-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଭିତ୍ତିଭୂମି ବିକାଶ ନେଇ ବୁଝାମଣା ପତ୍ର ସ୍ୱାକ୍ଷରିତ

29-Jul-2025



ଭୁବନେଶ୍ୱର(ପ୍ରେରଣା ଖବର); ଭୁବନେଶ୍ୱର ଉପକଣ୍ଠସ୍ଥ ଅନ୍ଧାରୁଆଠାରେ ଥିବା ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନରେ ଭିତ୍ତିଭୂମି ବିକାଶ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରତିଷ୍ଠାନ ପରିସର ମଧ୍ୟରେ ପାଠାଗାର କୋଠା, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ବାସଗୃହ, ହଷ୍ଟେଲ ଓ ଏକାଡେମିକ୍‌ ବ୍ଲକ୍‌ର ଅତିରିକ୍ତ ମହଲା ନିର୍ମାଣ ନିମନ୍ତେ ଏକ ବୁଝାମଣାପତ୍ର ଖାରବେଳ ଭବନଠାରେ ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ପତ୍ର ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ ଏବଂ ଓଡ଼ିଶା ନିର୍ମାଣ ନିଗମ ମଧ୍ୟରେ ସ୍ୱାକ୍ଷରିତ ହୋଇଛି । ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍‌ଙ୍କ ଉପସ୍ଥିତିରେ

ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନିର୍ଦ୍ଦେଶକ ପ୍ରଫେସର ଯଶୋବନ୍ତ ଜେନା ଓ ଓଡ଼ିଶା ନିର୍ମାଣ ନିଗମ ମୁଖ୍ୟ କାର୍ଯ୍ୟାଳୟର ନିର୍ମାଣ ବିଭାଗ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରତାପ ଚନ୍ଦ୍ର ଚୌଧରୀ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ । ମୋଟ ୨୬ କୋଟି ୫ ଲକ୍ଷ ଟଙ୍କା ବିନିମୟରେ ଏହି ସବୁ ନିର୍ମାଣ କାର୍ଯ୍ୟ କରାଯିବ । ଏଥି ନିମନ୍ତେ ଦୁଇବର୍ଷ ସମୟସୀମା ଧାର୍ଯ୍ୟ କରାଯାଇଛି । 

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶିବାନୀ ମହାନ୍ତି ଓ ଶ୍ରୀମତୀ ପୂଜା ମିଶ୍ର, ପଠାଣି ସାମନ୍ତ ପ୍ଲାନେଟୋରିୟମ୍‌ର ନିର୍ଦ୍ଦେଶକ ଶ୍ରୀମତୀ ଉର୍ମିପ୍ରଭା ମହାରଣା, ଓଡ଼ିଶା ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିଭୂତି ଭୂଷଣ ଦାଶ, ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଅଧ୍ୟାପକ ଓ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like