୁମାର ମିଶ୍ର ଅଧ୍ଯକ୍ଷତା କରି ଛାତ୍ରଛାତ୍ରୀଙ୍କୁ ନୂତନ ଶିକ୍ଷାବର୍ଷ ୨୦୨୫-୨୬ କୁ ସ୍ବାଗତ ଜଣାଇବା ସହିତ ଶୃଙ୍ଖଳିତ, ସମୟାନୁବର୍ଷିତା ଓ କଠିନ ପରିଶ୍ରମ କରି ଭଲ ପାଠ ପଢିବା ପାଇଁ ପରାମର୍ଶ ଦେଇଥିଲେ l ଏହି କାର୍ଯ୍ୟକ୍ରମକୁ ମେଘନାଥ ବେହେରା, ରବି ଶଙ୍କର ବାରିକ ସ୍ବାଗତ ଭାଷଣ ସହିତ ମଞ୍ଚ ପରିଚାଳନା କରିଥିଲେ l ସଭା ପ୍ରାରମ୍ଭରେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ  ପୁଷ୍ପମାଲ୍ୟ ସହ ପ୍ରଦୀପ ପ୍ରଜ୍ଜ୍ଵଳନ କରାଯାଇଥିଲା l ସମସ୍ତ ଛାତ୍ରଛାତ୍ରୀଙ୍କୁ ଚନ୍ଦନ ଓ ପୁଷ୍ପ ଦେଇ ସ୍ବାଗତ କରାଯାଇଛି l ଏହି ଅବସରରେ ବସନ୍ତ କୁମାର ବିଶ୍ୱାଳ, ଲୋକନାଥ ମହାକୁଡ଼, ପୂର୍ଣଚନ୍ଦ୍ର ମହାପାତ୍ର ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରିଥିଲେ l ବିଦ୍ୟାଳୟ ତରଫରୁ ଓଡିଶା ସରକାର ଓ ଭାରତ ସରକାରଙ୍କୁ ଅଶେଷ ଧନ୍ୟବାଦ ଅର୍ପଣ କରାଯାଇଛି l ଇଂରାଜୀ ଅଧ୍ୟାପକ ବସନ୍ତ କୁମାର ବିଶ୍ୱାଳ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like