-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||     

HOME   ଜିଲ୍ଲା

ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡା ଜିଲ୍ଲାପାଳଙ୍କୁ କଲେ ସମ୍ମାନିତ

29-Jul-2025



ନୂଆପଡ଼ା  (ରାମନାଥ ପଣ୍ଡା)
ନୀତି ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଆକାଂକ୍ଷା ଜିଲ୍ଲା ଓ ବ୍ଲକର ଲକ୍ଷ୍ୟକୁ ଅନୁଧ୍ୟାନ କରି ଆଜି ଓଡ଼ିଶାର ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସଙ୍କୁ ଆକାଂକ୍ଷା ଜିଲ୍ଲା ନୂଆପଡାର ଉତ୍ତମ ପ୍ରଦର୍ଶନ ପାଇଁ  ରାଜ୍ୟ କନଭେନସନ କେନ୍ଦ୍ର ଲୋକ ସେବା ଭବନ ଭୁବନେଶ୍ୱର ଠାରେ ଆୟୋଜିତ ସମ୍ପୂର୍ଣତା ଅଭିଯାନ ସମ୍ମାନ ସମାରୋହରେ ବ୍ରୋଞ୍ ପଦକ ପ୍ରଦାନ କରି ସମ୍ମାନିତ କରିଛନ୍ତି  ଏବଂ ଜିଲ୍ଲାର ଦୁଇଟି ବ୍ଲକ ବୋଡ଼େନ ଓ କୋମନାକୁ ତାମ୍ର ପଦକ ଦେଇ ସମ୍ମାନିତ କରିଛନ୍ତି ।ଶିକ୍ଷା,ସ୍ବାସ୍ଥ୍ୟ,କୃଷି,ଶିଶୁ କଲ୍ୟାଣ ଭଳି ଅନେକ କ୍ଷେତ୍ରରେ ବିକାଶ ଆଣିବା ଲକ୍ଷ୍ୟରେ ଆକାଂକ୍ଷା ଜିଲ୍ଲା ଓ ଆକାଂକ୍ଷା ବ୍ଲକ ଭାବରେ ଗ୍ରହଣ କରି ନୀତି ଆୟୋଗ ଜୁଲାଇ ରୁ ସେପ୍ଟେମ୍ବର ୨୦୨୪ ମଧ୍ୟରେ ଯେଉଁ ଲକ୍ଷ୍ୟ ରଖିଥିଲା ସେଇଥିରେ ନୂଆପଡ଼ା ଜିଲ୍ଲା ଏବଂ ଏହି ଜିଲ୍ଲା ଅନ୍ତର୍ଗତ ବୋଡ଼େନ ଓ କୋମନା ଲକ୍ଷ୍ୟ ସ୍ଥଳରେ ପହଞ୍ଚିଥିବା ଦୃଷ୍ଟି କୋଣରୁ ଆଜି ସମ୍ମାନିତ ହୋଇଛନ୍ତି ତେଣୁ ନୂଆପଡ଼ା ଜିଲ୍ଲା ଓ ଦୁଇଟି ବ୍ଲକ ଜିଲ୍ଲାପାଳଙ୍କ ନେତୃତ୍ୱ ପାଇଁ ଜିଲ୍ଲାପାଳଙ୍କୁ ପ୍ରଶଂସାର ଶୀର୍ଷରେ ସ୍ଥାନ ଦେଇ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026

You Might Also Like